2023

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ବାଘ, ଘଡିଆଳ ଦେଇ ଆଣିବେ ଗିବନ ଓ ଚିତାବିରାଡ଼ି

ଭୁବନେଶ୍ୱର: ନନ୍ଦନକାନନକୁ ଆସିବେ ନୂଆ ଅତିଥି । ଆସିବେ ଗିବନ ଓ ଚିତାବିରାଡି । ବାଘ ଓ ଘଡିଆଳ ବଦଳରେ ଆସିବେ ଏହି ଗିବନ ଓ ଚିତାବିରାଡି । ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ନନ୍ଦନକାନନ ପ୍ରାଣୀ ଉଦ୍ୟାମ ୨ଟି ହୁଲକ ଗିବନ…

ଶେଷ ହୋଇଗଲାଣି ୟୁକ୍ରେନର ଅସ୍ତ୍ରଶସ୍ତ୍ର, ପାକିସ୍ତାନରୁ ଅସ୍ତ୍ରଶସ୍ତ୍ର କିଣିବାକୁ ଯୋଜନା

ଇସ୍ଲାମାବାଦ : ଏକ ଜରୁରୀକାଳୀନ ପାକିସ୍ତାନ ଗସ୍ତରେ ଆସୁଛନ୍ତି ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଦିମିତ୍ରୀ କୁଲେବା । ଏହି ସମୟରେ ଅସ୍ତ୍ରଶସ୍ତ୍ର କ୍ରୟକୁ ନେଇ ଦୁଇଦେଶ ମଧ୍ୟରେ ବୁଝାମଣା ହୋଇପାରେ । ରୁଷ୍ ସହ ଯୁଦ୍ଧ ଲଢ଼ୁଥିବା ୟୁକ୍ରେନ୍ ସେନା ଆଜିକାଲି…

ସାଧାରଣ ନିର୍ବାଚନ ପାଇଁ ବିଜେପି-ବିଜେଡି ପ୍ରସ୍ତୁତି

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟିର ରାଜ୍ୟ ପ୍ରଭାରୀ ସୁନୀଲ ବଂଶଲ ଗୁରୁବାର ଦିନ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ସମେତ ପୂର୍ବ ଭାରତର ୧୨ଟି ରାଜ୍ୟ ପାଇଁ ପ୍ରସ୍ତୁତି ଏବଂ ରଣନୀତି ଉପରେ ଆଲୋଚନା କରିବା ପାଇଁ…

ବନ୍ଦ ରହିବ ମାର୍କେଟ୍ ବିଲ୍ଡିଂ, କମିସନର ଓ ମେୟରଙ୍କ ଘର ଦୁଆରେ ଧାରଣା ଦେବେ ସ୍ଥାୟୀ ଦୋକାନୀ

ଭୁବନେଶ୍ବର: ଉଗ୍ରରୂପ ନେଇଛି ସ୍ଥାୟୀ-ଅସ୍ଥାୟୀ ଦୋକାନୀ ବିବାଦ। ଜବରଦଖଲ କରି ବସିଥିବା ଉଠାଦୋକାନୀଙ୍କୁ ହଟାଇବାରେ ବିଏମ୍ସି ବିଫଳ ହୋଇଥିବାରୁ ସ୍ଥାୟୀ ବ୍ୟବସାୟୀଙ୍କୁ ନେଇ ଗଠିତ ସେଣ୍ଟ୍ରାଲ ମାର୍କେଟ୍ ଆସୋସିଏସନ ମାର୍କେଟ୍ ବିଲ୍ଡିଂ ବନ୍ଦ କରିଦେବାକୁ ଚେତାବନୀ ଦେଇଛି। ତିନିଦିନ ଭିତରେ ଏହି…

ଟମାଟୋ ଅଭାବ ଯୋଗୁଁ ବଢିଲା ଟମାଟୋ ପ୍ୟୁରି ଓ ସସ୍ ଚାହିଦା, କେତେକ ସହରରେ ଷ୍ଟକ୍ ନାହିଁ

ନୂଆଦିଲ୍ଲୀ: ବର୍ଷା ଯୋଗୁଁ ଉତ୍ପାଦନ ଓ ଯୋଗାଣ ଶୃଙ୍ଖଳା ପ୍ରଭାବିତ ହୋଇଥିବାରୁ ଟମାଟୋଦର ବୃଦ୍ଧି ଯୋଗୁଁ ଏଥିରୁ ଉତ୍ପାଦିତ ଦ୍ରବ୍ୟ (ଟମୋଟୋ ପ୍ୟୁରି, ସସ୍, ପେଷ୍ଟ ଇତ୍ୟାଦି) ଉପରେ ମଧ୍ୟ ପ୍ରଭାବ ପଡ଼ିଛି । ଏହା ଫଳରେ ଦେଶର କେତେକ ସହରରେ…

ମୁଖ୍ୟ ଶାସନ ସଚିବ ଓ ରେଳବାଇ ବୋର୍ଡ ଅଧ୍ୟକ୍ଷଙ୍କୁ ରିପୋର୍ଟ ତଲବ କଲେ ଜାତୀୟ ମାନବାଧିକାର କମିଶନ

ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ ନୋଟିସ ଜାରି କରିଛନ୍ତି। ଜାତୀୟ ମାନବାଧିକାର କମିଶନ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଓ ରେଳବାଇ ବୋର୍ଡ ଅଧ୍ୟକ୍ଷଙ୍କୁ ଆକ୍ସନ ଟେକେନ୍ ରିପୋର୍ଟ ତଲବ କରିଛନ୍ତି। ଉଭୟଙ୍କୁ…

୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ପ୍ରବଳ ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ନିମ୍ନ ଚାପ ରେଖା ଆଜି ରାଜସ୍ଥାନର ଜସେଲମେରରୁ ବାହାରି ଦିଲ୍ଲୀ, ଲକ୍ଷ୍ନୌ, ମୁଜ଼ାଫରପୁର ଏବଂ ପଶ୍ଚିମବଙ୍ଗର ବାଲୁରଘାଟରୁ ଉତ୍ତର-ପୂର୍ବ-ଦିଗରେ ଆସାମ ମଧ୍ୟଦେଇ ଅରୁଣାଚଳ-ପ୍ରଦେଶ ଯାଏଁ ଲମ୍ବିଛି। ଅନ୍ୟପକ୍ଷରେ ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ…

୨ ଦିନିଆ ଫ୍ରାନ୍‌ସ୍‌ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଫ୍ରାନ୍‌ସ୍‌ର ରାଷ୍ଟ୍ରପତି ଇମାନୁଏଲ୍‌ ମାକ୍ରୋନ୍‌ଙ୍କ ନିମନ୍ତ୍ରଣକ୍ରମେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ଦିନିଆ ଫ୍ରାନ୍‌ସ୍‌ ଗସ୍ତରେ ଯାଇଛନ୍ତି। ଜୁଲାଇ ୧୪ ତାରିଖ ଦିନ ସେ ବାର୍ଷିକ ‘ବାଷ୍ଟିଲ୍‌ ଡେ’ ପରେଡ୍‌’ରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ଏହି ପରେଡ୍‌ରେ…

ନବ ଦାସ ହତ୍ୟା ମାମଲା: ଝାରସୁଗୁଡ଼ା JMFC କୋର୍ଟରେ ହାଜର ହେଲା ଗୋପାଳ ଦାସ

ଝାରସୁଗୁଡ଼ା: କୋର୍ଟରେ ହାଜର ହେଲା ଗୋପାଳ । ଝାରସୁଗୁଡ଼ା JMFC କୋର୍ଟରେ ହାଜର ହେଲା ନବ ଦାସ ହତ୍ୟାକାଣ୍ଡର ଅଭିଯୁକ୍ତ ଗୋପାଳ ଦାସ । ଆଜି ତାକୁ ଜେଲରୁ ଅଣାଯାଇ ଝାରସୁଗୁଡ଼ା OMP ସ୍ଥିତ ଦ୍ୱିତୀୟ ବାଟାଲିୟନରେ ରଖାଯାଇଥିଲା । କଡା…

ଟମାଟୋ ପାଇଁ ସ୍ୱାମୀଙ୍କୁ ଛାଡ଼ି ପଳାଇଲେ ସ୍ତ୍ରୀ

ଶହଡ଼ୋଲ୍‌: ମହଙ୍ଗା ବଜାରରେ ସ୍ତ୍ରୀ’ଙ୍କୁ ନ ପଚାରି ୨ଟି ଟମାଟୋ ରାନ୍ଧି ଦେଇଥିବାରୁ ମଧ୍ୟପ୍ରଦେଶର ଶହଡ଼ୋଲ୍‌ ଜିଲ୍ଲାରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ସହିତ କଳହ କରି ଘରଛାଡ଼ି ଚାଲିଯାଇଥିବା ‘ଇଣ୍ଡିଆ ଟୁଡେ’ ରିପୋର୍ଟ କରିଛି। ରିପୋର୍ଟ ଅନୁସାରେ, ‘ଟିଫିନ୍‌ ସର୍ଭିସ୍‌’…