2023

ଓଡ଼ିଶା ଆସିବ ଗ୍ଲୋବାଲ କମ୍ପାନୀ ସିନପସିସ୍‌, ୩୦୦ ଚିପ୍ ଡିଜାଇ ଇଞ୍ଜିନିୟରଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର: ରାଜ୍ୟ ସରକାର ସେମିକଣ୍ଡକ୍ଟର ଡିଜାଇନ କ୍ଷେତ୍ରକୁ ପ୍ରୋତ୍ସାହିତ କରିଆସୁଛନ୍ତି। ବର୍ତ୍ତମାନ ଏହି କ୍ଷେତ୍ରରେ ଆଉ ଏକ ସଫଳତା ଯୋଡି ହେବାକୁ ଯାଉଛି। ଇଲେକ୍ଟ୍ରୋନିକ୍ସ ଡିଜାଇନ ଏବଂ ଅଟୋମେସନ(ଇଡିଏ) କ୍ଷେତ୍ରରେ ଗ୍ଲୋବାଲ ଲିଡର ସିନପସିସ୍ ଭୁବନେଶ୍ୱରରେ ଏହାର ଡିଜାଇନ ସେଣ୍ଟର ସ୍ଥାପନ…

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ପ୍ରଦେଶ କଂଗ୍ରେସ ପୁଣିଥରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍

କିଛିଦିନର ନିରବତା ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଆଜି ପ୍ରଦେଶ କଂଗ୍ରେସ ପୁଣିଥରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି । ରତ୍ନଭଣ୍ଡାରର ନକଲି ଚାବି ହଜିବାର ତଦନ୍ତ ପାଇଁ ଟିମ୍ ଗଠନ କରିଥିବା ରାଜ୍ୟ ସରକାର ଅସଲି ଚାବି…

ରାଜ୍ୟ ସରକାର ସବୁଜ ପତ୍ରିକାଧାରୀଙ୍କ ପ୍ରତି ପ୍ରତାରଣା କରିଛନ୍ତି: ମନମୋହନ

ଭୁବନେଶ୍ୱର: ଦେଶର ଜନସଂଖ୍ୟା ବୃଦ୍ଧିକୁ ନିୟନ୍ତ୍ରଣ କରିବା ପାଇଁ ୧୯୮୩ ମସିହାରେ ତତ୍କାଳୀନ କେନ୍ଦ୍ର ସରକାର ‘ଆମେ ଦୁଇ, ଆମର ଦୁଇ’ର ନାରା ଦେଇ ‘ସବୁଜ ପତ୍ରିକା’ ଯୋଜନା ଆରମ୍ଭ କରିଥିଲେ। ଏହି ଯୋଜନାକୁ ସଫଳ କରିବା ଏବଂ ଅସ୍ତ୍ରୋପଚାର ହେଉଥିବା…

ତାଲିବାନ ସହ ମିଶିବାକୁ ଚାହୁଁଛି ଅଲ କାଏଦା

ଇସଲାମବାଦ : ଆଗକୁ ବଢ଼ିବ ସନ୍ତ୍ରାସବାଦୀ ଆକ୍ରମଣ । ଦକ୍ଷିଣ ଏସିଆରେ ସୃଷ୍ଟି କରିବେ ଅସ୍ଥିରତା । କାରଣ ମିଶିବାକୁ ଯାଉଛନ୍ତି ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି)ସହ ଅଲକାଏଦା ସନ୍ତ୍ରାସବାଦୀ ସଂଗଠନ । ଏମିତି ଖବର ସମ୍ବଳିତ ରିପୋର୍ଟ ଦିଆଯାଇଛି ଜାତିସଂଘ ନିରାପତ୍ତା…

ତାତିଲେ ଗ୍ରାମବାସୀ, ପୁଲିସ ଗାଡିକୁ ଅଟକାଇଲେ

ପିପିଲି: ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଜୟପୁରଶାସନ ଗ୍ରାମର ମେଳଣ ପଡ଼ିଆ ଠାରେ ଶନିବାର ରାତିରେ ପୁଲିସ ଭ୍ୟାନ୍‌‌କୁ କେତେକ ମହିଳା ଓ ପୁରୁଷ ମାନେ ଏକ ଘଣ୍ଟାରୁ ଅଧିକ ସମୟ କାଳ ଅଟକାଇ ରଖିଥିଲେ। ପିପିଲି ଥାନା ଅଧିକାରୀ ଦୀପକ କୁମାର…

ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲଙ୍କ ଆଶଙ୍କା, ମଣିପୁର ହିଂସା ପଛରେ ଥାଇପାରେ ବିଦେଶୀ ଭୂମିକା

ନୂଆଦିଲ୍ଳୀ : ମଣିପୁର ହିଂସା ପଛରେ ଥାଇପାରେ ବିଦେଶୀ ଶକ୍ତିର ଭୂମିକା। ଏହାକୁ ଅସ୍ୱୀକାର କରାଯାଇ ପାରିବ ନାହିଁ ବୋଲି ଆଶଙ୍କା କରାଯାଇଛି। ଚୀନ୍‌ ଆଡ଼କୁ ଅଙ୍ଗୁଳି ଦେଖାଇଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନର୍ଭାଣେ। ବିଭିନ୍ନ ଉଗ୍ରବାଦୀ…

ଠିକାଦାର ସୁପରଭାଇଜରଙ୍କୁ ଗୁଳିମାଡ଼, ମାର୍ଶାଘାଇ ପୋଲିସର ଛାନଭିନ୍ ଆରମ୍ଭ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲାରେ ପୁଣି ଫୁଟିଲା ଗୁଳି । ଗୁଳିମାଡ଼ରେ ଗୁରୁତର ହୋଇପଡ଼ିଛନ୍ତି ଜଣେ ଯୁବକ । ମାର୍ଶାଘାଇ ଥାନା ମଙ୍ଗଳା ଛକରେ ଆଜି ଏହି ଗୁଳିମାଡ଼ ହୋଇଛି । ଗୁଳିମାଡ଼ର ଶିକାର ଯୁବକଙ୍କ ନାଁ ଶକ୍ତି ଚନ୍ଦନ ମହାନ୍ତି…

ମାଛ ଧରୁଥିବା ବେଳେ ନଦୀରେ ଭାସିଗଲେ ୨ ସାଙ୍ଗ

ଭଦ୍ରକ: ଭଦ୍ରକ ଦୋଳସାହିରେ ଅଘଟଣ । ମାଛ ଧରୁଥିବା ବେଳେ ନଦୀରେ ଭାସି ଯାଇଛନ୍ତି ୨ ସାଙ୍ଗ । ଜଣଙ୍କର ମୃତଦେହ ମିଳିଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଆଜି ୨…

ଶିମିଳିପାଳ ଅଭୟାରଣ୍ୟରୁ ୯ ବନ୍ଧୁକ ଜବତ

କରଞ୍ଜିଆ: ରକ୍ତ ରଞ୍ଜିତ ଶିମିଳିପାଳ ଅଭୟାରଣ୍ୟ ହେବ ଶିକାରୀ ମୁକ୍ତ। ସେଥିପାଇଁ ଚାଲିଛି ସର୍ଚ୍ଚ ଅପରେଶନ। ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଥିବା ଗାଁରେ ପୁଲିସ୍‌ ଚଢ଼ଉ କରି ଶିକାର ଉଦ୍ଦେଶ୍ୟରେ ବ୍ୟବହାର ହେଉଥିବା ୯ ବନ୍ଧୁକ ଜବତ କରିଛି। ଏନେଇ ସୂଚନା…

ଏସୀୟ ଯୁବ ଭାରୋତ୍ତୋଳନ: ଜ୍ୟୋତ୍ସ୍ନାଙ୍କୁ କାଂସ୍ୟ

ଭୁବନେଶ୍ବର: ଉତ୍ତରପ୍ରଦେଶ‌ର ଗ୍ରେଟର୍‌ ନୋଏଡ଼ାରେ ଚାଲିଥିବା ଏସୀୟ ଯୁବ ଭାରୋତ୍ତୋଳନ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଛନ୍ତି ଓଡ଼ିଆ ଝିଅ ଜ୍ୟୋତ୍ସ୍ନା ସବର। ୪୦ କିଲୋଗ୍ରାମ ଓଜନ୍ ବର୍ଗରେ ଜ୍ୟୋତ୍ସ୍ନା ସ୍ନାଚ୍‌ରେ ୫୫ କିଲୋଗ୍ରାମ, କ୍ଲିନ୍ ଆଣ୍ଡ୍ ଜର୍କରେ ୬୪ କିଲୋଗ୍ରାମ ସହ…