‘ପ୍ଲାଷ୍ଟିକ୍ ମୁକ୍ତ ପିକନିକ’ ପାଇଁ ଆହ୍ୱାନ: ଖଲିପତ୍ର, କପଡ଼ାରେ ପ୍ରସ୍ତୁତ ପରିବେଶ ଅନୁକୂଳ ଜିନିଷ ବ୍ୟବହାର କରିବାକୁ ପରାମର୍ଶ
ଭୁବନେଶ୍ୱର: ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ଓ ପଲିଥିନର ବହୁଳ ବ୍ୟବହାର ଆଜି ସାରା ବିଶ୍ୱରେ ବଡ଼ ଆହ୍ୱାନ ସୃଷ୍ଟି କରିଛି। ତେଣୁ ଏହାର ବ୍ୟବହାରକୁ ରୋକିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ବିଶେଷ ସଚତେନତା କାର୍ଯ୍ୟକ୍ରମ–‘ପ୍ଲାଷ୍ଟିକ୍ ମୁକ୍ତ ପିକନିକ’।…
