2023

ନଦୀ ମଝିରେ ଇଣ୍ଡିଆନ ଅଏଲ କମ୍ପାନିର ଗ୍ୟାସ ପାଇପଲାଇନ ବିସ୍ଫୋରଣ; ଲୋକଙ୍କୁ ସତର୍କ କଲା ପ୍ରଶାସନ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ବାଗପତ ଜିଲ୍ଲାର ଜାଗୋଶ ଗ୍ରାମରେ ଯମୁନା ନଦୀ ମଝିରେ ଏକ ଭୟାବହ ଦୃଶ୍ୟ ଦେଖିବାକୁ ମିଳିଥିଲା। କାରଣ ଯମୁନା ନଦୀ ମଝିରେ ଇଣ୍ଡିଆନ ଅଏଲ କମ୍ପାନିର ଗ୍ୟାସ ପାଇପଲାଇନ ହଠାତ ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣ ସମ୍ପର୍କରେ ଖବର…

ନିଲମ୍ବିତ ଆପ୍ ସାଂସଦ ସଞ୍ଜୟ ସିଂହଙ୍କୁ ଭେଟିଲେ ସୋନିଆ ଗାନ୍ଧି

ନୂଆଦିଲ୍ଲୀ : ମଣିପୁର ହିଂସା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତି ଦାବି କରି ରାଜ୍ୟସଭାରୁ ନିଲମ୍ବିତ ହୋଇଥିବା ଆପ୍‌ ସାଂସଦ ପୂର୍ବଭଳି ସଂସଦ ବାହାରେ ବିକ୍ଷୋଭ କରୁଛନ୍ତି। ଆଜି କଂଗ୍ରେସ ସାଂସଦ ସୋନିଆ ଗାନ୍ଧି ତାଙ୍କ ପାଖକୁ ଯାଇ ବିଭିନ୍ନ…

ଜ୍ଞାନବାପି ସର୍ଭେ ଉପରେ ସ୍ଥଗିତାଦେଶ ଜାରି ରହିବ, ଗୁରୁବାର ପୁଣି ଶୁଣାଣି

ପ୍ରୟାଗରାଜ: ଜ୍ଞାନବାପି ମସଜିଦ ପରିସରରେ ହେବାକୁ ଥିବା ଏଏସଆଇ ସର୍ଭେ ଉପରେ ସୁପ୍ରିମକୋର୍ଟ ଲଗାଇଥିବା ସ୍ଥଗିତାଦେଶ ଆଜି ଶେଷ ହେଉଥିବାବେଳେ ଆହ୍ଲାବାଦ ହାଇକୋର୍ଟ ଏହି ସମୟକୁ ଆସନ୍ତା କାଲି ପର୍ଯ୍ୟନ୍ତ ବଢାଇଦେଇଛନ୍ତି । ଗୁରୁବାର କୋର୍ଟ ଏହି ମାମଲାର ପୁନର୍ବାର ଶୁଣାଣି…

ହର୍ମନପ୍ରୀତ୍‌ ଏସିଆଡ୍‌ର ପ୍ରଥମ ଦୁଇ ମ୍ୟାଚ୍‌ ଖେଳିବା ନେଇ ଆଶଙ୍କା

ମୁମ୍ବାଇ : ଭାରତୀୟ ମହିଳା ଦଳର ଅଧିନାୟିକା ହର୍ମନପ୍ରୀତ୍‌ କୌର ଏସୀୟ କ୍ରୀଡ଼ାର ପ୍ରଥମ ଦୁଇ ମ୍ୟାଚ୍‌ରେ ଖେଳିବାରୁ ବଞ୍ଚିତ ହୋଇପାରନ୍ତି। ନିକଟରେ ବାଂଲାଦେଶ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌ ସମୟରେ ୱିକେଟ୍‌କୁ ବ୍ୟାଟ୍‌ରେ ମାରି ଭାଙ୍ଗିବା ଏବଂ ଅମ୍ପାୟାରଙ୍କ ବିରୋଧରେ…

ମଣିପୁରରେ ଆଂଶିକ ଭାବେ ଫେରିଲା ଇଣ୍ଟରନେଟ୍‌: ବ୍ରଡବ୍ୟାଣ୍ଡକୁ ମିଳିଲା ଅନୁମତି; ସାମାଜିକ ଗଣମାଧ୍ୟମକୁ ନା

ନୂଆଦିଲ୍ଲୀ: ମଣିପୁର ସରକାର ଜାତିଗତ ହିଂସା ପ୍ରଭାବିତ ରାଜ୍ୟରେ ଇଣ୍ଟରନେଟ୍‌ ସେବାକୁ ଆଂଶିକ ଭାବେ ପୁନରୁଦ୍ଧାର କରିଛନ୍ତି। ଉପତ୍ୟକା ବହୁଳ ମେଇତେଇ ସଂପ୍ରଦାୟ ଏବଂ ପାହାଡ ବହୁଳ କୁକି ଜନଜାତି ମଧ୍ୟରେ ଜାତିଗତ ସଂଘର୍ଷ ଆରମ୍ଭ ହେବା ପରେ ରାଜ୍ୟରେ ଇଣ୍ଟରନେଟ୍‌…

ଲଦାଖରେ ଶାନ୍ତି ରଖ, ସଂପର୍କ ସୁଧୁରିବ : ଚୀନର ନୂଆ ବିଦେଶମନ୍ତ୍ରୀଙ୍କୁ କହିଲେ ଡୋଭାଲ୍

ଜୋହାନ୍ସବର୍ଗ: ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଚୀନର ନବ ନିଯୁକ୍ତ ବିଦେଶ ମନ୍ତ୍ରୀ ଓ୍ବାଙ୍ଗ ୟିଙ୍କୁ ସାକ୍ଷାତ କରିଛନ୍ତି । ଭାରତ ଓ ଚୀନ୍ ମଧ୍ୟରେ ସମ୍ପର୍କ ସ୍ବାଭାବିକ କରିବାକୁ ହେଲେ ଲଦାଖ ଭଳି…

ପାକିସ୍ତାନ ଚାଲି ଯାଇଥିବା ଝିଅ ଅଞ୍ଜୁକୁ ନେଇ ବାପାଙ୍କ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ: ଭାରତର ରାଜସ୍ଥାନରୁ ପାକିସ୍ତାନ ଯାଇଥିବା ଅଞ୍ଜୁଙ୍କୁ ତାଙ୍କ ପ୍ରେମିକ ନସରୁଲ୍ଳା ବିବାହ କରିବାରକୁ ରାଜି ଥିବା କଥା ଗଣାମଧ୍ୟମରେ ପ୍ରକାଶ କରିଛନ୍ତି। ଖାଲି ସେତିକି ନୁହେଁ, ସେ ଅଞ୍ଜୁଙ୍କୁ ବିବାହ କରିବା ସହ ତାଙ୍କ ପିଲାମାନଙ୍କୁ ବି ଗ୍ରହଣ କରିବାକୁ…

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ସଂଧ୍ୟା ୫ଟା ୫୯ ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ। ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବାକୁ ବିମାନନ୍ଦରରେ ପୂର୍ବରୁ ରାଜ୍ୟପାଳ…

୧କୋଟିର ‌ଲ୍ୟାଣ୍ଡ ରୋଭର ଡିଫେଣ୍ଡର ଚଳାଇଲେ ବାବା ରାମଦେବ, ଭାଇରାଲ ହେଲା ଭିଡିଓ

ନୂଆଦିଲ୍ଲୀ: ୧କୋଟିର ‌ଲ୍ୟାଣ୍ଡ ରୋଭର ଡିଫେଣ୍ଡର ଚଳାଇଲେ ବାବା ରାମଦେବ। ଭାଇରାଲ ହେଲା ଭିଡିଓ। ଯୋଗ ଗୁରୁ ବାବା ରାମଦେବ ଉତ୍ତରାଖଣ୍ଡର ହରିଦ୍ୱାରରେ ଏକ ଲ୍ୟାଣ୍ଡ ରୋଭର ଡିଫେଣ୍ଡର ୧୩୦ ଚଳାଉଥିବାର ନଜର ଆସିଛନ୍ତି। ଭାଇରାଲ ହେଉଥିବା ଭିଡିଓରେ ସେ ଏକ…

ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଗତକାଲିର ଲଘୁଚାପ କ୍ଷେତ୍ର ଆଜି (ମଙ୍ଗଳବାର) ଆହୁରି ଘନୀଭୂତ ହୋଇ ପଶ୍ଚିମ- କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଗାମୀ ୨୪…