2023

ମଣିପୁର ହିଂସା ପ୍ରସଙ୍ଗରେ ମୁଖ୍ୟ ବିଚାରପତିଙ୍କୁ ସମାଲୋଚନା କରି ଗିରଫ ହେଲେ ରାଜନୀତିକ ବିଶ୍ଳେଷକ ବଦ୍ରୀ ଶେଷାଦ୍ରୀ

ଚେନ୍ନାଇ : ଜଣାଶୁଣା ପ୍ରକାଶକ ଓ ତଥାକଥିତ ରାଜନୀତିକ ବିଶ୍ଲେଷକ ବଦ୍ରୀ ଶେଷାଦ୍ରୀଙ୍କୁ ଗିରଫ କରିଛି ତାମିଲନାଡୁ ପୁଲିସ୍‌। ସେ ମଣିପୁର ଓ ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ବିରୋଧରେ ଉତ୍ତେଜନା ସୃଷ୍ଟି କରିବା ଭଳି ବୟାନ ଦେଇଥିଲେ। କେନ୍ଦ୍ର…

ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା: ୨ ଅଭିଯୁକ୍ତଙ୍କ ଘରେ ଚାଲିଲା ବୁଲଡୋଜର୍‌

ଭୋପାଳ : ମଧ୍ୟପ୍ରଦେଶର ସାତନା ଜିଲ୍ଲା ମୈହାରରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଓ ଭୟଙ୍କର ନିର୍ଯାତନା ଦେବା ଘଟଣାକୁ ପୂରା ହଇଚଇ ସୃଷ୍ଟି କରିଛି। ସ୍ଥାନୀୟ ମନ୍ଦିରରେ କାମ କରୁଥିବା ୨ ଜଣ ଯୁବକ ଏପରି କାଣ୍ଡ ଘଟାଇଥିବା ଅଭିଯୋଗ ହେବା…

ନୀତୀଶ କୁମାର ଯେ କୌଣସି ମୁହୂର୍ତ୍ତରେ ଏନଡିଏକୁ ଫେରି ପାରନ୍ତି : କେନ୍ଦ୍ରମନ୍ତ୍ରୀ

ପାଟନା : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଯେ କୌଣସି ମୁହୂର୍ତ୍ତରେ ବିଜେପି ନେତୃତ୍ୱାଧୀନ ଏନଡିଏକୁ ଫେରି ପାରନ୍ତି ବୋଲି ଆକଳନ କରିଛନ୍ତି କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ରାଷ୍ଟ୍ରମନ୍ତ୍ରୀ ରାମଦାସ ଅଠାୱାଲେ। ଏଥିସହ ମୁମ୍ବାଇରେ ହେବାକୁ ଥିବା ବିରୋଧୀ…

ମହିଳାଙ୍କୁ ପ୍ରଥମ ପାସେଞ୍ଜର ଭାବେ ବାରଣ କଲେ ବସ୍ ମାଲିକଙ୍କ ବିରୋଧରେ କଟିବ ଇ-ଚାଲାଣ

ଏଣିକି ମହିଳା ଯାତ୍ରୀଙ୍କୁ ଯଦି କୌଣସି ବସ କର୍ମଚାରୀ ପ୍ରଥମେ ପାସେଞ୍ଜର ଭାବେ ଉଠାଇବାକୁ ବାରଣ କରିବେ, ସଂପୃକ୍ତ ବସ୍ ମାଲିକ ଗଣିବେ ଜରିମାନା। ବସର ପ୍ରଥମ ଯାତ୍ରୀ ଭାବେ ମହିଳାଙ୍କୁ ବାରଣ ଅଭିଯୋଗ ମାମଲା ଉପରେ ଏଭଳି ଏକ ନିର୍ଦ୍ଦେଶନାମା…

ନବଙ୍କୁ ରାସ୍ତାରୁ ହଟାଇବାକୁ ପୂର୍ବରୁ ଦୁଇ ଥର ଉଦ୍ୟମ କରିଥିଲା ଗୋପାଳ

ନବ ଦାସଙ୍କୁ କାହିଁକି ମାରିଲା ଗୋପାଳ ? ପଲିଗ୍ରାଫ ଟେଷ୍ଟରେ ଗୋପାଳ କହିଛି ଗୋଟି ଗୋଟି ସତ । ପ୍ରତିଶୋଧ ନେବାକୁ ହତ୍ୟା । ପ୍ରିପ୍ଲାନ୍‌ଡ ମର୍ଡର । ମାସେ ପୂର୍ବରୁ ଲୋଡ୍‌ କରିଥିଲା ପିସ୍ତଲ । ନବଙ୍କୁ ରାସ୍ତାରୁ ହଟାଇବାକୁ…

ପୁଣି ଝୁଲିଲା ମହାପ୍ରଭୁଙ୍କ ବନକଲାଗି ନୀତି ନିଷ୍ପତ୍ତି

ପୁରୀ:ଝାଉଁଳି ଗଲାଣି ମହାପ୍ରଭୁଙ୍କ ଶ୍ରୀମୁଖ । କେବେ ହେବ ଶୃଙ୍ଗାର..କେବେ ଝଲସିଉଠିବ ସେ କଳାବଦନ ? ଏମିତି ଆଶା ଆଉ ଆଶଙ୍କା ଭିତରେ ଥିବା ଭକ୍ତଙ୍କୁ ଲାଗିଛି ବଡ ଝଟକା । ନିଜ ଜିଦରେ ଅଟଳ ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତମହାପାତ୍ର…

ସାମ୍ବାଦିକ ସମ୍ମିଳନୀରେ ମୁହାଁ ମୁହିଁ ହେଲେ ସିନେ ପ୍ରଯୋଜକ

ଭୁବନେଶ୍ବର: ଉତ୍କଳ ସିନେ ଚାମ୍ବର ଅଫ କମର୍ସରେ ସାମ୍ବାଦିକ ସମ୍ମିଳନୀରେ ମୁହାଁମୁହିଁ ହେଲେ ପ୍ରଯୋଜକ । ସଂଘ ଟୁଟୁ ନାୟକଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ କରୁଥିଲା । କିନ୍ତୁ ଠିକ୍ ଏହି ସମୟରେ ଟୁଟୁ ନାୟକ ଓ ତାଙ୍କ ସମର୍ଥକ ସାମ୍ନାକୁ…

ସାଇମୁନ୍-୨୦୨୩ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ‘ବସୁଧୈବ କୁଟୁମ୍ବକମ୍’ ବାର୍ତ୍ତା ନେଇ ଆରମ୍ଭ ହୋଇଛି ସାଇମୁନର ଏକାଦଶ ସଂସ୍କରଣ । ସାଇ ଇଣ୍ଟରନ୍ୟାସନାଲ ସ୍କୁଲ୍ ଦ୍ୱାରା ଆୟୋଜିତ ୨ ଦିନିଆ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବ ଭାରତର ସର୍ବବୃହତ ମଡେଲ୍ ୟୁନାଇଟେଡ୍…

ଓଏସଏସସି ପ୍ରଶ୍ନପତ୍ର ଲିକର ଗୁମର ଖୋଲିଲା ମାଷ୍ଟରମାଇଣ୍ଡ: ଯାଞ୍ଚ ବେଳେ ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

ଭୁବନେଶ୍ୱର:ଓଏସଏସସି ଜେଇ ସିଭିଲ ମେନ ପରୀକ୍ଷା ପ୍ରଶ୍ନପତ୍ର ଲିକ ମାମଲାରେ ଗିରଫ ହୋଇଛନ୍ତି ମାଷ୍ଟରମାଇଣ୍ଡ ବିଶାଲ କୁମାର ଚୌରାସିଆ । ସାମ୍ନାକୁ ଆସିଛି ବିଶାଲଙ୍କ କଳାକାରନାମା । ପ୍ରଥମ ଥର ପାଇଁ ଏପରି କାମ କରିନାହାନ୍ତି ବିଶାଲ । ଏହା ପୂର୍ବରୁ…

ଆଉ ୬ଟି ଗେଟ ବନ୍ଦ କଲା ହୀରାକୁଦ, ୨ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ । ଏବେ ୨ଟି ଗେଟ ଦେଇ ହେଉଛି ବନ୍ୟା ଜଳ ନିଷ୍କାସନ । ବାମ ପାର୍ଶ୍ଵରେ ଗୋଟେ ଓ ଡାହାଣ ପାର୍ଶ୍ଵରେ ଗୋଟେ ଗେଟ ଦେଇ ହେଉଛି ଜଳ ନିଷ୍କାସନ ।…