2023

ଲଘୁଚାପ ସକ୍ରିୟ, ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ଆଗାମୀ ୫ ଦିନ ଯାଏ ପ୍ରବଳ ବର୍ଷା ହେବ । ଏନେଇ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ…

ନିଜ ବନ୍ଧୁକରୁ ଗୁଳି ଫଟାଇ ଆତ୍ମହତ୍ୟା ଉଦ୍ୟମ କଲେ ପୋଲିସ ଅଫିସର

କୋରାପୁଟ: ପୋଲିସ ଇନ୍ସପେକ୍ଟରଙ୍କ ଆତ୍ମହତ୍ୟା ଉଦ୍ୟମ । ନିଜ ବନ୍ଧୁକରୁ ଗୁଳିକଲେ ଇନ୍ସପେକ୍ଟର । ତାଙ୍କର ବେକ ଓ ମୁଣ୍ଡରେ ଗୁଳି ବାଜିଥିବା ଜଣାଯାଇଛ । ଏମିତି ଖବର ଆସିଛି କୋରାପୁଟ ଜିଲ୍ଲାରୁ । ଆଜି ସକାଳ ୧୧ଟା ୪୦ ମିନିଟରେ…

ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ବ୍ରତ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ବ୍ରତ। କଟକର ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ବାର୍ଷିକ ଉତ୍ସବରେ ଯୋଗ ଦେଇ ଏହା କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ କହିଛନ୍ତି, କଟକକୁ ବିଶ୍ୱପ୍ରସିଦ୍ଧ କରିବା ପାଇଁ ଏସ୍‌ସିବିର…

ନବ ଦାସ ହତ୍ୟା ମାମଲା, ଅଭିଯୁକ୍ତ ଗୋପାଳ ଅପରାଧ ସ୍ୱୀକାର କରିବାକୁ ରାଜି

ଝାରସୁଗୁଡା: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାରେ ବହିଷ୍କୃତ ପୁଲିସ ଅଧିକାରୀ ଗୋପାଳ ଦାସ ଅପରାଧ ସ୍ବୀକାର କରିବାକୁ ରାଜି ଅଛି ବୋଲି କହିଛନ୍ତି। ବୁଧବାର ଝାରସୁଗୁଡ଼ା ଜିଲ୍ଲା ଜଜ୍ କୋର୍ଟରେ ଆଜି ତାଙ୍କୁ ହାଜର କରାଯିବା ପରେ ଅପରାଧ…

ନନ୍ଦନକାନନକୁ ଆସିଲେ ନୂଆ ଅତିଥି : ଇଟାନଗରରୁ ଅଣାଯାଇଛି ହୁଲକ୍ ଗିବନ ଓ ଚିତା ବିରାଡ଼ି

ଭୁବନେଶ୍ୱର: ୪୦ ବର୍ଷରେ ନନ୍ଦନକାନକୁ ଆସିଛନ୍ତି ଏକ ହଳ ହୁଲକ୍ ଗିବନ ଓ ଏକ ହଳ ଚିତା ବିରାଡି । ମିଜୋରାମର ଇଟାନଗରରୁ ଏହି ବିରଳ ପ୍ରାଣୀଙ୍କୁ ଅଣାଯାଇଛି । ହୁଲକ୍ ଗିବନ ଓ ଚିତା ବିରାଡିଙ୍କୁ ଅଣିବା ପାଇଁ ବାଘ…

ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଳିଗଲେ ଡ୍ରାଇଭର

ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ବଡକୁଣ୍ଡେସରା ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାପରେ ଗୋଟିଏ ଟ୍ରକ୍‌ରେ ଲାଗିଗଲା ନିଆଁ। ଉକ୍ତ ଟ୍ରକ୍ ସହ…

ପ୍ରବଳ ବର୍ଷାରେ ମାଲକାନଗିରିରେ ବୁଡ଼ିଲା ବ୍ରିଜ୍, ଓଡ଼ିଶା-ଆନ୍ଧ୍ର ମଧ୍ୟରେ ଯୋଗାଯୋଗ ବାଧାପ୍ରାପ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ଫଳରେ ବ୍ରିଜ୍ ବୁଡ଼ି ଯାଇଛି । କାଙ୍ଗୁରକୋଣ୍ଡା ବ୍ରିଜ୍ ବୁଡ଼ିଯିବା ଫଳରେ ଜାତୀୟ ରାଜପଥ ୩୨୬ ଦେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି । ଏବେ ବି ଜାତୀୟ ରାଜପଥ…

ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ତ୍ୱରିତ ନ୍ୟାୟ ଉପରେ ଗୁରୁତ୍ୱ ଦେଲେ ରାଷ୍ଟ୍ରପତି

କଟକ:ବିଳମ୍ବିତ ନ୍ୟାୟ ଯୋଗୁ ଅନେକ ଲୋକ ଅସୁବିଧାରେ ପଡୁଛନ୍ତି । ବିଳମ୍ବିତ ନ୍ୟାୟ ଯୋଗୁ ଅନେକ ନିର୍ଦ୍ଦୋଷ ଜେଲରେ ଜୀବନ କାଟୁଛନ୍ତି । ଏପରିକି ନ୍ୟାୟ ବିଳମ୍ବ ପାଇଁ ପୀଡିତ ମଧ୍ୟ ହତାଶ ହୋଇପଡୁଛନ୍ତି । ତେଣୁ ତ୍ୱରିତ ନ୍ୟାୟ ବ୍ୟବସ୍ଥା…

ଇତିହାସ ରଚିଲେ ପାକିସ୍ତାନୀ କ୍ରିକେଟର ସାଉଦ୍ ସକିଲ୍

କଲମ୍ବୋ : ଶ୍ରୀଲଙ୍କା ଓ ପାକିସ୍ତାନ ମଧ୍ୟରେ କଲମ୍ବୋରେ ଖେଳାଯାଉଥିବା ଦ୍ବିତୀୟ ଟେଷ୍ଟରେ ଅର୍ଦ୍ଧଶତକ ହାସଲ କରି ଇତିହାସ ରଚିଛନ୍ତି ପାକିସ୍ତାନୀ ବ୍ୟାଟ୍ସମ୍ୟାନ ସାଉଦ୍ ସକିଲ । ସକିଲ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ୭ ଟି ଟେଷ୍ଟରେ ଅର୍ଦ୍ଧଶତକ ହାସଲ…

ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡ଼ି ବସିଲା ଭିଜିଲାନ୍ସ

ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ ପଡିଲେ ପୋଲିସ । ଲାଞ୍ଚ ନେବେବେଳେ ରେଡ ହାଣ୍ଡରେ ପୋଲିସକୁ ଧରିଛି ଭିଜିଲାନ୍ସ । ଅନୁଗୁଳ ଜିଲ୍ଲା କିଆକଟା ଥାନା ଏଏସଆଇ ପଡିଛନ୍ତି ଭିଜିଲାନ୍ସ ଜାଲରେ । ଏଏସଆଇ ନବୀନ କୁମାର ଶତପଥୀ ୮ ହଜାର…