କୁହୁଡ଼ିର ବଳୟ ଭିତରେ ଘୁ.ଉଦୟଗିରି: ପ୍ରବଳ ଜାଡ଼ରେ ଥରୁଛି ସାରା ଅଞ୍ଚଳ, ଜନଜୀବନ ଅସ୍ତବ୍ୟସ୍ତ
ଭୁବନେଶ୍ବର/ଘୁ.ଉଦୟଗିରି: କିଛି ଦିନ ହେଲା କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରି ସହର ଥଣ୍ଡାର ସହର ଭାବେ ଓଡ଼ିଶାରେ ପରିଚିତ ରହିଥିବା ବେଳେ ଦିନକୁ ଦିନ ପାରଦ ତଳମୁଁହା ହେବା ସହ ଥଣ୍ଡାର ପ୍ରକୋପ ବଢ଼ିବାରେ ଲାଗିଛି। ଏବେ ପ୍ରବଳ ଥଣ୍ଡା ସହ…
