ତନ୍ତ୍ର ପାଇଁ ବାବା ସାଜିଲେ ହତ୍ୟାକାରୀ, ନେଲେ ବାବାଙ୍କ ଜୀବନ!
ତନ୍ତ୍ର ସାଧନା ପାଇଁ ଜଣେ ବାବାଙ୍କ ଜୀବନ ନେଲେ ଅନ୍ୟ ଜଣେ ବାବା। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ୍ୟ। ଜଣେ ବାବାଙ୍କ କାଠଫାଳିଆ ମାଡ଼ରେ ଜଣେ ବାବାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।…
ତନ୍ତ୍ର ସାଧନା ପାଇଁ ଜଣେ ବାବାଙ୍କ ଜୀବନ ନେଲେ ଅନ୍ୟ ଜଣେ ବାବା। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ୍ୟ। ଜଣେ ବାବାଙ୍କ କାଠଫାଳିଆ ମାଡ଼ରେ ଜଣେ ବାବାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।…
ରାଜ୍ୟରେ କମିଛି ବାଘ ସଂଖ୍ୟା। ଓଡିଶାରେ ବର୍ତ୍ତମାନ ୨୦ଟି ବାଘ ରହିଛି। ୨୦୧୮ରେ ରାଜ୍ୟରେ ଏହି ସଂଖ୍ୟା ୨୮ ଥିଲା। ତେବେ ଶିମିଳିପାଳ ଅଭୟାରଣ୍ୟରେ ବାଘ ସଂଖ୍ୟା ସାମାନ୍ୟ ବୃଦ୍ଧିପାଇଛି। ୨୦୧୮ରେ ଏହା ୮ ଥିବା ବେଳେ ବର୍ତ୍ତମାନ ଏହା ୧୬କୁ…
ଗଞ୍ଜାମ: ସମ୍ପତ୍ତି ପାଇଁ ତୁଚ୍ଛ ହେଲା ରକ୍ତ ସମ୍ପର୍କ। ଭାଇକୁ ଶାବଳରେ ପିଟି ଜଣେ ଯୁବକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଖଲିଙ୍ଗୀ ପଞ୍ଚାୟକ ବାସୁଦେବପୁର ଗାଁରେ। ମୃତ ଯୁବକ ଜଣକ…
ଯାଜପୁର : ନିଲମ୍ବିତ ହେଲେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଅଧିକାରୀ ରମାକାନ୍ତ ମଲିକ। ଯୁବତୀଙ୍କୁ ବ୍ଲାକମେଲ କରି ଅଡ଼ୁଆରେ ପଡ଼ିଥିଲେ ଅଧିକାରୀ। ଯୁବତୀଙ୍କ ସହ ତାଙ୍କର ଅଶ୍ଳୀଳ ବାର୍ତ୍ତାଳପର ଅଡିଓ ଭାଇରାଲ ପରେ ଚର୍ଚ୍ଚାକୁ ଆସିଥିଲେ ରମାକାନ୍ତ। କଟକ ସେଣ୍ଟ୍ରାଲ ରେଞ୍ଜ…
ଜେନିଭା : ସମ୍ପ୍ରତି ମଣିଷର କେବଳ ଚାଲିଚଳଣି ବଦଳିନି, ସମାଜ ସହ ତାଳ ଦେଇ ପ୍ରକୃତି ମଧ୍ୟ ବଦଳି ଯାଇଛି। ଦିନକୁ ଦିନ ଦୂଷିତ ହେବାକୁ ଲାଗୁଛି ପରିବେଶ। ବର୍ଷା-ଶୀତ-ଖରାର କୌଣସି ତାରତମ୍ୟ ରହୁନାହିଁ। ଚଳିତ ବର୍ଷ ଏହି ଅସନ୍ତୁଳନକୁ ବେଶ୍…
ଭୁବନେଶ୍ଵର : ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହି ଲଘୁଚାପ କ୍ଷେତ୍ର ଆଜି ଉତ୍ତର ଓଡ଼ିଶା ପାଶ୍ୱବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକାରେ ସୃଷ୍ଟି ହୋଇଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ…
କୁଇନ୍ସଲ୍ୟାଣ୍ଡ : ମିଳିତ ସମରାଭ୍ୟାସ ବେଳେ ମଝି ସମୁଦ୍ର ଉପରେ କ୍ରାଶ୍ ହେଲା ହେଲିକପ୍ଟର। ଉକ୍ତ ସମୟରେ ହେଲିକପ୍ଟରରେ ଥିବା ୪ କ୍ରିଉ ମେମ୍ବରଙ୍କ ପତ୍ତା ମିଳୁନି। ଏପରି ଏକ ଅଘଟଣ ଗତକାଲି ରାତିରେ ଅଷ୍ଟ୍ରେଲିଆରେ ଘଟିଛି। ଅଷ୍ଟ୍ରେଲିଆର କୁଇନ୍ସଲ୍ୟାଣ୍ଡ ସମୁଦ୍ର…
ବାଙ୍କୀ : ନାଗ ସାପ ! ନା ଶୁଣିଲେ ଡର ପଶିଯାଏ ମନ ଭିତରେ । ଟିକେ ଭାବିଲେ ଯଦି ଆପଣଙ୍କୁ କେହି ନାଗ ସାପ ସହିତ ଗୋଟେ ରାତି କାଟିବାକୁ କହିବ? ଭୟବିତ ହୋଇଯିବାଟା ତ ସ୍ଵଭାବିକ । କିନ୍ତୁ…
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ କିଛି ଦିନ ପୂର୍ବରୁ ସୋନିପତର ମହିଳା କୃଷକମାନଙ୍କୁ ଦିଲ୍ଲୀ ଆସିବାକୁ ନିମନ୍ତ୍ରଣ କରିଥିଲେ | ଆଉ ଆଜି କିଛି ମହିଳା କୃଷକ ଦିଲ୍ଲୀରେ ପହଞ୍ଚିଥିଲେ ଏବଂ ୧୦ ଜନପଥରେ ସୋନିଆ ଗାନ୍ଧୀଙ୍କ ବାସଭବନକୁ ଯାଇଥିଲେ…
ଭୁବନେଶ୍ବର: ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାର ସିବିଆଇ ତଦନ୍ତ କରିବା ପାଇଁ ବିଜେପି ଦାବି କରିଛି । ଓଡ଼ିଆ ପିଲାଙ୍କ ଭାଗ୍ୟ ଭବିଷ୍ୟତ ସହିତ ଖେଳ ନଖେଳି ସରକାର ସିବିଆଇ ତଦନ୍ତ କରାନ୍ତୁ ବୋଲି ବିଜେପି…