2023

ବରିଷ୍ଠ କଂଗ୍ରେସ ନେତାଙ୍କୁ ଭେଟିଲେ ଦଳରୁ ନିଲମ୍ବିତ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ କଂଗ୍ରେସରୁ ନିଲମ୍ବିତ ହୋଇଥିବା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଦଳର ବରିଷ୍ଠ ନେତାଙ୍କୁ ଭେଟିଛନ୍ତି । ସୋମବାର ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଓ ଶରତ ରାଉତଙ୍କୁ ଭେଟି ଆଲୋଚନା କରିଛନ୍ତି ଚିରଞ୍ଜୀବ…

ଅବହେଳିତ ସରକାରୀ କର୍ମଚାରୀଙ୍କ ଗର୍ଜନରେ କମ୍ପିଲା ଲୋୟର ପିଏମଜି

ଭୁବନେଶ୍ୱର: ସକାଳୁ ସକାଳୁ କମ୍ପୁଥିଲା ଲୋୟର ପିଏମଜି । ସରକାରଙ୍କ ଦ୍ୱାରା ଅବହେଳିତ, ଉପେକ୍ଷିତଙ୍କ ଗର୍ଜନରେ ଥରୁଥିଲା ରାଜଧାନୀ ଛାତି। ଗୋଟିଏ ପଟେ ବିଭିନ୍ନ ଦାବି ନେଇ ଏକାଠି ହୋଇଥିଲେ ସରକାରୀ ଆଉଟସୋର୍ସିଂ କର୍ମଚାରୀ । ଅନ୍ୟପଟେ ଗର୍ଜୁଥିଲେ ଏକ୍ସ କ୍ୟାଡର…

୫ ଲକ୍ଷ ଟଙ୍କା ନେଇ ବସରେ ଯାଉଥିଲେ ପୂର୍ବତନ ଜିଏମ; ଧରିଲା ଭିଜିଲାନ୍ସ

ଭୁବନେଶ୍ୱର: ୫ ଲକ୍ଷ ୫୪ ହଜାର ଟଙ୍କା ସହ ଧରାପଡ଼ିଲେ ଅବସରପ୍ରାପ୍ତ ସରକାରୀ ଅଧିକାରୀ । ବସରେ ଭୁବନେଶ୍ୱର ଆସୁଥିବା ବେଳେ ଚନ୍ଦ୍ରଗିରିରେ ଧରିଲା ଭିଜିଲାନ୍ସ । ଏତେ ଟଙ୍କା ନେଇ କୁଆଡେ ଯାଉଥିଲେ ? ସେ ନେଉ ଖୋଳତାଡ ଚଲାଇି…

କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁରେ ଚାଲିଗଲା ପ୍ରସୂତିଙ୍କ ଜୀବନ

ଭୁବନଶ୍ୱର:ରାଜଧାନୀରେ ବଢୁଛି ଡେଙ୍ଗୁର ପ୍ରକୋପ । ଇତିମଧ୍ୟରେ ଡେଙ୍ଗୁରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଜି ପୁଣି ଜଣଙ୍କର ମୃତ୍ୟୁ ଘଟିଥିବା ଖବର ମିଳିଛି । କ୍ୟାପିଟାଲ ହସ୍ପିଟାଲରେ ଜଣେ ପ୍ରସୂତିଙ୍କର ଡେଙ୍ଗୁରେ ମୃତ୍ୟୁ ଘଟିଥିବା ଜଣାଯାଇଛି । ଏ ନେଇ…

୭ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସରସଂଘ ଚାଳକ ଡ଼. ମୋହନ ଭାଗବତ ଆଜିଠାରୁ ୭ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସେ ସୋମବାର ଓଡ଼ିଶା ଗସ୍ତରେ ବାହାରି ଭୁବନେଶ୍ୱର ପହଞ୍ଚିବେ। ଏହି ଗସ୍ତ ସମୟରେ ଡ଼. ଭାଗବତ ଗଣ୍ଡମୁଣ୍ଡାସ୍ଥିତ ସ୍ୱାମୀ…

ବର୍ଷା ପ୍ରିୟଦର୍ଶିନୀଙ୍କୁ ପଚରାଗଲା ୧୮୦ରୁ ୧୮୫ ପ୍ରଶ୍ନ

ଭୁବନେଶ୍ବର : ରାଜ୍ୟର ବହୁ ଚର୍ଚ୍ଚିତ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ୱାମୀ ଅନୁଭବ ମହାନ୍ତି ବିବାହ ବିଚ୍ଛେଦ ମାମଲାରେ ଆଜି ଚୂଡ଼ାନ୍ତ ସାକ୍ଷ୍ୟଗ୍ରହଣ ଶେଷ ହୋଇଛି। ବର୍ଷା ପ୍ରିୟଦର୍ଶିନୀଙ୍କୁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୨ ଘଣ୍ଟାରୁ ଅଧିକ ସମୟ ଧରି…

ଚିଲିକାକୁ ମାଛ ମାରିବାକୁ ଯାଇଥିବାବେଳେ ବଜ୍ରପାତ ଘଟି ବାପା-ପୁଅ ମୃତ

ବାଲୁଗାଁ: ବାଲୁଗାଁ ଚିଲିକାକୂଳରେ ଥିବା ଶାନ୍ତିନଗର ବାସିନ୍ଦା ବିଧାନ ବିଶ୍ୱାସ ଓ ତାଙ୍କ ପୁଅ ଉତ୍ତମ ବିଶ୍ୱାସ ଚିଲିକାକୁ ମାଛ ମାରିବା ସମୟରେ ଗତ ରବିବାର ରାତ୍ରିରେ ବଜ୍ରପାତରେ ସେମାନଙ୍କର ମୃତ୍ୟୁ ହୋଇଯାଇଛି | ତେବେ ମୃତ ଉତ୍ତମଙ୍କ ସ୍ତ୍ରୀ ମୋନାଲି…

ପ୍ରକାଶ ପାଇଲା ଓଏଏସ୍ ପରୀକ୍ଷାଫଳ

ଭୁବନେଶ୍ୱର: ଆଜି ଓଡିଶା ସିଭିଲ ସର୍ଭିସ ରେଜଲ୍ଟ ପ୍ରକାଶ ପାଇଛି | ଆଉ ଏଥିରେ ୧୬୪ ଜଣ ମହିଳାଙ୍କ ସହ ୪୩୨ ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି | ସୁଦେବ କୁମାର ପୃଷ୍ଟି ଓଏଏସ୍ ଟପ୍ପର ହୋଇଥିବାବେଳେ ଦ୍ଵିତୀୟ ସ୍ଥାନରେ ଅଛନ୍ତି…

ରାୟଗଡ଼ା କଲର୍ଭଟ ଭୁଶୁଡ଼ିବା: ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା, କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ରାୟଗଡ଼ା : ରାୟଗଡ଼ା ଜିଲ୍ଲାର କଲ୍ୟାଣସିଂହପୁରଠାରେ ଏକ ନିର୍ମାଣାଧୀନ କଲର୍ଭଟ ଭାଙ୍ଗି ଯିବା ଘଟଣାରେ ଦାୟୀ କର୍ମଚାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା…

ଭୁବନେଶ୍ୱର ଏମ୍‌ସ ପାଚେରୀ ଭୁଶୁଡ଼ି ୩ ଆହତ

ଭୁବନେଶ୍ବର : ଭୁବନେଶ୍ୱର ଏମ୍‌ସ ହସ୍ପିଟାଲ ପାଚେରୀ ଭୁଶୁଡ଼ି ୩ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଏମ୍‌ସରେ ଭର୍ତ୍ତି କରାଯାଇଛି। ଆହତଙ୍କ ଭିତରେ ଦୁଇ ଜଣ ଏମ୍‌ସ ହାଉସ୍‌ କିପିଂ ଷ୍ଟଫ୍‌ ଅଛନ୍ତି। ବର୍ଷା ସମୟରେ ପାଚେରୀ ପାଖ ଦୋକାନରେ ଆଶ୍ରୟ…