2023

ଶରଦ ପାୱାରଙ୍କ ଘରେ ଅଜିତ

ଜୁଲାଇ ୨ ତାରିଖରେ ଏନ୍‌ସିପି ପ୍ରତିଷ୍ଠାତା ଦାଦା ଶରଦ ପାୱାରଙ୍କ ବିରୋଧରେ ବିଦ୍ରୋହ ଘୋଷଣା କରି ଆଠ ଜଣ ଦଳୀୟ ବିଧାୟକଙ୍କ ସହ ମିଶି ମହାରାଷ୍ଟ୍ର ସରକାରରେ ସାମିଲ ହୋଇଥିଲେ ଅଜିତ ପାୱାର। ଆଉ ଏହି ଘଟଣାର ୧୨ ଦିନ ପରେ…

ବେକେ ପାଣିରେ ମହିଳା ଖବରଦାତାଙ୍କ ଖବର ସଂଗ୍ରହ

ବନ୍ୟା, ବାତ୍ୟା, ମରୁଡି ଭଳି ଅନେକ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଲୋକଙ୍କୁ ଟିକନିଖ୍ ଖବର ଯୋଗାଇଥାନ୍ତି ଖବରଦାତା। ଏହି ଖବରଦାତାଙ୍କ ପାଇଁ ଘରେ ବସି ଲୋକମାନେ ସଠିକ୍ ସୂଚନା ପାଇପାରନ୍ତି। ସେଥିପାଇଁ ଅନେକ ସମୟରେ ସେମାଙ୍କୁ ପ୍ରଶଂସା କରାଯାଏ। ବର୍ତ୍ତମାନର ଦିଲ୍ଲୀ…

ମୋଦି ସରନେମ୍‌ ମାମଲା: ହାଇକୋର୍ଟଙ୍କ ରାୟ ବିରୋଧରେ ସୁପ୍ରିମ କୋର୍ଟକୁ ଗଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ମୋଦି ସରନେମ ମାମଲାରେ ସୁପ୍ରିମକୋର୍ଟ ଗଲେ ରାହୁଲ ଗାନ୍ଧୀ । ହାଇକୋର୍ଟରୁ ଝଟକା ପାଇବା ପରେ ରାହୁଲ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ମୋଦି ସରନେମକୁ ନେଇ ତଳ କୋର୍ଟ ଦଣ୍ଡାଦେଶକୁ ହାଇକୋର୍ଟରେ ଚାଲେଞ୍ଜ କରିଛନ୍ତି ରାହୁଲ । ଦଣ୍ଡାଦେଶ…

ତାଇଓ୍ଵାନକୁ ୩ ଦିନ ଧରି ଘେରାବନ୍ଦୀ କଲା ଚୀନ

ଚୀନ୍‌ ପୁଣି ତାଇଓ୍ଵାନକୁ ନାଲି ଆଖି ଦେଖାଇବା ଆରମ୍ଭ କରିଛି । ତାଇଓ୍ଵାନ ଆକାଶରେ ଦେଖାଦେଇଛି ଯୁଦ୍ଧର କଳା ବାଦଲ । ଚାରିପାଖେ ଚୀନ କରୁଛି ସମରାଭ୍ୟାସ । ତାଇଓ୍ଵାନ ସୀମାରେ ୭୨ ଘଣ୍ଟାର ଯୁଦ୍ଧର ଆତଙ୍କ ରଚିଛି ଚୀନ ।…

ପ୍ରଚଣ୍ଡ ଘଡଘଡି ଓ ବିଜୁଳି ଶବ୍ଦରେ ଖସି ପଡିଲା ରାମେଶ୍ୱର ମନ୍ଦିରର ଦଧିନଉତି

ଭୁବନେଶ୍ୱର:ପ୍ରଚଣ୍ଡ ଘଡଘଡି ଓ ବିଜୁଳିରେ ଭାଙ୍ଗିଲା ମନ୍ଦିର । ଖସିପଡିଲା ଦଧିନଉତି । ଭୁବନେଶ୍ୱର ମାଉସୀମା’ ଛକ ନିକଟରେ ଥିବା ରାମେଶ୍ୱର ମନ୍ଦିରର ଦଧିନଉତି ଆଜି ଖସି ପଡିଛି । ୬୦ ଫୁଟ ଏହି ମନ୍ଦିରର ଦଧିନଉତି ଖସି ମନ୍ଦିର ପ୍ରାଙ୍ଗଣରେ…

ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ବ୍ରହ୍ମପୁର: ଭଞ୍ଜନଗର ସବ ଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତକ ବେଲଗୁଣ୍ଠାର ହୋଇଥିବା ବେଳେ ୫ ଦିନ ତଳେ ତାଙ୍କୁ ଏକ ଚୋରି ମାମଲାରେ ଗିରଫ କରିଥିଲା ପୋଲିସ । ମେଡିକାଲରେ ଡାକ୍ତର ମୃତ ଘୋଷଣା…

ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳରୁ ନିଲମ୍ବିତ କଲା କଂଗ୍ରେସ

ଭୁବନେଶ୍ୱର: କାରଣ ଦର୍ଶାଅ ନୋଟିସ୍ ପରେ ନିଲମ୍ବନ । କଂଗ୍ରେସରୁ ନିଲମ୍ବିତ ହେଲେ ବିଧାୟକ ମହମ୍ମଦ ମୋକିମ୍ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ଦଳ ବିରୋଧୀ କାର୍ଯ୍ୟ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ କ୍ରମେ ଏଆଇସିସି…

ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ରେଟ୍ ଚାର୍ଟ

ପୁରୀ: ଦୁର୍ମୂଲ୍ୟ ହେବନି ମହାପ୍ରସାଦ । ସୁଲଭ ମୂଲ୍ୟରେ ଆନନ୍ଦବଜାରରେ ଅବଢା ଖାଇବେ ଭକ୍ତ । ଶ୍ରୀମନ୍ଦିରରେ ଠକେଇର ଶିକାର ହେବନି ଶ୍ରଦ୍ଧାଳୁ । ଏଣିକି ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ଦରର ଚାର୍ଟ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ…

ଏଥର ରାଷ୍ଟ୍ରପତିଙ୍କ କଟକ ଗସ୍ତ ବେଳେ କଟିବନି ଲାଇନ; ପ୍ରତିଶ୍ରୁତି ଦେଲେ ଟାଟା ପାୱାର CEO

କଟକ: ଏଥର କଟିବନି ଲାଇନ। ଅନ୍ଧାର ଦେଖିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାରିପଦା ଅବ୍ୟବସ୍ଥାର ପୁନରାବୃତ୍ତି ଏଠାରେ ହେବନି । ରାଷ୍ଟ୍ରପତି ଙ୍କ ତିନି ଦିନିଆ ଓଡିଶା ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି । ଏ ନେଇ…

ଜୁଲାଇ ୧୩ ଚନ୍ଦ୍ରଭାନୁ ଶତପଥୀ ଦିବସ ଭାବେ ଘୋଷଣା

ଭୁବନେଶ୍ୱର: ବିଶ୍ୱବ୍ୟାପୀ ମାନବ ଜୀବନର କଲ୍ୟାଣ ସାଧନା ତଥା ତାଙ୍କର ପ୍ରସିଦ୍ଧ କାବ୍ୟକୃତି ଶ୍ରୀଗୁରୁ ଭାଗବତ ନିମନ୍ତେ ଗୁରୁଜୀ ଡଃ ଚନ୍ଦ୍ରଭାନୁ ଶତପଥୀଙ୍କୁ ଯୁକ୍ତରାଷ୍ଟ୍ର ଆମେରିକା ସରକାରଙ୍କ ପକ୍ଷରୁ ଏକ ବିରଳ ସମ୍ମାନରେ ସମ୍ମାନିତ କରାଯାଇଛି । ଏକକାଳୀନ ଆମେରିକାର ତିନୋଟି…