ପାଣିରେ ଭାସିଗଲେ ଯୁବକ: ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର
ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ନୌରଙ୍ଗପୁର ଗ୍ରାମର ଅରୁଣ ରାଉତଙ୍କ ପୁଅ ନିରୋଜ ନିକଟ ମାଳଦା ବଜାରକୁ ସଉଦା ଆଣିବାକୁ ଯାଉଥିବା ବେଳେ ପାଣି ସୁଅରେ ଭାସିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ପ୍ରାୟ ୫୦ ମିଟର ଦୂର…
