2023

ମାର୍କେଟ ବିଲ୍ଡିଂ ବନ୍ଦ ନେଇ ସମୟ ମାଗିଲେ ବିଏମସି କମିଶନର : ଉଭୟ ପକ୍ଷରୁ ସହଯୋଗ କରିବାକୁ କଲେ ଅନୁରୋଧ

ଭୁବନେଶ୍ୱର:ମାର୍କେଟ୍ ବିଲ୍ଡିଂ ବନ୍ଦ ପ୍ରସଙ୍ଗରେ ସମୟ ମାଗିଲେ ବିଏମସି କମିଶନର । ଉଭୟ ପକ୍ଷଙ୍କୁ ସହଯୋଗ କରିବାକୁ ଅନୁରୋଧ କଲେ କମିଶନର୍ ବିଜୟ ଅମୃତଲାଲ କୁଲାଙ୍ଗେ । ପୂର୍ବରୁ ୨ ଥର ମାର୍କେଟ୍ ବିଲ୍ଡିଂ କର୍ମକର୍ତାଙ୍କ ସହ ବୈଠକ ହୋଇଛି ।…

ଓଡିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡ କୁ ସ୍କଚ୍‌-୨୦୨୩ ପୁରସ୍କାର

ଭୁବନେଶ୍ୱର: ଓଡିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡକୁ ସ୍କଚ୍‌-୨୦୨୩ ପୁରସ୍କାର ମିଳିଛି I କୃଷିରେ ରୌପ୍ୟ ବର୍ଗରେ ଇ-ନାମ୍ ନିମନ୍ତେ ଏହି ପୁରସ୍କାର ପ୍ରଦାନ କରାଯାଇଛି I ଓଡିଶା ସରକାରଙ୍କ ସମବାୟ ବିଭାଗର ପ୍ରଶାସନିକ ନିୟନ୍ତ୍ରଣରେ ଥିବା ଓଡିଶା ରାଜ୍ୟ କୃଷି…

ଉଦ୍ଧାର ହେଲା ନିଖୋଜ କାଉଡିଆଙ୍କ ମୃତଦେହ

ଜଗତସିଂହପୁର : ଉଦ୍ଧାର ହେଲା ନିଖୋଜ କାଉଡିଆଙ୍କ ମୃତଦେହ। ମୃତକ ତିର୍ତ୍ତୋଲ ବିଦ୍ୟାଧରପୁରର ରମେଶ ପ୍ରଧାନଙ୍କ ପୁଅ ଭୋଳା ପ୍ରଧାନ । ମହାଦେବଙ୍କୁ ଜଳଲାଗି କରିବାକୁ ନଦୀରୁ ପାଣି ଉଠାଉଥିବା ବେଳେ ବୁଡି ଯାଇଥିଲେ । ଗତକାଲି ଦେବୀ ନଦୀ କେତକେଶ୍ୱର…

ହାଇସ୍କୁଲ ମିଶ୍ରଣ ପ୍ରସଙ୍ଗ: ଧାରଣାରେ ୟୁନିଟ୍ ୯ ବାଳିକା ବିଦ୍ୟାଳୟ ଛାତ୍ରୀ ଓ ଅଭିଭାବକ

ଭୁବନେଶ୍ଵର: ଆମ ସ୍କୁଲ ଏଠାରୁ ଉଠିବ ନାହିଁ। ଆମ ସ୍କୁଲ ଅନ୍ୟ କାହା ସହ ମିଶ୍ରଣ ହେବ ନାହିଁ। ଏପରି ଦାବି କରି ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନରେ ବସିଛନ୍ତି ୟୁନିଟ୍ ୯ ସରକାରୀ ବାଳିକା ବିଦ୍ୟାଳୟ ଛାତ୍ରୀ…

ଆସନ୍ତାକାଲି ବିଜେଡିର ସଂସଦୀୟ ବୈଠକ

ସଂସଦରେ କ’ଣ ରହିବ ବିଜେଡିର ଆଭିମୁଖ୍ୟ । ଆସନ୍ତାକାଲି ବିଜେଡିର ସଂସଦୀୟ ବୈଠକରେ ହେବ ନିଷ୍ପତ୍ତି । ନବୀନ ନିବାସରେ କାଲି ସଂଧ୍ୟାରେ ବସିବ ବୈଠକ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ସଂସଦ ଅଧିବେଶନରେ…

ହୀରାକୁଦ ଜଳଭଣ୍ଡାରରେ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୯୦ ହଜାର ୧୨୧ କ୍ୟୁସେକ ବନ୍ୟାଜଳ

ଉପରମୁଣ୍ଡରେ ଲଗାଣ ବର୍ଷାରେ ବଢିବାରେ ଲାଗିଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୯୦ ହଜାର ୧୨୧ କ୍ୟୁସେକ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ନିଷ୍କାସିତ ହେଉଛି ୩୯ହଜାର ହଜାର କ୍ୟୁସେକ ଜଳ। ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ରହିଛି ୬୦୭…

ଆଜିଠୁ ଅନିର୍ଦ୍ଦିଷ୍ଟକାଳ ଯାଏ ୟୁନିଟ୍‌ ୨ ମାର୍କେଟ୍‌ ବିଲ୍ଡିଂ ବନ୍ଦ

ଭୁବନେଶ୍ବର: ସ୍ଥାୟୀ-ଅସ୍ଥାୟୀ ବ୍ୟବସାୟୀଙ୍କ ବିବାଦର ସମାଧାନ ହେଲାନି । ଶେଷରେ ବ୍ୟବସାୟୀ ସଂଘ ପକ୍ଷରୁ ଆଜି ୟୁନିଟ-୨ ସ୍ଥିତ ମାର୍କେଟ ବିଲ୍ଡିଂକୁ ଅନିର୍ଦ୍ଦିଷ୍ଟକାଳ ଯାଏ ବନ୍ଦ କରିଦିଆଯାଇଛି । ପ୍ରତିବାଦରେ ଆଜିଠୁ ୧୬୫ ବ୍ୟବସାୟୀ ଧାରଣାରେ ବସିବେ ବୋଲି ପ୍ରକାଶ କରିଛନ୍ତି…

କମିଶନରେଟ୍ ପୋଲିସର ବ୍ଲକିଂ ଚେକିଂ ସହ ମଦ୍ୟପ ଖଟିରେ ଚଢଉ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମିଶନରେଟ୍ ପୋଲିସର ଚାଲିଛି ସେଫ୍ ସିଟି ଡ୍ରାଇଭ୍ ସଙ୍ଗକୁ ମଦ୍ୟପ ଖଟିରେ ଚଢଉ। ବଢାଇଛି ନାଇଟ୍ ପାଟ୍ରୋଲିଂ। ବିଭିନ୍ନ ଛକରେ ଚେକିଂ ଓ ବ୍ଲକିଂ କରାଯାଉଥିବା ବେଳେ ମଦ୍ୟପ ଖଟିମାନଙ୍କରେ ଜୋରଦାର ଚଢଉ କରାଯାଉଛି। ରବିବାର ସନ୍ଧ୍ୟାରେ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଭୁଜାଲି ମାଡ

ବାରିପଦା-ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଭୁଜାଲି ମାଡ ହୋଇଛି। ଘଟଣା ଖୁଣ୍ଟା ଥାନା ଅନ୍ତର୍ଗତ ଡୁକୁରା ଛକରେ ଘଟିଛି। ସୂଚନା ଅନୁଯାୟୀ, ବଡସାହି ଥାନା ଅନ୍ତର୍ଗତ ଖାନୁଆ ଗ୍ରାମର ଦୋଳଗୋବିନ୍ଦ ବେହେରାଙ୍କୁ ରବିବାର ସନ୍ଧ୍ୟା ସମୟରେ ଖୁଣ୍ଟା ଥାନା ଅନ୍ତର୍ଗତ…

ଆଲକାରାଜଙ୍କୁ ୱିମ୍ବଲଡନ୍‌ ଟ୍ରଫି

ଲଣ୍ଡନ୍: ୱିମ୍ବଲଡନ୍‌ ଟେନିସ୍ ପ୍ରତିଯୋଗିତାକୁ ମିଳିଛି ନୂଆ ଏକକ ପୁରୁଷ ବିଜେତା। ୨୦ ବର୍ଷୀୟ ଯୁବ ସ୍ପେନୀୟ ତାରକା କାର୍ଲୋସ୍‌ ଆଲକାରାଜ ଗାର୍ଫିଆ ରବିବାର ୫ ସେଟ୍‌ର ଫାଇନାଲ୍‌ରେ ୧-୬, ୭-୬ (୮-୬), ୬-୧, ୩-୬, ୬-୪ରେ ସର୍ବିୟା କିଂବଦନ୍ତି ନୋଭାକ…