2023

ଭାରସାମ୍ୟ ହରାଇ ଟ୍ରେନ୍ ଲାଇନକୁ ମାଡ଼ିଗଲା ବସ: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ସମ୍ବଲପୁର: ଭାରସାମ୍ୟ ହରାଇ ଟ୍ରେନ ଲାଇନକୁ ମାଡ଼ିଗଲା ବସ । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ଆଜି ଭୋର ସମୟରେ ସମ୍ବଲପୁର ଜିଲ୍ଲା ଲକ୍ଷ୍ମୀଡୁଙ୍ଗୁରୀ ନିକଟରେ ରେଲୱେ ଟ୍ରାକ ନିକଟକୁ ବସ ମାଡ଼ି ଯାଇଥିବା ସୂଚନା ମିଳିଛି । ଫଳରେ ଟ୍ରେନ…

୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ

ଭୁବନେଶ୍ୱର : ରାଜ୍ୟର ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଫଳରେ ରାଜ୍ୟରେ ବର୍ଷା ହେବାନେଇ ପୂର୍ବାନୁମାନ କରାଯାଇଛି । ଓଡ଼ିଶା ଓ ପଶ୍ଚିମବଂଗ ଉପକୂଳକୁ…

ବାଲେଶ୍ବର ଏସପି ଓ ଜିଲ୍ଲାପାଳଙ୍କୁ ସମନ କଲା ଏନଏଚଆରସି

ବାଲେଶ୍ୱର: ଚାନ୍ଦିପୁରସ୍ଥିତ ଡିଆରଡିଓର ନିଷିଦ୍ଧାଞ୍ଚଳରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟଣାରେ ଜାତୀୟ ମାନବାଧିକାର କମିସନ୍ (ଏନଏଚଆରସି) ବାଲେଶ୍ୱର ଜିଲ୍ଲାପାଳ ଓ ଏସପିଙ୍କୁ ସମନ୍ ଜାରି କରିଛନ୍ତି। ଘଟଣା ସମ୍ପର୍କରେ ଆବଶ୍ୟକ ରିପୋର୍ଟ ଦେବାରେ ବିଫଳ ହୋଇଥିବାରୁ ଏହି ଦୁଇ ଅଧିକାରୀଙ୍କୁ ସମନ୍…

ଶିକ୍ଷାରେ ତଳକୁ ଖସିଲା ଓଡ଼ିଶା

ଭୁବନେଶ୍ୱର: ରାଜ୍ୟରେ ସ୍କୁଲ୍‌ ଶିକ୍ଷାର ବିକଳ ଚିତ୍ର ଦେଖିବାକୁ ମିଳିଛି। କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ପର୍ଫର୍ମାନ୍ସ ଗ୍ରେଡିଂ ଇଣ୍ଡେକ୍ସରେ ଓଡିଶାର ପ୍ରଦର୍ଶନ ହ୍ରାସ ପାଇଛି। ୨୦୨୦-୨୧ ଶିକ୍ଷାବର୍ଷରେ ଓଡ଼ିଶା ୧୦ମ ସ୍ଥାନରେ ଥିବାବେଳେ ଏଥର…

ଷ୍ଟେସନ ନିକଟ ଟ୍ରାକରେ କଟି ଚାଲିଗଲା ଦୁଇ ଯୁବକଙ୍କ ଜୀବନ

ସୋର: ବା‌ଲେଶ୍ବର ଜିଲ୍ଲା ସୋର ରେଳ ଷ୍ଟେସନର ଅନତି ଦୂରରେ ଦୁଇଜଣ ଯୁବକ ପୃଥକ ଭାବେ ଟ୍ରେନରେ କଟି ମୃତ୍ୟୁବରଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ଯୁବକ ବାଲେଶ୍ୱର ଜିଲା ସୋର ବ୍ଲକ ସିଙ୍ଗାଖୁଣ୍ଟା ପଞ୍ଚାୟତ ନୂଆସହିର ହରେକୃଷ୍ଣ ପାଣ୍ଡବ (୨୨)।…

ରାଜଧାନୀରୁ ଆଉ ୧୨ଡେଙ୍ଗୁ ରୋଗୀ ଚିହ୍ନଟ; ୧୨୧ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଡେଙ୍ଗୁରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢି ଚାଲିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଏହି ସଂଖ୍ୟା ଶତକ ପାର କରିଛି । ଚଳିତ ବର୍ଷ ଜାନୁଆରୀ ରୁ ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ସହରରୁ ମୋଟ୍ ୧୨୧ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇଥିବା…

ଦିବ୍ୟାଙ୍ଗ ଝିଅକୁ ଦଳି ଦେଲା ଦନ୍ତା ହାତୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଏକ ଜଙ୍ଗଲରେ ଶୁକ୍ରବାର ଜଣେ ଶ୍ରବଣ ଶକ୍ତି ହରାଇଥିବା ନାବାଳିକାକୁ ହାତୀ ଦଳି ଚକଟି ଦେବାରୁ ଝିଅଟିର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସକାଳେ ତେଲକୋଇ ବ୍ଲକ୍ ଅନ୍ତର୍ଗତ ସିରିଆବାହାଲ…

୫ ଦିନିଆ ସିବିଆଇ ରିମାଣ୍ଡରେ ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତ

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତଙ୍କୁ ସିବିଆଇ ରିମାଣ୍ଡରେ ନେଇଛି । ୫ ଦିନ ପାଇଁ ସିବିଆଇ ରିମାଣ୍ଡ ଆବେଦନ କରିଥିଲା, ସ୍ୱତନ୍ତ୍ର ସିବିଆଇ କୋର୍ଟ ୫ ଦିନ ଲାଗି ରିମାଣ୍ଡରେ ନେବାକୁ ସିବିଆଇକୁ ଅନୁମତି ପ୍ରଦାନ କରିଛନ୍ତି…

ବାହାନଗା ଟ୍ରେନ ଟ୍ରାଜେଡି: ୩ ରେଳ କର୍ମଚାରୀଙ୍କୁ ଗିରଫ କଲା ସିବିଆଇ

ବାଲେଶ୍ୱର: ବାଲେଶ୍ବର ଜିଲ୍ଲା ‌ବାହାନଗା ଟ୍ରେନ୍‌ ଦୁର୍ଘଟଣା ମାମଲାରେ ତିନି ଜଣ ରେଳ କର୍ମଚାରୀଙ୍କୁ ଗିରଫ କଲା ସିବିଆଇ। ମିଳିଥିବା ସୂଚନା ମୁତାବକ ସିନିୟର ସେକ୍ସନ ଇଂଜିନିୟର ଅରୁଣ କୁମାର ମହନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମୀର ଖାନ ଓ ଟେକନିସିଆନ…

ବିକାଶକୁ ନେଇ ଶ୍ବେତପତ୍ର ଜାରି କରନ୍ତୁ ଓଡ଼ିଶା ସରକାର: ମନମୋହନ ସାମଲ

ଭୁବନେଶ୍ବର: ଓଡ଼ିଶାରେ ବିଜେପି ସରକାର ଗଢ଼ିବ। ଏଥିଲାଗି ସ୍ୱତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ବି ହୋଇଛି। ପୂର୍ବାଞ୍ଚଳ ରାଜ୍ୟମାନଙ୍କୁ ନେଇ ଗୌହାଟୀରେ ବସିଥିବା ବୈଠକରୁ ଫେରିବା ପରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଗୌହାଟୀ…