ଓଡ଼ିଶାରେ ଲୋକେ ଭୟର ବାତାବରଣରେ ରହୁଛନ୍ତି: କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ
ଭୁବନେଶ୍ବର: କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ପୁଣି ଥରେ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳରେ ହେବାକୁ ଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେବାକୁ ଯାଇଛନ୍ତି। କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଭୁବନେଶ୍ୱର…
