2023

୭୦୦ କୋଟିର ସାଇବର ଠକେଇ, ୧୫ ହଜାର ଲୋକଙ୍କୁ ଲଗାଇଛନ୍ତି ଚୂନ

ହାଇଦ୍ରାବାଦ : ଗୋଟିଏ ବର୍ଷରୁ କମ ଦିନ ମଧ୍ୟରେ ୧୫ ହଜାର ଲୋକଙ୍କୁ ୭୦୦ କୋଟି ଟଙ୍କାର ଚୂନ ଲଗାଇଥିବା ଗୋଟିଏ ସାଇବର ଠକ ଗ୍ୟାଙ୍ଗର ପର୍ଦ୍ଦାଫାସ କରିଛି ହାଇଦ୍ରାବାଦ ପୁଲିସ୍‌। ଏହି ବଡ଼ ସାଇବର ଠକେଇ ପଛରେ ଚାଇନିଜ ହ୍ୟାଣ୍ଡେଲର୍ସଙ୍କ…

ରାଜ୍ୟସଭାରୁ ଆପ୍‌ ସାଂସଦ ସଞ୍ଜୟ ସିଂହଙ୍କ ନିଲମ୍ବନକୁ ନେଇ ତମ୍ବିତୋଫାନ

ନୂଆଦିଲ୍ଲୀ : ମୌସୁମୀ ଅଧିବେଶନର ବାକି କାର୍ଯ୍ୟ ଦିବସରୁ ଆପ୍‌ ସାଂସଦ ସଞ୍ଜୟ ସିଂହ ନିଲମ୍ବନ ହୋଇଛନ୍ତି। ମଣିପୁର ହିଂସାକୁ ନେଇ ସରକାରଙ୍କ ଜବାବ ଅଡ଼ି ବସିବାରୁ ସଞ୍ଜୟ ସିଂହଙ୍କ ବିରୋଧରେ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶ୍ରୀ ସିଂହ ଗୃହର…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ- କେନ୍ଦ୍ରୀୟ ଓ ତତ-ସଂଲଗ୍ନ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ, ସମୁଦ୍ର ପତ୍ତନ ଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ସକ୍ରିୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମାନ…

ନବୀନ ଓଡିଶା”ରେ ପଇସା ନେଇ ସରକାରୀ ଚାକିରୀ ବିକ୍ରି କରାଯାଉଛି : ଅନିଲ ବିଶ୍ୱାଳ

ଭୁବନେଶ୍ୱର : ଓଡିଶା ଷ୍ଟାଫ୍ ସିଲେକସନ ଦ୍ୱାରା ହୋଇଥିବା ଜେଇ ସିଭିଲ ମେନ ପରୀକ୍ଷାରେ ପ୍ରଶ୍ନପତ୍ର ପରୀକ୍ଷା ଆଗରୁ ପ୍ରଘଟ ହୋଇଥିବା କଥା ପ୍ରମାଣିତ କରୁଛି ଯେ ଓଡିଶାରେ ସରକାରୀ ନିଯୁକ୍ତିରେ “ମନି ଫର୍ ଜବ୍‌” ର‌୍ୟାକେଟ କାମ କରୁଛି ।…

ମଣିପୁର ହିଂସା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ ଥିବା କହିଲେ ଅମିତ ଶାହ

ନୂଆଦିଲ୍ଲୀ : ମଣିପୁର ହିଂସା ଓ ଦୁଇ ମହିଳାଙ୍କୁ ନିବସ୍ତ୍ର କରି ଚଲାଇବା ଘଟଣାକୁ ନେଇ ବିରୋଧୀ ସଂସଦ ବାହାରେ ଓ ଭିତରେ ସରକାରଙ୍କୁ ଘେରିବାରେ ଲାଗିଛନ୍ତି। ମଣିପୁର ହିଂସା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତି ଓ ସଂସଦରେ ଏହା…

ଟିଟୋକୁ ଗିରଫ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟାର ଟିଟୋକୁ ଗିରଫ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଧେଶ । ପୂର୍ବରୁ ପାଇଥିବା ଜାମିନ ରଦ୍ଦ କରି ଗିରଫ ନିର୍ଦ୍ଦେଶ ଦେଲେ କୋର୍ଟ । ଜାମିଦ ସର୍ତ୍ତ ଖିଲାପ କରିବାରୁ ଗିରଫ କରିବାକୁ ନିର୍ଦ୍ଧେଶ ଦେଲେ । ୨ଟି ମାମଲାରେ ହାଇକୋର୍ଟରୁ…

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପାଚେରୀ ଭୁଶୁଡ଼ିଲା; ଜଣେ ଆହତ, ଭାଙ୍ଗିଲା ୩ଟି ବାଇକ୍‌

ନବରଂଗପୁର: ସୋମବାର ଅପରାହ୍‌ଣରେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପାଚେରୀ ଭୁଶୁଡ଼ିପଡ଼ିଛି। ଏହି ଅପ୍ରୀତିକର ଘଟଣା ଯୋଗୁଁ ଜଣେ ବ୍ୟକ୍ତି ଆହତ ହୋଇଥିବା ବେଳେ ୩ଟି ବାଇକ୍‌ ଭାଙ୍ଗିଯାଇଛି। ଆହତଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି…

ଆରଆରଟିଏସ୍‌ ପ୍ରକଳ୍ପ ଲାଗି ୪୧୫ କୋଟି ଟଙ୍କା ଦେବାକୁ ଦିଲ୍ଲୀ ସରକାରଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ : ଦିଲ୍ଲୀ ସରକାର ଦୁଇଟି ରିଜନାଲ ରାପିଡ ଟ୍ରାଞ୍ଜିଟ ସିଷ୍ଟମ (RRTS) କରିଡର ପାଇଁ ନିଜର ଭାଗ ଦେଉ ନଥିବାରୁ ସୁପ୍ରିମକୋର୍ଟ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଥିସହ ଅଲୱାର ଓ ପାନିପତ RRTS କରିଡର ପାଇଁ ୪୧୫ କୋଟି…

ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୩ ଗେଟ୍, ମୋଟ୍ ୮ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର : ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି । ଫୁଲିଛି ମହାନଦୀ । ହୀରାକୁଦରେ ବଢିଛି ଜଳସ୍ତର । ଖୋଲିଲା ଆଉ ୩ଟି ଗେଟ୍‌ । ଏବେ ମୋଟ୍‌ ୮ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ବାମ…

୨ ଦିନରେ ୨ ଜଣଙ୍କ ଜୀବନ ନେଲାଣି ଡେଙ୍ଗୁ

ଭୁବନେଶ୍ୱର: ରାଜ୍ୟରେ ଡେଙ୍ଗୁ ନେଲା ଆଉ ଜଣଙ୍କ ଜୀବନ । ଦୁଇ ଦିନ ଭିତରେ ଡେଙ୍ଗୁରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । କ୍ୟାପିଟାଲ ହସ୍ପିଟାଲରେ ଜଣେ ୬୨ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଛି । ତେବେ ମହିଳାଙ୍କ ମୃତ୍ୟୁ…