ଅଜଣା ଗାଡି ଧକ୍କାରେ ୨ ମୃତ
ପାରାଦୀପ: ପାରାଦୀପ-ଚଣ୍ଡିଖୋଲ ୫୩ ନଂ ଜାତୀୟ ରାଜପଥର ମାର୍ଶାଘାଇ ଥାନା ନନ୍ପୁର ଛକରେ ଦୁର୍ଘଟଣା । ଏକ ଅଜଣା ଗାଡି ଧକ୍କାରେ ୨ ଜଣଙ୍କ ମୃତ୍ୟୁ । ମୃତକ ହେଲେ ଜୟଚନ୍ଦ୍ରପୁରର ରଜନୀକାନ୍ତ ନାଉରି ଓ ଭଣଜା ଜିତୁ ସ୍ୱାଇଁ ।…
ପାରାଦୀପ: ପାରାଦୀପ-ଚଣ୍ଡିଖୋଲ ୫୩ ନଂ ଜାତୀୟ ରାଜପଥର ମାର୍ଶାଘାଇ ଥାନା ନନ୍ପୁର ଛକରେ ଦୁର୍ଘଟଣା । ଏକ ଅଜଣା ଗାଡି ଧକ୍କାରେ ୨ ଜଣଙ୍କ ମୃତ୍ୟୁ । ମୃତକ ହେଲେ ଜୟଚନ୍ଦ୍ରପୁରର ରଜନୀକାନ୍ତ ନାଉରି ଓ ଭଣଜା ଜିତୁ ସ୍ୱାଇଁ ।…
ଭୁବନେଶ୍ୱର: କଟକ ଏସସିବି ମେଡିକାଲର ଏକ ଡାକ୍ତରୀ ଦଳ ବାଲେଶ୍ୱର ଜିଲ୍ଲାର ଜଣେ ୨୨ ବର୍ଷୀୟ ଯୁବକଙ୍କ କଟା ହାତକୁ ସଫଳତାର ସହ ଯୋଡ଼ିଛନ୍ତି। ଦୀର୍ଘ ୮ ଘଣ୍ଟା ଧରି ଚାଲିଥିବା ଏହି ଅସ୍ତ୍ରୋପଚାରରେ ପ୍ଲାଷ୍ଟିକ ସର୍ଜରୀ, ଅର୍ଥୋପେଡିକ, ନିଶ୍ଚେତକ ବା…
ରାୟଗଡ଼ା: ରାୟଗଡ଼ାରେ ପୁଣି ମାଓବାଦୀଙ୍କ ଲାଲ ତାଣ୍ଡବ। ମାଓବାଦୀମାନେ କ୍ରସରରେ ଥିବା ୨ଟି ପ୍ରୋକଲିନ ମେସିନ, ୫ଟି ହାଇୱା ଏବଂ ୨ଟି ଲୋଡର ସମେତ ୯ ଗାଡ଼ି ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଲୋକେ…
ଆଜି ଶ୍ରୀଜିଉଙ୍କ ରଥଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ। ନବଦିନାତ୍ମକ ଲୀଳାଖେଳା ସାରି ରତ୍ନ ସିଂହାସନକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ହେଲେ ପତ୍ନୀ ମହାଲକ୍ଷ୍ମୀ କିନ୍ତୁ ଅଭିମାନ କରିଥିବାରୁ ମହାପ୍ରଭୁଙ୍କୁ ଶ୍ରୀମନ୍ଦିର ଭିତରକୁ ଛାଡ଼ିବେନିା ଏହି ସମୟରେ ସିଂହଦ୍ୱାର ଠାରେ ସ୍ୱତନ୍ତ୍ର ନୀତି…
ଲକ୍ଷ୍ନୌ : ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ତଥା ରାଜନେତା ଅତିକ୍ ଅହମଦ ଦଖଲରେ ରଖିଥିବା ଜମିରେ ବୁଲଜର ଚଲାଇ ଏହାକୁ ଅକ୍ତିଆରକୁ ନେଇଥିବା ଉତ୍ତରପ୍ରଦେଶ ଯୋଗୀ ଆଦିତ୍ୟନାଥ ସରକାର ଏଠାରେ ପ୍ରଧାନମନ୍ତ୍ରୀ ଆବାସ ଘର ତିଆରି କରି ୭୬ ଜଣ ଗରିବ ଲୋକଙ୍କୁ…
ନୂଆଦିଲ୍ଲୀ :ଯଦି ଆପଣ କୋକା କୋଲା ପିଉଉଛନ୍ତି, ତା’ହେଲେ ସାବଧାନ ହୋଇଯାଆନ୍ତୁ। କାରଣ ଏହାକୁ ପିଇବା ଦ୍ୱାରା କ୍ୟାନସର ଭଳି ମାରାତ୍ମକ ରୋଗ ହୋଇପାରେ। ଡାଏଟ କୋକୋ ଠାରୁ ଆରମ୍ଭ କରି ବିଭିନ୍ନ ଖାଦ୍ୟ ପଦାର୍ଥରେ ବ୍ୟବହାର ହେଉଥିବା କୃତ୍ରିମ ମିଠା…
ପୁରୀ: ଶ୍ରୀଜିଉଙ୍କୁ ଲାଗି ହେଲା ଅଧର ପଣା । ତିନି ରଥ ଉପରେ ଭଙ୍ଗାଗଲା ଅଧର ହାଣ୍ଡି । ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ପଣାକୁ ଶ୍ରୀବିଗ୍ରହଙ୍କ ଅଧର ପର୍ଯ୍ୟନ୍ତ ନିର୍ମିତ ତିନିଟି ଲେଖାଏଁ ତୁମ୍ଭାକାର ହାଣ୍ଡିରେ ପ୍ରସ୍ତୁତ କରାଯାଇଥିଲା । ସିଂହଦ୍ୱାର…
ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ପ୍ରଶାସନିକ ସେବା ଉପରେ ନିୟନ୍ତ୍ରଣ ରଖିବା ପାଇଁ କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶ ବିରୋଧରେ ଆଜି ଦିଲ୍ଲୀ ସିଏମ୍ ଅରବିନ୍ଦ କେଜ୍ରିୱାଲଙ୍କ ଆପ୍ ଦଳ ସୁପ୍ରିମ୍କୋର୍ଟ ଯାଇଛି। ସରକାରଙ୍କ ଅଧ୍ୟାଦେଶ ବେଆଇନ ବୋଲି ସୁପ୍ରିମ୍କୋର୍ଟରେ ଆପ୍(ଆମ ଆଦମୀ…
ଗାନ୍ଧୀନଗର : ଗୁଜୁରାଟରେ ବର୍ଷା ଆଣିଲା ବିତ୍ପାତ, ୨ ଦିନ ଭିତରେ ୯ ଜୀବନ ନେଲେଣି। ସୂଚନା ମୁତାବକ ଗତ ୩୦ ଘଣ୍ଟା ଭିତରେ ଏଠାରେ ପ୍ରାୟ ୨୦୦ ମିଲିମିଟର ବର୍ଷା ହୋଇଛି। ମୂଷଳ ଧାରା ବର୍ଷା ଯୋଗୁ ବହୁ ଅଞ୍ଚଳ…
ନୂଆଦିଲ୍ଲୀ : କ୍ଷୁଦ୍ର ସଞ୍ଚୟ ଯୋଜନା ଗୁଡ଼ିକରେ ନିବେଶ କରୁଥିବା ନାଗରିକଙ୍କୁ ସରକାର ଖୁସି ଖବର ଆଣିଦେଇଛନ୍ତି । ଚଳିତ ଆର୍ଥିକ ବର୍ଷର ଦ୍ବିତୀୟ ତ୍ରୟମାସ ପାଇଁ ସରକାର କେତେକ ସ୍ବଳ୍ପ ସଂଚୟ ଯୋଜନା ଉପରେ ସୁଧ ହାର ୦.୩ ପ୍ରତିଶତ…