2023

ବିଜେପିରେ ମିଶିଲେ ଚିଲିକାର ବିଜେଡି ନେତା ଓ ଶତାଧିକ କର୍ମୀ

ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି ବିଜେପିର ମିଶ୍ରଣ ପର୍ବ। ରାଜ୍ୟ ସଭାପତି ମନମୋହନ ସାମଲ, ରାଷ୍ଟ୍ରୀୟ ମୁଖପାତ୍ର ଡା.ସମ୍ବିତ ପାତ୍ର, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀର ବରିଷ୍ଠ…

୪ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ବିଜେପି ଏବେ ତତ୍ପର ହୋଇଛି। ଏଥିଲାଗି ସାରାଦେଶରେ ବିଜେପିର ପ୍ରବାସ କାର୍ଯ୍ୟକ୍ରମ ଜାରି ରହିଛି। ଯେଉଁ ସବୁ ସ୍ଥାନରେ ଗତ ଥର ଦଳ ହାରିଥିଲ, ସେହି ସ୍ଥାନରେ ବିଜେପି କିପରି ବୁଥ୍…

ଚନ୍ଦ୍ରୟାନ-୩ ଟିମ୍‌ରେ ଓଡ଼ିଆ ପୁଅ ଶୁଭାଶିଷ

କେନ୍ଦ୍ରାପଡ଼ା: ଚନ୍ଦ୍ରୟାନ-୩ ଟିମ୍‌ରେ ଓଡ଼ିଆ ପୁଅ । କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ମୁକୁନ୍ଦପୁର ଗାଁର ଯୁବକ ଶୁଭାଶିଷ ସାମଲ ଚନ୍ଦ୍ରୟାନ-୩ରେ ସାମିଲ ହୋଇ ଚର୍ଚ୍ଚାକୁ ଆସିଛନ୍ତି । ଶୁଭାଶିଷ ଦୋହଳିସ୍ଥିତ ବିବି ମଡେଲ୍‌ ହାଇସ୍କୁଲରୁ ୨୦୦୯ରେ ମାଟ୍ରିକ୍‌ ପାସ କରିଥିଲେ…

ସମ୍ବଲପୁର ଗସ୍ତରେ ୫ଟି ସଚିବ, ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବା ସହ ସମେଲେଇ ପ୍ରକଳ୍ପର କଲେ ସମୀକ୍ଷା

ସମ୍ବଲପୁର : ସମ୍ବଲପୁର ଗସ୍ତରେ ୫ ଟି ସଚିବ ଭିକେ ପାଣ୍ଡିଆନ୍ । ସମ୍ବଲପୁର ଗସ୍ତର ୨ୟ ଦିନରେ ଆଜି ସକାଳୁ ସମଲେଇ ମନ୍ଦିରରେ ପହଞ୍ଚି ମା’ ସମଲେଇଙ୍କୁ ଦର୍ଶନ କରିଛନ୍ତି । ଏହାସହ ସମଲେଇ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିଛନ୍ତି…

କଟକରେ ମୁକୁଳା ଡ୍ରେନ୍ ନେଲା ଜୀବନ, ୨୧ ବର୍ଷର ଯୁବକ ମୃତ

କଟକ: ପୁଣି ମୁକୁଳା ଡ୍ରେନ୍ ନେଲା ଜୀବନ । କଟକର ଝୋଳା ସାହିରେ ଶନିବାର ରାତିରେ ମୁକୁଳା ଡ୍ରେନରେ ଖସି ପଡ଼ି ୨୧ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ନାଁ ରାହୁଲ । ଘର ରାଜସ୍ଥାନରେ ହୋଇଥିବା…

ମାଛଗାଁ କେନାଲ ବନ୍ଧରେ ଦୁଇଟି ଘାଇ, ଜଗତସିଂହପୁର-କଟକ ମୁଖ୍ୟ ରାସ୍ତାରେ ପାଣି

ଜଗତସିଂହପୁର ଜିଲ୍ଲାରେ ଦୁଇଟି ବଡ଼ ଘାଇ ହୋଇଥିବା ଯୋଗୁଁ ଜିଲ୍ଲାରେ ବିଭିନ୍ନ ଅଞ୍ଚଳରେ ପାଣି ପଶିଯାଇଛି। । ଫଳରେ ଜଗତସିଂହପୁର କଟକ ମୁଖ୍ୟ ରାସ୍ତାରେ ଅଣ୍ଟାଏ ଉଞ୍ଚରେ ପାଣି ଲହଡ଼ି ଭାଙ୍ଗୁଛି । ଏହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ…

ଭାରତ ପାଳି ଓ ୧୪୧ ରନ୍‌ରେ ବିଜୟୀ, ଅଶ୍ବିନଙ୍କୁ ୧୨ ୱିକେଟ୍‌

ରୋସେୟୁ : ପ୍ରଥମ ପାଳିରେ ୫ ୱିକେଟ୍‌ ସଫଳତା ପାଇଥିବା ରବିଚନ୍ଦ୍ରନ ଅଶ୍ବିନ ଦ୍ବିତୀୟ ପାଳିରେ ୭ ୱିକେଟ୍‌ ଅକ୍ତିଆର କରି ୱେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଭାରତକୁ ପ୍ରଥମ ବିଜୟ ଭେଟି ଦେଇଛନ୍ତି। ଭାରତ ୪୨୧/୫ ରେ ଦ୍ବିତୀୟ ପାଳି ଘୋଷଣା କରିବା…

ଚର୍ଚ୍ଚାରେ ଆର ମାଧବନ ଓ ପ୍ରଧାନମନ୍ତ୍ରୀଙ୍କ ଫଟୋ, ଅଭିନେତାଙ୍କ ହାତ ଧରି ପୋଜ୍ ଦେଲେ ମୋଦୀଜୀ

ମୁମ୍ବାଇ: ଜୁଲାଇ ୧୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ଦିନିଆ ପ୍ୟାରିସ୍ ଗସ୍ତରେ ଯାଇଥିଲେ। ଏହି ଗସ୍ତ ସମୟରେ ଘଟିଥିବା ଅନେକ ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫ୍ରାନ୍ସର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ୍‌ କ୍ରସ ଅଫ୍‌ ଦି…

ମହାରାଷ୍ଟ୍ରକୁ କଳଙ୍କିତ କରୁଛି ବିଜେପି, ନାଗପୁରରେ ବସିଛନ୍ତି ଭୀଷ୍ମ ପିତାମହ: ସାମନା ସମ୍ପାଦକୀୟକୁ ନେଇ ଝଡ

ମୁମ୍ବାଇ: ନିକଟରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଏକ ବିବୃତ୍ତି ମହାରାଷ୍ଟ୍ର ରାଜନୀତିରେ ଏକ ଅଡୁଆ ସୃଷ୍ଟି କରିଛି। ସେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ନାଗପୁରର କଳଙ୍କ ବୋଲି କହିଥିଲେ, ଏହା ପରେ ବୟାନ ଯୁଦ୍ଧ ଆରମ୍ଭ ହୋଇଥିଲା। ଏହାରି…

କ୍ଲବ ଲିଫ୍ଟରେ ଫସିଲେ ୧୦ରୁ ଅଧିକ ଯୁବକଯୁବତୀ, କାଚ ଭାଙ୍ଗି ଉଦ୍ଧାର କଲା ଦମକଳ ବାହିନୀ

ନୂଆଦିଲ୍ଲୀ: କ୍ଲବର ଲିଫ୍ଟରେ ଫସିଗଲେ ୧୦ରୁ ଅଧିକ ଯୁବକ-ଯୁବତୀ | ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିଲେ ବି କିଛି ଜଣାପଡ଼ିନଥିଲା | ତେବେ ଆଜି ସକାଳୁ ଜଣାପଡିବା ପରେ ଦମକଳ ବାହିନୀ ସେମାନଙ୍କୁ ଉଦ୍ଧାର କରିଛି | ଦିଲ୍ଲୀର ସାଉଥ୍…