କୁଜଙ୍ଗ ଡବଲ ମର୍ଡର ଘଟଣା: କ୍ରାଇମ୍ ସିନ୍ ରିକ୍ରିଏସନ୍ କଲା ପୋଲିସ
ପାରାଦୀପ : ଜଗତସିଂପୁର କୁଜଙ୍ଗ ଏକ୍ସପ୍ରେସ କଲୋନୀ ଡବଲ ମର୍ଡର ସିନ୍ ରିକ୍ରିଏସନ୍ କଲା ପୋଲିସ । ଘଟଣାର ୧୪ ଦିନ ପରେ କୁଜଙ୍ଗ ପୋଲିସ ଅଭିଯୁକ୍ତ ଚିଣ୍ଟୁ ୨୪ ଘଣ୍ଟା ରିମାଣ୍ଡରେ ଆଣି ସିନ୍ ରିକ୍ରିଏସନ୍ କରିଛି । ଖବର…
ପାରାଦୀପ : ଜଗତସିଂପୁର କୁଜଙ୍ଗ ଏକ୍ସପ୍ରେସ କଲୋନୀ ଡବଲ ମର୍ଡର ସିନ୍ ରିକ୍ରିଏସନ୍ କଲା ପୋଲିସ । ଘଟଣାର ୧୪ ଦିନ ପରେ କୁଜଙ୍ଗ ପୋଲିସ ଅଭିଯୁକ୍ତ ଚିଣ୍ଟୁ ୨୪ ଘଣ୍ଟା ରିମାଣ୍ଡରେ ଆଣି ସିନ୍ ରିକ୍ରିଏସନ୍ କରିଛି । ଖବର…
ଭୁବନେଶ୍ୱର: ରତ୍ନଭଣ୍ଡାର ଖୋଲିବା ନେଇ ରାଜନୀତି ଜୋର ଧରିଛି । ରତ୍ନଭଣ୍ଡାକ କାହିଁକି ଖୋଲାଯାଉନି ବୋଲି ବିରୋଧୀ ପ୍ରଶ୍ନ ଉଠାଉଥିବା ବେଳେ ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରେସମିଟ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବରିଷ୍ଠ ନେତା ବିଜୟ ମହାପାତ୍ର ।…
ପୁରୀ ଜିଲ୍ଲା କଣାସ ବ୍ଲକର ଅଁଳାଯୋଡ଼ି ଗାଁରେ ଘଟିଛି ଅଭାବନୀୟ ଘଟଣା। ଏଠାରେ ବୃଦ୍ଧ ଦମ୍ପତି ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ଋଣ ପରିଶୋଧ ପାଇଁ ମାନସିକ ଚାପ ପଡ଼ିବାରୁ ଘରେ ଦୁହେଁ ଆତ୍ମହତ୍ୟା କରିଥିବା କୁହାଯାଉଛି। ମୃତ ଦମ୍ପତି…
କଟକ: ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ଏବେ ଖୋଲିଲା ବାଟ। ବହୁ ବାଦ ବିବାଦ ପରେ ଆସିଲା ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଅଧ୍ୟାଦେଶ । ଆଇନ ବିଭାଗ ପକ୍ଷରୁ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି । ସବୁ ନୂଆ ଓ…
ପୁରୀ: ରଥ ଉପରେ ସୁନାବେଶ ଓ ଅଧରପଣା ନୀତି ସାରି ଶନିବାର ରାତିରେ ଚତୁର୍ଦ୍ଧାମୂର୍ତ୍ତି ନୀଳାଦ୍ରି ବିଜେ କରିବା ସହ ରତ୍ନବେଦିରେ ଅଧିଷ୍ଠିତ ହୋଇଛନ୍ତି। ବିଜେ କାହାଳୀ, ଘଣ୍ଟଘଣ୍ଟାର ତାଳେ ତାଳେ ଗୋଟି ପହଣ୍ଡିରେ ଶ୍ରୀବିଗ୍ରହମାନେ ନୀଳକନ୍ଦରକୁ ବିଜେ କରିଛନ୍ତି। ହରିବୋଲ,…
ହରାରେ : ବିଶ୍ବକପ୍ କ୍ରିକେଟ ଆରମ୍ଭ ହେବା ପୂର୍ବରୁ ହିଁ ସବୁଠାରୁ ବଡ଼ ଓଲଟପାଲଟ ହୋଇଛି । ଦୁଇ ଥରର ଚାମ୍ପିଅନ ଓ୍ବେଷ୍ଟଇଣ୍ଡିଜ୍ ଏଥର ବିଶ୍ବକପ୍ ପାଇଁ ଯୋଗ୍ୟତା ଅର୍ଜନ କରିପାରିନାହିଁ । ଦିନେ ବିଶ୍ବ କ୍ରିକେଟର ସବୁଠାରୁ ଦୁର୍ଦ୍ଧର୍ଷ ଟିମ…
ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ ୨୦୦୨ ଗୁଜରାଟ ଦଙ୍ଗା ଘଟଣାରେ କିଛି ଲୋକଙ୍କୁ ଫସାଇବା ପାଇଁ ଚେଷ୍ଟା କରିଥିବା ଅଭିଯୋଗରେ ସାମାଜିକ କର୍ମୀ ତିସ୍ତା ସିତଲବାଦଙ୍କୁ ଶକ୍ତ ଝଟକା ଲାଗିଛି। ଗୁଜରାଟ ହାଇକୋର୍ଟ ଆଜି ତାଙ୍କର ନିୟମିତ ଜାମିନ ଆବେଦନକୁ ଖାରଜ…
ଭୁବନେଶ୍ବର: କର୍ପୋରେଟର୍ ଶ୍ରୀଧର ଜେନାଙ୍କ ଭାଇ ଶିଖର ଓ ପୁତୁରା ରିଙ୍କୁଙ୍କୁ ହୋଇଥିବା ଗୁଳିମାଡ଼ ଘଟଣାର ମୁଖ୍ୟ ଅଭିଯୁକ୍ତ ପ୍ରଭାତ ମାର୍ଥାଙ୍କୁ ପୁଲିସ ଗିରଫ କରିଥିବା ଜଣାଯାଇଛି। ଘଟଣା ପରଠାରୁ ସେ ଫେରାର ଥିଲେ। ଖାଲି ସେତିକି ନୁହେଁ ପ୍ରଭାତ ମାର୍ଥାଙ୍କର…
ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ବିଜେଡି ନେତାଙ୍କୁ ଗାଡ଼ି ଚଢ଼ାଇ ହତ୍ୟାର ଅଭିଯୁକ୍ତ ଗିରଫ । ବିଜେଡି ନେତା ଲଳିତ ମୋହନ ମହାପାତ୍ରଙ୍କ ହତ୍ୟାର ଅଭିଯୁକ୍ତ ରାମକୃଷ୍ଣ ମିଶ୍ରକୁ ଗିରଫ କରିଛି କେ. ନୂଆଗାଁ ଥାନା ପୋଲିସ ।…
ନୂଆଦିଲ୍ଲୀ : ଅର୍ଥ ମନ୍ତ୍ରଣାଳୟ ମନ୍ତ୍ରାଳୟ ପକ୍ଷରୁ ଇଲେକ୍ଟ୍ରୋନିକ ସାମଗ୍ରୀ ଉପରେ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ହ୍ରାସ କରାଯାଇଛି। ଫ୍ୟାନ୍, କୁଲର, ଗିଜର ଇତ୍ୟାଦି ଉପରେ ଜିଏସଟି ୩୧.୩ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କରାଯାଇଛି। ଘରୋଇ ଉପକରଣରେ…