2023

ଅନ୍ୟକୁ ଇସଲାମ ଗ୍ରହଣ କରିବାକୁ ଉତ୍ସାହିତ କରିବା ପାଇଁ ଅଞ୍ଜୁଙ୍କୁ ଚାକିରି ସହ ପ୍ଲଟ ଉପହାରରେ ଦେଲେ ପାକ୍ ବ୍ୟବସାୟୀ

ଇସଲାମାବାଦ: ରାଜସ୍ଥାନର ଅଲୱର ଜିଲ୍ଲାର ଭିୱାଡିରୁ ପାକିସ୍ତାନ ଯାଇଥିବା ଅଞ୍ଜୁଙ୍କୁ ନେଇ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ପାକିସ୍ତାନ ଯିବ‌ା ପରେ ଅଞ୍ଜୁ ଇସଲାମ ଗ୍ରହଣ କରିବା ସହ ତାଙ୍କର ଫେସବୁକ ବନ୍ଧୁ ନସରୁଲ୍ଲାଙ୍କୁ ବିବାହ କରିଥିଲେ। ବିବାହ…

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର: ପାଇଖାନା ଟାଙ୍କି ସଫା କରିବା ବେଳେ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଶନିବାର ମଧ୍ଯାହ୍ନରେ ଏ ଅଘଟଣ ଘଟିଛି ଭୁବନେଶ୍ୱରର ଶିଶୁପାଳଗଡ଼ ଅଞ୍ଚଳରେ । ଶିଶୁପାଳଗଡ଼ର ରଘୁନାଥ ନଗରରେ ପାଇଖାନା ଟାଙ୍କି ସଫା କରିବା ଲାଗି ୨ ଶ୍ରମିକ…

ସମୁଦ୍ରରେ ଗାଧୋଇବା ବେଳେ ବୁଡିଯାଇ ଯୁବକ ନିଖୋଜ

ପୁରୀ : ସମୁଦ୍ରରେ ଗାଧୋଇବା ହେଲା କାଳ । ବୁଡିଗଲେ ଯୁବକ । ପୁରୀ ସମୁଦ୍ରରେ ବୁଡି ଯାଇ ପର୍ଯ୍ୟଟକ ନିଖୋଜ । ନିଖୋଜ ଯୁବକ ହେଉଛନ୍ତି ବାଲେଶ୍ୱର ଜିଲ୍ଲା ଗୋଲପୁର ଅଞ୍ଚଳର ସଞ୍ଜୟ କୁମାର ଜେନା । ଆଜି ଦିନ…

ମଣିପୁର ହିଂସା ପଛରେ ବିଦେଶୀ ଏଜେନ୍ସିମାନଙ୍କର ହାତ ରହିଛି: ପୂର୍ବତନ ସେନା ମୁଖ୍ୟ

ନୂଆଦିଲ୍ଲୀ: ମଣିପୁର ହିଂସାକୁ ନେଇ ଏବେ ସାରା ଦେଶରେ ତାତି ରହିଛି | ମଣିପୁର ହିଂସା ପାଇଁ ସଂସଦର ମୌସୁମୀ ଅଧିବେଶନ ବି ସୁରୁଖୁରୁରେ ଚାଲିପାରୁନାହିଁ | ବିରୋଧୀମାନେ ହଟଗୋଳ କରି ଉଭୟ ଲୋକସଭା ଓ ରାଜ୍ୟସଭାକୁ ଠପ କରିଦେଇଥିବାବେଳେ ପୂର୍ବତନ…

ପ୍ରଶ୍ନପତ୍ର ଲିକ ମାମଲା; ୫୫ ଛାତ୍ରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲା ଓଏସଏସସି

ଭୁବନେଶ୍ୱର: OSSC ଜେଇ ସିଭିଲ ମେନ୍ ପରକ୍ଷାର ପ୍ରଶ୍ନପତ୍ର ଲିକ୍ ମାମଲାରେ ୫୫ ଜଣ ଛାତ୍ରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ପ୍ରଶ୍ନପତ୍ର ଲିକ୍ ମାମଲାରେ ସଂପୃକ୍ତ ଥିବା ଅଭିଯୋଗରେ ୫୫ ଜଣ ପରୀକ୍ଷାର୍ଥୀଙ୍କୁ ଶନିବାର କାରଣ ଦର୍ଶାଅ…

ବ୍ୟାଙ୍କ ଋଣ ଦେବା ନାଁରେ ବଡ ଧରଣର ଠକେଇ ମାମଲା: ପୂର୍ବତନ ମ୍ୟାନେଜରଙ୍କୁ ଗିରଫ କଲା EOW

ଭୁବନେଶ୍ବର: ବ୍ୟାଙ୍କ ଲୋନ୍ ଦେବା ନାଁରେ ବଡ଼ ଧରଣର ଠକେଇ ମାମଲା । ବନ୍ଧା ହେଲେ ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆର ପୂର୍ବତନ ବ୍ରାଞ୍ଚ ମ୍ୟାନେଜର ସ୍ଵୟମ୍ ପ୍ରକାଶ ପରିଡା । ସ୍ୱୟମଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ଗିରଫ କରିଛି…

ଏନଡିଏ ବନାମ ଇନ୍‌ଡିଆ : ଆଜି ଭୋଟ୍ ହେଲେ ଏନ୍‌ଡିଏକୁ ୫୪ ପ୍ରତିଶତ ସିଟ୍‌, ଇଣ୍ଡିଆକୁ ୩୨ ପ୍ରତିଶତ

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆଉ ବର୍ଷଟିଏ ମଧ୍ୟ ବାକି ନାହିଁ। ସମସ୍ତ ରାଜନୈତିକ ଦଳ ଏବେ ସେମାନଙ୍କ ରଣନୀତି ପ୍ରସ୍ତୁତ କରିବାରେ ବ୍ୟସ୍ତ ଅଛନ୍ତି। ତେବେ ଲୋକସଭା ନିର୍ବାଚନ ୨୦୨୪ରେ ଏନଡିଏ ଓ ଇଣ୍ଡିଆ ମଧ୍ୟରେ ସିଧାସଳଖ ଲଢେଇ…

ଆଜି ମହରମ୍, ଭଦ୍ରକରେ ୨୫ ପ୍ଲାଟୁନ ପୋଲିସ ମୁତୟନ

ଭୁବନେଶ୍ଵର: ଆଜି ମୁସଲମାନ ଧର୍ମାବଲମ୍ବୀଙ୍କ ପବିତ୍ର ପର୍ବ ମହରମ । ବର୍ଷର ଚାରିଟି ପବିତ୍ର ମାସ ମଧ୍ୟରୁ ଏହା ହେଉଛି ଅନ୍ୟତମ । ରମଜାନ ପରେ ଏହା ଦ୍ୱିତୀୟ ପବିତ୍ର ମାସ । ଏହି ମାସରେ ମୁସଲମାନମାନେ ଉପବାସ ପାଳନ କରିଥାନ୍ତି…

ଗୁରୁକୃପା ଆଶ୍ରମରେବାବାଙ୍କୁ କାଠ ଫାଳିଆରେ ପିଟିପିଟି ହତ୍ୟା

ପୁରୀ: ଆଶ୍ରମରେ ଗଡ଼ିଲା ମୁଣ୍ଡ । ବାବାଙ୍କୁ ହତ୍ୟା କଲେ ବାବା । ପୁରୀ ବାସେଳିସାହି ଥାନା ଗୁରୁକୃପା ଆଶ୍ରମରେ ହତ୍ୟାକାଣ୍ଡ ଘଟିଛି । ଜଣେ ବାବା ଆଉ ଜଣେ ବାବାଙ୍କୁ କାଠ ଫାଳିଆରେ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା…

ଆଲିଗଡ଼ ମୁସଲିମ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତିଙ୍କୁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ କଲା ବିଜେପି

ନୂଆଦିଲ୍ଲୀ : ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ପସମନ୍ଦା ସଂପ୍ରଦାୟର ମୁସଲିମ ଲୋକଙ୍କୁ ନିଜ ଆଡ଼କୁ ଆଣିବା ପାଇଁ ବିଜେପି ଜୋରଦାର ପ୍ରୟାସ ଆରମ୍ଭ କରି ଦେଇଛି। ଏଥିପାଇଁ ଦଳ ଶନିବାର ନିଜର ସାଂଗଠନିକ ସ୍ତରରେ ବଡ଼ଧରଣର ପରିବର୍ତ୍ତନ କରିଛି। ଆଲିଗଡ଼…