2023

ମାଟି ତଳୁ ନାବାଳକର ମୃତଦେହ ଉଦ୍ଧାର, ଦୁଇ ଦିନ ଆଗରୁ ପୋତିଥିଲା ଜିଆରପି

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଅଞ୍ଚଳରେ ଶନିବାର ଜଣେ ନାବାଳକର ମୃତଦେହ ମାତିତଳୁ ଉଦ୍ଧାର କରା ଯାଇଛି। ନାବାଳକ ଜଣକ ହେଲେ କଣ୍ଟାବାଞ୍ଜିର ଲଳିତ ଜୈନ (୧୩)। ସୂଚନା ଅନୁସାରେ ଲଳିତ ଗତ ଗୁରୁବାର ସକାଳୁ ଘରୁ କୁଆଠେ ଚାଲିଯାଇଥିଲେ। ହେଲେ…

ୟୁପିଆଇ ମାଧ୍ୟମରେ ଦୁବାଇ ପଠାଇ ହେବ ଟଙ୍କା

ଆବୁଧାବି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୟୁଏଇ ଗସ୍ତ କାଳରେ ଭାରତର ରିଜର୍ଭ ବ୍ୟାଙ୍କ ଓ ୟୁଏଇର କେନ୍ଦ୍ରୀୟ ବ୍ୟାଙ୍କ ମଧ୍ୟରେ ଦୁଇଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି । ଗୋଟିଏ ବୁଝାମଣାପତ୍ର ଫଳରେ ଦୁଇ ଦେଶ ପରସ୍ପର ସହ ନିଜସ୍ବ ମୁଦ୍ରାରେ…

ନୌସେନାରେ ସାମିଲ ହେବେ ୨୬ ରାଫେଲ, ଗୁରୁତ୍ୱପୂର୍ଣ୍ଣ ଡିଲକୁ ମଞ୍ଜୁରୀ

ନୂଆଦିଲ୍ଲୀ: ଭାରତୀୟ ନୌସେନାକୁ ନୂଆ ଜ୍ଞାନକୌଶଳରେ ନିର୍ମିତ ଲଢୁଆ ବିମାନ ରାଫେଲ କିଣିବାକୁ ହୋଇଥିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଯାଇଛି । ଏହି ଆଧାରରେ ନୌସେନାକୁ ୨୬ଟି ରାଫେଲ ମିଳିବ । ଡସାଲ୍ଟ ଏଭିଏସନର ଅଧ୍ୟକ୍ଷ ଓ ସିଇଓ ଏରିକ୍ ଟ୍ରେପିୟର କହିଛନ୍ତି…

କଟାମୁଣ୍ଡ ଯୋଡିଦେଲେ ଡାକ୍ତର, ଦୁର୍ଘଟଣାରେ କଟିଯାଇଥିଲା ନାବାଳକର ମୁଣ୍ଡ

ନୂଆଦିଲ୍ଲୀ: ବିଶ୍ୱର ଆଉ ଏକ ବିରଳ ଅପରେସନ୍, ଯାହାକୁ ସମ୍ଭବ କରି ଦେଖାଇଛନ୍ତି ଇସ୍ରାଏଲର ଏକ ଡାକ୍ତରୀ ଟିମ୍ । ଏକ କାର ଦୁର୍ଘଟଣାରେ ୧୨ ବର୍ଷର ପୁଅ ସୁଲେମାନ୍ ହସନର ମୁଣ୍ଡ ଶରୀରଠାରୁ କକଟି ସାମାନ୍ୟ ଲାଗିଥିଲା । ହେଲେ…

ଅଜଣା ଜନ୍ତୁ ଆକ୍ରମଣରେ ୪୦ ମେଣ୍ଡା ମୃତ

ଢେଙ୍କାନାଳ : ଢେଙ୍କାନାଳ ସଦର ବ୍ଳକ ଚାଉଳିଆ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଆରଦା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଏକ ଅଜଣା ଜନ୍ତୁ ଆକ୍ରମଣରେ ସାଧୁ ଚରଣ ରାଉତଙ୍କର ୪୨ଟି ମେଣ୍ଡାଙ୍କ ମୃତୁ ହୋଇଛି। ମେଣ୍ଢାମାନଙ୍କର ମୁଣ୍ଡ ଓ ବେକରେ କ୍ଷତ…

ଏକତରଫା ପ୍ରେମ ନିବେଦନ କଲେ ବିବାହିତ ଯୁବକ, ନିର୍ଧୁମ ଛେଚିଲେ ଲୋକେ

ବାଙ୍କୀ଼ : ଏକତରଫା ପ୍ରେମ ନିବେଦନ କରିବା ପଡିଲା ମହଙ୍ଗା । ଅଙ୍ଗନୱାଡି କର୍ମୀଙ୍କୁ ପ୍ରେମ ନିବେଦନ କରି କାନ ଧରି ଉଠ୍ ବସ୍ ହେଲେ ଜଣେ ବିବାହିତ ଯୁବକ । ଖାଲି ସେତିକି ନୁହେଁ ତାସହିତ ଗ୍ରାମବାସୀଙ୍କଠାରୁ ନିର୍ଧୁମ ଛେଚା…

ବହୁଚର୍ଚ୍ଚିତ ନବ ଦାସଙ୍କୁ ହତ୍ୟା ପଛରେ ଷଡ୍‌ଯନ୍ତ୍ର ନାହିଁ, କ୍ରାଇମବ୍ରାଞ୍ଚ ରିପୋର୍ଟ

ବହୁଚର୍ଚ୍ଚିତ ନବ ଦାସଙ୍କୁ ହତ୍ୟା ପଛରେ ଷଡ୍‌ଯନ୍ତ୍ର ନାହିଁ । ଜୀବନ ପ୍ରତି ବିପଦ ଥିବାରୁ ପୂର୍ବତନ ମନ୍ତ୍ରୀଙ୍କୁ ହତ୍ୟା କଲା ଗୋପାଳ ଦାସ । ସେ ହିଁ ହତ୍ୟାକାରୀ । ଗୋପାଳ ବ୍ୟତୀତ ହତ୍ୟାରେ ଆଉ କାହାର ସଂପୃକ୍ତି ନାହିଁ…

ଦିଲ୍ଲୀ ବନ୍ୟା ପ୍ରାକୃତିକ ନୁହେଁ, ବିଜେପି ପ୍ରାୟୋଜିତ ବିପର୍ଯ୍ୟୟ: ଆପ୍‌

ଯମୁନା ନଦୀର ଉଛୁଳା ଜଳରେ ଉବୁଟୁବୁ ଜାତୀୟ ରାଜଧାନୀ ଦିଲ୍ଲୀ । ସେଥିପାଇଁ କିଛିଦିନ ହେବ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଯମୁନା ନଦୀର ଜଳସ୍ତର ରେକର୍ଡ 208.66 ମିଟର ଛୁଇଁବା ପରେ ଜଳ ସ୍ତର ଧୀରେ ଧୀରେ ହ୍ରାସ…

ଟମାଟୋ ସଂସାର ଉଜାଡ଼ି ଥିଲା ପୁଣି ସଜାଡ଼ି ଦେଲା !

ସ୍ୱାମୀ ନପଚାରି ତରକାରିରେ ଦୁଇଟି ଟମାଟୋ ପକାଇ ଦେବାରୁ ଘର ଛାଡ଼ି ଚାଲି ଯାଇଥିଲେ ସ୍ତ୍ରୀ। କିଛିଦିନ ତଳେ ଏହି ଖବରକୁ ନେଇ ବେଶ୍ ଚର୍ଚ୍ଚା ହୋଇଥିଲା। ଟମାଟୋ ପାଇଁ ଯେଉଁ ସଂସାର ଭାଙ୍ଗି ଯାଇଥିଲା ଆଜି ସେହି ଟମାଟୋ ପୁଣି…

କୋଟିପତି କଲା ଟମାଟୋ, ଗୋଟିଏ ମାସରେ ଦେଢ଼ କୋଟି ଆୟ

ସାରା ଦେଶରେ ଟମାଟୋର ଚଢ଼ା ଦର ରହିଛି। କି ଗରିବ କି ଧନୀ, ଯେ କେହିବି ଟମାଟୋ ଦର ଶୁଣି ଛାନିଆ ହୋଇ ଯାଉଛନ୍ତି। କିନ୍ତୁ ଜଣେ ସାଧାରଣ ଚାଷୀଙ୍କୁ କୋଟିପତି ବନାଇଦେଇଛି ଏହି ଟମାଟୋ। ମହାରାଷ୍ଟ୍ରର ପୁନେ ଜିଲ୍ଲାର ତୁକାରାମ…