ସୁବର୍ଣ୍ଣପୁରରେ ୫ଟି ସଚିବଙ୍କୁ ବିରୋଧ
ସୋନପୁର: ସୁବର୍ଣ୍ଣପୁର ଜିଲ୍ଲାରେ ଆଜି ୫ଟି ସଚିବଙ୍କ ଗସ୍ତକୁ ବିରୋଧ । ଏହି ଗସ୍ତକୁ ବିରୋଧ କରି ଧାରଣା ସହ ସଚିବଙ୍କ ଗାଡିକୁ ଅଣ୍ଡାମାଡ କଲେ ଲାେକେ । ୫ଟି ସଚିବଙ୍କର ସୁବର୍ଣ୍ଣପୁର ଜିଲ୍ଲା ଗସ୍ତକୁ ବିଜେପି ସହ ବିରୋଧ କରିଛି…
ସୋନପୁର: ସୁବର୍ଣ୍ଣପୁର ଜିଲ୍ଲାରେ ଆଜି ୫ଟି ସଚିବଙ୍କ ଗସ୍ତକୁ ବିରୋଧ । ଏହି ଗସ୍ତକୁ ବିରୋଧ କରି ଧାରଣା ସହ ସଚିବଙ୍କ ଗାଡିକୁ ଅଣ୍ଡାମାଡ କଲେ ଲାେକେ । ୫ଟି ସଚିବଙ୍କର ସୁବର୍ଣ୍ଣପୁର ଜିଲ୍ଲା ଗସ୍ତକୁ ବିଜେପି ସହ ବିରୋଧ କରିଛି…
ନୂଆଦିଲ୍ଲୀ : ନିଜର ତିନିଜଣ ବରିଷ୍ଠ ନେତାଙ୍କ ମୃତ୍ୟୁ ପରେ ଖଲିସ୍ତାନ ସମର୍ଥକ ସଂସ୍ଥାଗୁଡ଼ିକ ଏବେ ଗଭୀର ଚାପରେ ଅଛନ୍ତି । ଏସବୁ ନେତାଙ୍କ କେବଳ ହତ୍ୟା ବା ମୃତ୍ୟୁ ହୋଇନି ବରଂ ଭାରତୀୟ ଗୁଇନ୍ଦା ଏଜେନ୍ସିମାନେ ଯୋଜନା କରି ହତ୍ୟା…
ଭୁବନେଶ୍ୱର: ପୁଣି ଅଶାନ୍ତ ହେଲା ବିଜେବି କଲେଜ । ମୁହାଁମୁହିଁ ହେଲେ ଦୁଇ ଗୋଷ୍ଠୀ । ନିଜ ଗୋଷ୍ଠୀରେ ସାମିଲ କରିବାକୁ ବିଜୁ ଛାତ୍ର ଜନତା ଦଳର ଛାତ୍ରନେତା ମାଡ ମାରିଥିବା ଅଭିଯୋଗ ହୋଇଛି । ଏହି ମାମଲା ଥାନାରେ ପହଞ୍ଚିଛି…
ଭୁବନେଶ୍ୱର : ବର୍ଷକ ତଳର ରାଗ ସୁଝାଇଲେ ଦୁର୍ବୃତ୍ତ । ଚୋର ଧରାଇ ଦେବାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ଚନ୍ଦ୍ରଶେଖରପୁର ଥାନା ପୋଲିସ । ଏହାସହ ଆକ୍ରମଣର ସିସିଟିଭି ଫୁଟେଜ ସାମ୍ନାକୁ…
ଦିଗପହଣ୍ଡି; ଆଜି ଆଉ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦିଗପହଣ୍ଡି ବସ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। କଟକ ଏସ୍ସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଲଳିତା ପ୍ରଧାନଙ୍କର ମୃତ୍ୟୁ ଘଟିଛି। ଗତ ୨୫ ତାରିଖ ବିଳମ୍ୱିତ…
ଭୁବନେଶ୍ୱର: ଜଳସେଚନ ଅଫିସରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ । ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ ନେଇ ଅସନ୍ତୋଷ ପ୍ରକାଶ କରି କଂଗ୍ରେସ କର୍ମୀ ଜଳସେଚନ ଅଫିସରେ ହୋହଲ୍ଲା କରିଛନ୍ତି । ୪୦୦ ମିଟର ରାସ୍ତା ନିର୍ମାଣ ପାଇଁ ଅନେକ ବର୍ଷ ଲାଗିଥିବା…
ଭୁବନେଶ୍ୱର: ଜଣେ ନବମ ଶ୍ରେଣୀ ଛାତ୍ରୀ ଛାତ ଉପରୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ଛାତ୍ରୀଙ୍କ ଆତ୍ମହତ୍ୟା କାରଣକୁ ନେଇ ଏବେ ସବୁଠି ଚର୍ଚ୍ଚା। କାରଣ ଛାତ୍ରୀ ଜଣକ ଅନ୍ୟ କୌଣସି କାରଣ ପାଇଁ ନୁହେଁ ବରଂ ନିଜର ପଠପଢ଼ାକୁ ନେଇ…
ଭୁବନେଶ୍ୱର : ଦଳୀୟ କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର। ପର୍ଯ୍ୟବେକ୍ଷକଙ୍କୁ ନେଇ ବୈଠକରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ତୃଣମୂଳ ସ୍ତରରେ ସାଙ୍ଗଠନିକ ସ୍ଥିତି ନେଇ ହୋଇଛି ଆଲୋଚନା । ଦଳୀୟ କର୍ମୀମାନଙ୍କୁ ଦିଆଯାଇଥିବା ଦାୟିତ୍ୱର ସମୀକ୍ଷା କରିଛନ୍ତି ସୁପ୍ରିମୋ । ନବୀନ ନିବାସରେ…
ଖୋର୍ଦ୍ଧା: ଆତ୍ମହତ୍ୟା ନା ହତ୍ୟା? ରହସ୍ୟ ଘେରରେ ଯୁବତୀଙ୍କ ମୃତ୍ୟୁ। ଏବେବି ଗେଷ୍ଟ ହାଉସରେ ଝୁଲୁଛି ଯୁବତୀଙ୍କ ମୃତଦେହ । ଖୋର୍ଦ୍ଧା ଜିଲ୍ଲା ଜଟଣୀ ସୀତରାମ ଛକ ସ୍ଥିତ ଏକ ଗେଷ୍ଟ ହାଉସରେ ଏହି ଅଘଟଣ ଘଟିଛି। ସୂଚନା ଅନୁସାରେ, ଯୁବତୀ…
ବ୍ରହ୍ମପୁର: ଗଞ୍ଜାମର ସବୁ କୋର୍ଟ ହେଲା ପେପରଲେସ୍ । ରାଜ୍ୟରେ ପ୍ରଥମ ଜିଲ୍ଲା ଭାବରେ ଗଞ୍ଜାମର ସବୁ କୋର୍ଟ ପେପରଲେସ୍ ହୋଇଛି । ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪ଟି କୋର୍ଟ ପେପରଲେସ୍ ହେଲାଣି । ଗତକାଲି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି…