ଅଗଷ୍ଟ ୯ରେ ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ
ଭୁବନେଶ୍ବର : ଆସନ୍ତା ଅଗଷ୍ଟ ୯ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ହେବ। ଅଗଷ୍ଟ ୧୧ରେ ଭୋଟ୍ ଗଣତି କରି ଫଳାଫଳ ଘୋଷଣା ହେବ ବୋଲି ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚିତ ପ୍ରତିନିଧିଙ୍କ…
