ଛାତ୍ରଛାତ୍ରୀଙ୍କୁ ଦଣ୍ଡ ଦେଇ ପ୍ରିନ୍ସପାଲ୍ ଓ ଶିକ୍ଷକ ଗିରଫ

କର୍ଣ୍ଣାଟକର ଏକ ରେସିଡେନ୍ସିଆଲ ସ୍କୁଲରେ ପିଲାମାନଙ୍କୁ ଦଣ୍ଡ ସ୍ୱରୂପ ଟାଙ୍କି ସଫା କରିବା ଅଭିଯୋଗରେ ପ୍ରିନ୍ସପାଲଙ୍କ ସମେତ ଜଣେ ଶିକ୍ଷକ ଗିରଫ। ଏହି ସ୍କୁଲରେ କିଛି ଛାତ୍ର ସେଫ୍ଟି ଟାଙ୍କି ସଫା କରିଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ପୁଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସୂଚନା ଅନୁସାରେ, ପିଲାମାନେ…

ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଫେସବୁକ ଆକାଉଣ୍ଟ ହ୍ୟାକ୍

ଜୟପୁର: ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଫେସ୍‌ବୁକ୍‌ ପେଜ୍‌କୁ ହ୍ୟାକର୍ ହ୍ୟାକ୍ କରିଦେଇଛନ୍ତି। ଏନେଇ ଥାନାରେ ଏତଲା ଦେଇଥିବା ନେଇ ଫେସବୁକ୍ ରେ ସୂଚନା ଦେଇଛନ୍ତି ନିଜେ ବିଧାୟକ।  

ଖୋଲିଲା ବିଶ୍ୱର ବୃହତ୍ତମ ୭ ମହଲା ମନ୍ଦିର

ଖୋଲିଲା ବିଶ୍ୱର ବୃହତ୍ତମ ସ୍ୱବେଦ ମନ୍ଦିର। ଆଜି ବାରଣାସୀର ଉମରାହରେ ସ୍ୱବେଦ ମହାମନ୍ଦିରର ଶୁଭ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଦଗୁରୁ ସଦାଫଲ ଦେଓଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀ ଏହି ମହାମନ୍ଦିରର ଶୁଭ ଉଦଘାଟନ କରିଛନ୍ତି। ବିହଙ୍ଗମ ଯୋଗ ସଂସ୍ଥାନର ୧୦୦ତମ…

ଗୋଟିଏ ରାତିରେ ଦୁଇ ଦୁଇଟି ମନ୍ଦିରରୁ ଚୋରୀ

ଭଦ୍ରକ: ଗୋଟିଏ ରାତିରେ ଦୁଇ ଦୁଇଟି ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା । ଠାକୁରଙ୍କ ଅଳଙ୍କାର ସମେତ ହୁଣ୍ଡୀ ବାକ୍ସକୁ ନେଇ ଚାଲିଗଲେ ଦୁର୍ବୃତ । ଘଟଣା ଘଟିଛି ଭଦ୍ରକ ପୁରୁଣା ବଜ଼ାର ଥାନା ନିକଟ ସନ୍ଥିଆରେ ଥିବା ସର୍ବ ପୂରାତନ…

ଫେରିଲା କରୋନା: ଦିନକରେ ୫ ମୃତ, ଚେତାବନୀ ଦେଲା ହୁ’

ପୁଣି କଡ଼ ଲେଉଟାଇଲା ମହାମାରୀ କରୋନା। ପୁଣି ଥରେ ସାରା ବିଶ୍ୱରେ କାୟା ମେଲାଇବା ଆରମ୍ଭ କରିଛି କୋଭିଡ-୧୯ ଭୂତାଣୁ। ଭାରତରେ ସଂକ୍ରମଣ ମାମଲା ଦ୍ରୁତ ଗତିରେ ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୩୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ରାଉରକେଲାରେ ଡାଇରିଆରେ ଆକ୍ରାନ୍ତ ୨୦ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର: ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ରାଉରକେଲାରେ ବ୍ୟାପିଥିବା ଡାଇରିଆ ସଂପର୍କରେ ସୂଚନା ଦେଇଛନ୍ତି ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ସେ କହିଛନ୍ତି, ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଯୋଗୁ ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କ ମୃତ୍ୟୁ ହୋଇଛି। ୫୯୫ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୩୪୩…

ବାଇଡେନଙ୍କ କାରକେଡକୁ ପିଟିଲା କାର୍‌; ବନ୍ଧା ହେଲେ ଡ୍ରାଇଭର

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ କାରକେଡ ସହ ପିଟିହେଲା କାର୍‌ । ତେବେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଆମେରିକା ରାଷ୍ଟ୍ରପତି ଓ ତାଙ୍କ ପତ୍ନୀ । ଗତକାଲି ଏହି ଘଟଣା ଘଟିଛି । ବାଇଡେନଙ୍କ କାରକେଡ ସହ ଦୁର୍ଘଟଣା ଘଟିଥିବା ଗାଡ଼ିଟି…

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ; ୨୦ରୁ ଅତିଥି ନିମନ୍ତ୍ରଣ

ପୁରୀ: ଆସନ୍ତା ଜାନୁଆରୀ ୧୭ ତାରିଖରେ ବହୁ ପ୍ରତିକ୍ଷୀତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ । ବିଶ୍ୱ ଦେଖିବ ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିର ଚତୁଃପାର୍ଶ୍ୱର ଆଖିଝଲସା ସୌନ୍ଦର୍ଯ୍ୟ । ଭବ୍ୟ ଉତ୍ସବ ପାଇଁ ଶ୍ରୀମନ୍ଦିର ପ୍ରଶାସନ ବି ଜୋରସୋରରେ ଲାଗିଛି…

ଦକ୍ଷିଣ ଆଫ୍ରିକା ବିପକ୍ଷରେ ୮ ୱିକେଟରେ ଜିତିଲା ଭାରତ

ପ୍ରଥମେ ବୋଲର୍ ଆଉ ପରେ ଦକ୍ଷିଣ ଆଫ୍ରିକାକୁ ଧୋଇ ଦେଲେ ବ୍ୟାଟର୍। ପ୍ରଥମ ଦିନିିକିଆରେ ଭାରତକୁ ସହଜ ବିଜୟ ମିଳିଛି। ଏହି ମ୍ୟାଚକୁ ଟିମ୍ ଇଣ୍ଡିଆ ୮ ୱିକେଟରେ ଜିତି ନେଇଛି। ପଦାର୍ପଣ ମ୍ୟାଚ୍‌ରେ ସାଇ ସୁଦର୍ଶନଙ୍କ ବ୍ୟାଟିଂର ଚମକ ଦେଖିବାକୁ ମିଳିଛି। ଓପନ କରି ୪୩ଟି ବଲ୍‌ରୁ ୯ଟି…

ISI ଏଜେଣ୍ଟ ସହ ଚାଟିଂ କରୁଥିଲା ବୁଖାରୀ : କାଲି ରିମାଣ୍ଡ ପାଇଁ କରାଯିବ ଆବେଦନ

ଭୁବନେଶ୍ବର : ଯାଜପୁର ଧର୍ମଶାଳାରୁ କାଶ୍ମୀରର ସନ୍ଦିଗ୍ଧ ଆତଙ୍କୀ ଗିରଫ ହେବା ଘଟଣା  । ଏସଟିଏଫ୍ ଏସପିଙ୍କ ଏ ନେଇ ଅଧିକ ସୂଚନା ଦେଇଛନ୍ତି  । ସେ କହିଛନ୍ତି ପାକିସ୍ତାନ ISI ଏଜେଣ୍ଟ ସହ ବୁଖାରୀର ଚାଟିଂ ପ୍ରମାଣ ମିଳିଛି ।…