ଜାନୁଆରୀ ପହିଲାରୁ ଗାଡ଼ିରେ ଲାଗିବ VLTD

ଭୁବନେଶ୍ବର  : ୨୦୨୪ ଜାନୁଆରୀ ପହିଲାରୁ ପଞ୍ଜିକୃତ ହେବାକୁ ଥିବା ସମସ୍ତ ନୂଆ ଯାତ୍ରୀବାହୀ ଗାଡ଼ିରେ ଭେହିକିଲ୍‌‌ ଲୋକେସନ୍‌‌ ଟ୍ରାକିଂ ଡିଭାଇସ୍‌‌ (VLTD) ଲାଗିବ। ଏନେଇ ଆଜି ରାଜ୍ୟ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ଜାନୁଆରୀ…

ଓଡ଼ିଶା ଆଇପିଏସ ସ୍ତରରେ ଅଦଳବଦଳ: ବି ରାଧିକା ନିଯୁକ୍ତି ବୋର୍ଡର ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର: ଭାରତୀୟ ପୋଲିସ ସେବା (ଆଇପିଏସ) କ୍ୟାଡରର ଏକ ସାମାନ୍ୟ ପରିବର୍ତ୍ତନ ହୋଇଛି। ରାଜ୍ୟ ସରକାର ଶୁକ୍ରବାର ଦିନ ବି. ରାଧିକାଙ୍କୁ ପୋଲିସ ନିଯୁକ୍ତି ବୋର୍ଡର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ବର୍ତ୍ତମାନର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ସୁନୀଲ କୁମାର ବଂଶଲଙ୍କ…

ଟ୍ଵିନସିଟିରେ ଆରମ୍ଭ ହେଲା ବିକଶିତ ଭାରତ ସଂକଳ୍ପ ଯାତ୍ରା

ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଜି ଠାରୁ ଆରମ୍ଭ ହୋଇଛି ବିକଶିତ ଭାରତ ସଂକଳ୍ପ ଯାତ୍ରା । ପ୍ରଥମ ଦିନରେ ବଡ଼ଗଡ଼ ଠାରେ ସଂକଳ୍ପ ଯାତ୍ରା ସଚେତନତା ବାହନ ପହଞ୍ଚିଥିଲା । ଭୁବନେଶ୍ୱର ମହାନଗର ନିଗମ ଡେପୁଟି ମେୟର ମଞ୍ଜୁଲତା କହଁର…

ହତ୍ୟା ଧମକ ପରେ ବିରୋଧୀଙ୍କୁ ଚାଲେଞ୍ଜ ଦେଲେ ଅର୍ଚ୍ଚନା ନାଗ

ଭୁବନେଶ୍ୱର : ମୁଁ ମରିବି ପଛେ ଡରିବିନି । ମୁଁ ଧର୍ମକୁ ବିଶ୍ୱାସ କରେ । ମୁଁ ଧର୍ମରେ ରହିଛି । ମୋର ଅଧର୍ମ କେବେ କିଛି କ୍ଷତି କରିପାରିବ ନାହିଁ । ସତ୍ୟ ମୋର ଶକ୍ତି ଏବଂ ଶକ୍ତି ମୋର ଅସ୍ତ୍ର ।…

୪୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସାଲେପୁର ବ୍ଲକର ସହକାରୀ ଯନ୍ତ୍ରୀ ବିଭୂତିଭୂଷଣ ନାୟକ। ସେ ଜଣେ ଠିକାଦାରଙ୍କ ଠାରୁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ବିଲ୍ ପାସ୍ କରି ଦେବା ପାଇଁ ସେ…

ବିଜେଡି ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ: ଲଗାତାର ସଫଳତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରେୟ ଦେଲେ ନେତା

ଭୁବନେଶ୍ୱର: ରାଜ୍ୟ ବିଜୁ ଜନତା ଦଳର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆଜି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନଠାରେ ଅନୁଷ୍ଠିତ ହୋଇଯାଇଛି ।   ବିଜୁ ବାବୁଙ୍କର ଫଟୋଚିତ୍ରରେ ପ୍ରଥମେ ଶ୍ରଦ୍ଧା ସୁମନ ଅର୍ପଣ ଓ…

ମାଛ ଓ ମାଂସ ଦୋକାନରେ ସିଏମସିର ଚଢ଼ାଉ

କଟକର ରାସ୍ତାକଡ଼ରେ ଥିବା ମାଛ ଓ ମାଂସ ଦୋକାନରେ ସିଏମସି ପକ୍ଷରୁ ଚଢ଼ାଉ କରାଯାଇଛି। ବିଜୁପଟ୍ଟନାୟକ ଛକ ସହ ବିଭିନ୍ନ ଛକରେ ସିଏମସି ଏନଫୋର୍ସମେଣ୍ଟ ଟିମ୍ ଏହି ଚଢ଼ାଉ କରିଛି। ସିଏମସି ଡେପୁଟି କମିଶନରଙ୍କ ନେତୃତ୍ୱରେ ଏହି ଚଢ଼ାଉ କରଯାଇଛି। ଚଢ଼ାଉ…

ମାଡ୍ରାସ ହାଇକୋର୍ଟ ଆଇପିଏସ୍‌ ଅଧିକାରୀଙ୍କୁ ୧୫ ଦିନ ଜେଲ୍‌ ଦଣ୍ଡାଦେଶ ଶୁଣାଇଲେ

ଚେନ୍ନାଇ: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଦ୍ୱାରା ଆଗତ ଏକ ଅବମାନନା ମାମଲାର ଶୁଣାଣି କରି ମାଡ୍ରାସ ହାଇକୋର୍ଟ ଅବସରପ୍ରାପ୍ତ ଭାରତୀୟ ପୁଲିସ ସେବା (ଆଇପିଏସ୍‌) ଅଧିକାରୀ ଜି ସମ୍ପତ କୁମାରଙ୍କୁ ୧୫ ଦିନ ଜେଲ୍‌ ଦଣ୍ଡାଦେଶ…

ଧୀରେ ଧୀରେ ସୁସ୍ଥ ହେଉଛି ବୋରେଓ୍ଵଲ ଶିଶୁକନ୍ୟା

ସମ୍ବଲପୁର  : ରେଙ୍ଗାଲି ଲାରିପାଲି ଜଙ୍ଗଲର ପରିତ୍ୟକ୍ତ ବୋରୱେଲରୁ ଉଦ୍ଧାର ନବଜାତ ଶିଶୁକନ୍ୟାର ସ୍ୱାସ୍ଥ୍ୟ ଅବସ୍ଥା ସୁଧୁରିଛି l ହେଲେ ୩ ଦିନ ହେଲା ଅଭିଯୁକ୍ତ ପାଖରେ ପହଂଚି ପାରୁନି ପୋଲିସ l ଉଦ୍ଧାର ପରେ ପ୍ରଥମ ଥର ପାଇଁ ଶିଶୁ…

ମୁମ୍ବାଇ ଇଣ୍ଡିଆନ୍ସର ନୂଆ କ୍ୟାପ୍ଟେନ ହାର୍ଦ୍ଦିକ ପାଣ୍ଡ୍ୟା

ପୁରୁଣା ଫ୍ରାଞ୍ଚାଇଜକୁ ଫେରୁ ଫେରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମିଳିଲା ଗୁରୁ ଦାୟିତ୍ୱ। 2024 ଆଇପିଏଲ୍ ସିଜିନ୍ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କ୍ୟାପ୍ଟେନ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ମୁମ୍ବାଇ ଇଣ୍ଡିଆନ୍ସରେ ପାଣ୍ଡ୍ୟାଙ୍କ କାର୍ଯ୍ୟକାଳ ଆରମ୍ଭ ହେଉ ହେଉ ରୋହିତ ଶର୍ମାଙ୍କ ଦଶ ବର୍ଷର ଅଧିନାୟକତ୍ୱ…