2023

ଦିଲ୍ଲୀରେ ଟମାଟୋ ୨୦୦ ଟଙ୍କା ଟପିଲା

ନୂଆଦିଲ୍ଲୀ: ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ଟମାଟୋ କିଲୋ ପ୍ରତି ଏବେ ୨୦୦ ଟଙ୍କା। କେବଳ ଦିଲ୍ଲୀ ନୁହେଁ ଦେଶର ଅନ୍ୟ କେତେକ ସ୍ଥାନରେ ମଧ୍ୟ ଟମାଟୋ କିଲୋପ୍ରତି ୧୦୦ରୁ ୨୦୦ ଟଙ୍କା ଦରରେ ବିକ୍ରି ହେଉଛି। ତେବେ, ଟମାଟୋର ଆକାଶ ଛୁଆଁ…

ମୋଦୀ ସାଙ୍ଗିଆ ମାମଲା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସୁପ୍ରିମକୋର୍ଟରେ ମାମଲା ରୁଜୁ କଲେ ଗୁଜରାଟ ବିଜେପି ବିଧାୟକ

ନୂଆଦିଲ୍ଲୀ: ମୋଦୀ ସାଙ୍ଗିଆ ମନ୍ତବ୍ୟ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ଉପରେ ରୋକ୍‌ ଲଗାଇବା ପାଇଁ କଂଗ୍ରେସ ନେତା ଯଦି ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ଆବେଦନ କରନ୍ତି ତେବେ ତାଙ୍କ ବିରୋଧରେ ମାନହାନି ମାମଲାର ଅଭିଯୋଗକାରୀ ବିଜେପି ବିଧାୟକ ପୂର୍ଣ୍ଣେଶ…

ଚିପ୍‌ ମେକିଂ ଉଦ୍ୟୋଗ ପ୍ରତିଷ୍ଠାରୁ ଫୋକ୍ସକନ୍‌ ଦୂରେଇ ଯିବା ପରେ ଅନ୍ୟ ସଂସ୍ଥାଙ୍କ ଧାଡ଼ି ଲାଗିଛି : ବେଦାନ୍ତ

ନୂଆଦିଲ୍ଲୀ : ଗୁଜୁରାଟରେ ସେମି କଣ୍ଡକ୍ଟର ଚିପ୍‌ ମେକିଂ ଉଦ୍ୟୋଗ ପ୍ରତିଷ୍ଠା ଚୁକ୍ତିରୁ ତାଇୱାନ୍‌ କମ୍ପାନୀ ଫୋକ୍ସକନ୍ ଦୂରେଇ ଯିବା ପରେ ବହୁ ସଂସ୍ଥା ସହଯୋଗୀ ହେବା ପାଇଁ ଲାଇନ୍‌ ଲଗାଇ ଥିବା କହିଛି ବିଦାନ୍ତ। ବେଦାନ୍ତ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ…

ସମଗ୍ର ଉତ୍ତର ଭାରତରେ ବର୍ଷା ପ୍ରଳୟ : ଗଲାଣି ୧୦୦ରୁ ଉର୍ଦ୍ଧ୍ବ ଜୀବନ, ଦିଲ୍ଲୀକୁ ବନ୍ୟାର ଭୟ

ନୂଆଦିଲ୍ଲୀ : ସମଗ୍ର ଉତ୍ତର ଭାରତରେ ବର୍ଷା ପ୍ରଳୟ ରଚିଥିବାବେଳେ ଏବେ ଦିଲ୍ଲୀକୁ ଦେଖାଦେଇଛି ବନ୍ୟା ଭୟ। ଦିଲ୍ଲୀରେ ଯମୁନା ନଦୀର ଜଳସ୍ତର ଧିରେ ଧିରେ ବଢିବାରେ ଲାଗିଛି। ବିପଦ ସଙ୍କେତ ପାର କରି ଗତ ୪୫ ବର୍ଷ ଭିତରେ ସର୍ବୋଚ୍ଚ…

କୁଆଖାଇ ନଦୀରେ ବୁଡ଼ି ୨ ସାଙ୍ଗ ମୃତ, ୨ ନିଖୋଜ

ଭୁବନେଶ୍ୱର ଉପକଣ୍ଠ କୁଆଖାଇ ନଦୀରେ ବୁଡ଼ି ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ନିଖୋଜ ହୋଇଯାଇଛନ୍ତି। ବାଲିଅନ୍ତା ଥାନା ଧବଳହାର ନିକଟରେ ଏହି ଅଘଟଣ ଘଟିଛି। ମୃତକ ହେଲେ ଜାମସେଦ୍‌ପୁରର ଆର୍ଯ୍ୟନ୍, କଟକର ଅବିନାଶ। ନିଖୋଜ ହେଲେ…

ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ମୌସୁମୀ ପ୍ରବାହ ସ୍ୱାଭାବିକ ସ୍ଥିତିରେ ରହିବା ସହ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ହାରାହାରି ୯.୯ ମିମି ବର୍ଷା ରେକର୍ଡ କରାଯାଇଛି। ଯାହାକି ସ୍ୱାଭାବିକ ବର୍ଷା…

୯୦ କୋଟି ଟିକସ ଫାଙ୍କିଛି ଡିଏନ୍‌ ଗ୍ରୁପ

ଭୁବନେଶ୍ୱର: ଅଡ଼ୁଆରେ ପଡ଼ିଲା ଡିଏନ୍‌ ଗ୍ରୁପ। ୨୧୦ କୋଟିର ଲୁଚାଛପା କ୍ୟାସ୍‌ ନେଇ ୯୦ କୋଟି ଟିକସ ଫାଙ୍କିଛି ଏହି କମ୍ପାନୀ। ଆୟକର ବିଭାଗକୁ ଏହି ସୂଚନା ମିଳିଛି। ୯୦ କୋଟି ଟିକସ ଫାଙ୍କି ଥିବା ନେଇ ଆୟକର ବିଭାଗକୁ ଏହି…

ଗୁଣାତ୍ମକ ଶିକ୍ଷାକୁ ମୁଖ୍ୟମନ୍ତ୍ରୀଙ୍କ ଫୋକସ; ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ସୃଷ୍ଟି ହେଲା ୯୦୨ ନୂତନ ପଦବୀ

ଭୁବନେଶ୍ୱର: ଭୁବନେଶ୍ୱର:ଗୁଣାତ୍ମକ ଶିକ୍ଷାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫୋକସ୍ । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ ନୂତନ ପଦବୀ ସୃଷ୍ଟି । ୬୪୨ ଶିକ୍ଷକ, ୨୬୦ ଅଣଶିକ୍ଷକ ପଦବୀ ସୃଷ୍ଟି ୧୦୬ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମିଳିବ ନିଯୁକ୍ତି…

ବାହାନଗା ଟ୍ରେନ ଦୁର୍ଘଟଣା: ପୁଣି ୪ ଦିନିଆ ରିମାଣ୍ଡରେ ଗଲେ ତିନି ଅଭିଯୁକ୍ତ

ବାଲେଶ୍ୱର:ବାହାନଗା ଟ୍ରେନ ଦୁର୍ଘଟଣାରେ ଗିରଫ ତିନି ଅଭିଯୁକ୍ତ ପୁଣି ୪ ଦିନିଆ ରିମାଣ୍ଡରେ ଗଲେ । ପ୍ରଥମ ରିମାଣ୍ଡ ସରିବା ପରେ ସେମାଙ୍କୁ କୋର୍ଟରେ କୋର୍ଟରେ ହାଜର କରାଯାଇଥିଲା । ହେଲେ ଅଧିକ ଜେରା ପାଇଁ ପୁଣି ୪ ଦିନିଆ ରିମାଣ୍ଡରେ…

ନବୀନ ପଟ୍ଟନାୟକଙ୍କ ସମ୍ପର୍କୀୟ ଭାଇଭଉଣୀଙ୍କୁ ଆନନ୍ଦ ଭବନରେ ଭେଟିଲେ କଂଗ୍ରେସ ବିଧାୟକ ମୋକିମ

କଟକ: କଟକ ଆନନ୍ଦ ଭବନରେ ଅସୁସ୍ଥ ଓ ଅସହାୟ ଅବସ୍ଥାରେ ଅଛନ୍ତି ନବୀନ ପଟ୍ଟନାୟକଙ୍କ ବଡ ବାପାଙ୍କ ପୁଅ ଝିଅ ଦିଲ୍ଲୀ ପଟ୍ଟନାୟକ ଓ ରେଖା। ରକ୍ଷଣାବେକ୍ଷଣ ଅଭାବରୁ ଏହି ଘର ଜରାଜୀର୍ଣ୍ଣ ହୋଇ ପଡିଥିବାବେଳେ ଆଗରେ ଘାସି ଉଠିଛି ।…