ଜାମିନ ପାଇଁ ସୁପ୍ରିମକୋର୍ଟ ଗଲେ ମନିଷ ସିସୋଦିଆ; ସିବିଆଇ, ଇଡିଙ୍କୁ ନୋଟିସ୍
ନୂଆଦିଲ୍ଲୀ : ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ମନିଷ ସିସୋଦିଆ ଜାମିନ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ମାମଲାର ଶୁଣାଣି କରି ଇଡି ଓ ସିବିଆଇଙ୍କୁ ନିଜ ପକ୍ଷ ରଖିବାକୁ ନୋଟିସ ଜାରି କରିଛନ୍ତି…
