2023

୧୩ଟି ନୂଆ ରୁଟରେ ଆରମ୍ଭ ହେବ ‘ମୋ ବସ’ ସେବା

ଭୁବନେଶ୍ଵର: ଜୁଲାଇ ୧ ରୁ ୧୩ଟି ନୂଆ ରୁଟରେ ଆରମ୍ଭ ହେବ ‘ମୋ ବସ’ ସେବା। ଏନେଇ ବିଜ୍ଞପ୍ତି ଜାରି କରିଛି କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (CRUT)। କ୍ରୁଟ ‘ମୋ ବସ’ ସହରାଞ୍ଚଳରେ ଜନସାଧାରଣଙ୍କୁ ପରିବହନ ସେବା ଯୋଗାଇ ଦେବା…

ମଣିପୁର ମୁଖ୍ୟମନ୍ତ୍ରୀ ଏନ ବୀରେନ ସିଂହଙ୍କ ଇସ୍ତଫାପତ୍ର ଫାଡ଼ିଦେଲେ ମହିଳାମାନେ

ଇମ୍ଫାଲ : ମଣିପୁରର ମୁଖ୍ୟମନ୍ତ୍ରୀ ଏନ ବୀରେନ ସିଂହଙ୍କ ଇସ୍ତଫା ନେଇ ଆସିଲା ନାଟକିୟ ମୋଡ଼। ତାଙ୍କ ଇସ୍ତଫା ପତ୍ର ଫାଡ଼ିଦେଲେ ମହିଳାମାନେ। ସେ ଆଜି ରାଜ୍ୟପାଳ ଅନୁସୂୟା ଉକିଙ୍କୁ ରାଜଭବନରେ ଭେଟି ନିଜର ଇସ୍ତଫାପତ୍ର ହସ୍ତାନ୍ତର କରିବାକୁ ଯିବାର ଥିଲା।…

ସରକାର ଡରୁଛନ୍ତି କାହିଁକି: ଶରତ ପଟ୍ଟନାୟକ

ଭୁବନେଶ୍ୱର: ରତ୍ନଭଣ୍ଡାର ଖୋଲିବାକୁ ସରକାର ଡରୁଛନ୍ତି ବୋଲି ପ୍ରଶ୍ନ କଲେ ଶରତ । ରତ୍ନଭଣ୍ଡାର ପ୍ରସଙ୍ଗରେ ପିସିସି ଶରତ ପଟ୍ଟନାୟକ ଗଣମାଧ୍ୟମ ଆଗରେ ନିଜର ମନ୍ତବ୍ୟ ରଖିଛନ୍ତି । ଖୋଲିବାକୁ ଗଜପତି ମହାରାଜା, ଶଙ୍କରାଚାର୍ଯ୍ୟ ଓ ସେବାୟତ ଚାହୁଁଛନ୍ତି । ଯଦି…

କଲମା ବ୍ୟାରେଜର ସମସ୍ତ ଗେଟ ଖୋଲିଲା ଛତିଶଗଡ଼

ସମ୍ବଲପୁର: ଉପର ମୁଣ୍ଡ଼ରେ ପ୍ରବଳ ବର୍ଷା କାରଣରୁ କଲମା ବ୍ୟାରେଜର ସମସ୍ତ ୬୬ଟି ଗେଟ ଖୋଲିଲା ଛତିଶଗଡ଼ । ସକାଳ ୯ଟା ସୁଦ୍ଧା କଲମା ବ୍ୟାରେଜ ଦେଇ ହିରାକୁଦକୁ ୭୨ହଜାର କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ମହାନଦିକୁ…

ଡିୟୁ ଖାଲି ବିଶ୍ବବିଦ୍ୟାଳୟ ନୁହେଁ, ଏକ ଆନ୍ଦୋଳନ ମଧ୍ୟ: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଦିଲ୍ଲୀ ବିଶ୍ବବିଦ୍ୟାଳୟ (ଡିୟୁ) କେବଳ ବିଶ୍ବବିଦ୍ୟାଳୟ ନୁହେଁ, ଗୋଟାଏ ଆନ୍ଦୋଳନ ବୋଲି ଆଜି ଏହାର ଶତବାର୍ଷିକୀ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ବିଶ୍ବବିଦ୍ୟାଳୟର ନର୍ଥ ବ୍ଲକ୍‌ରେ ତିନୋଟି ଅଟ୍ଟାଳିକା ନିର୍ମାଣ…

ବିଜେଡି ନେତାଙ୍କର ସାମାନ୍ୟତମ ସ୍ୱାଭିମାନ ଥିଲେ, ୫ଟି ସଚିବଙ୍କ ଗସ୍ତକୁ ସମର୍ଥନ କରନ୍ତେ ନାହିଁ

ଭୁବନେଶ୍ଵର: ୫ଟି ସଚିବ ଭି କେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତକୁ ନେଇ ପୁଣି ବିଜେଡି ଉପରେ ବର୍ଷିଛି ବିଜେପି। ଆଜି ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ଯେତେବେଳେ ସରକାର ମୁଣ୍ଡବିହୀନ ହୋଇଯାଏ, ସେତେବେଳେ ଏହିଭଳି ବିଲକ୍ଷଣ ଦେଖିବାକୁ ମିଳିଥାଏ।…

5T ସଚିବ ଭି. କେ ପାଣ୍ଡିଆନଙ୍କ ଜଗତସିଂହପୁର ଗସ୍ତର ଦ୍ଵିତୀୟ ଦିନ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ଗସ୍ତରେ 5T ସଚିବ ଭି. କେ ପାଣ୍ଡିଆନ । 5T ସଚିବ ଭି. କେ ପାଣ୍ଡିଆନଙ୍କ ଗସ୍ତର ଆଜି ୨ୟ ଦିନ । ୨ୟ ଦିନରେ ଜଗତସିଂହପୁର ସଦର ମହକୁମାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ…

ବାହାନଗା ରେଳ ଦୁର୍ଘଟଣା; ଆସିଲା ୨୯ ମୃତଦେହର ଡିଏନ୍‌ଏ ରିପୋର୍ଟ

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣାକୁ ୨୮ ଦିନ ପୂରିଥିବା ବେଳେ ଆଜି ୨୯ ମୃତଦେହଙ୍କର DNA ରିପୋର୍ଟ ଆସିଛି। ଏହି ରିପୋର୍ଟ ଆଧାରରେ ଆଜି ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି। ସେପଟେ ଘଟଣାକୁ ପାଖାପାଖି…

ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା, ଦର୍ଶନରୁ ବଞ୍ଚିତ ଭକ୍ତ

ଆଠଗଡ଼ : ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା। ଧବଳେଶ୍ୱରକୁ ସଂଯୋଗ କରୁଥିବା ଅସ୍ଥାୟୀ ରାସ୍ତା ଭାସିଯାଇଛି। ମହାନଦୀରେ ଅଧିକ ବର୍ଷା ପାଣି ଆସିବାରୁ ଅସ୍ଥାୟୀ ରାସ୍ତାଟି ଧୋଇଯାଇଛି। ଫଳରେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଶ୍ରଦ୍ଧାଳୁ। ମଞ୍ଚେଶ୍ୱର ନଦୀ ଘାଟରୁ…

ଖୁବ୍ ଶୀଘ୍ର କାର୍ଯ୍ୟାନୁଷ୍ଠାନ ହେବା ଉଚିତ୍‌: ଜୁଏଲ ଓରାମ

ଭୁବନେଶ୍ୱର: ୫ଟି ସଚିବଙ୍କ ବିଭିନ୍ନ ଜିଲ୍ଲା ଗସ୍ତକୁ ସାଂସଦ ଜୁଏଲ ଓରାମଙ୍କ ବିରୋଧ । ଅପରାଜିତା ଷଢଙ୍ଗୀ ଉଠାଇଥିବା ପ୍ରସଙ୍ଗକୁ ଠିକ୍ କହିଲେ ଜୁଏଲ୍ । ଆଇଏଏସ୍ ଅଡଫିସର କିଭଳି ଭାବେ ସିଧାସଳଖ ରାଜନୀତି କରୁଛନ୍ତି ପଶ୍ନ କରିଛନ୍ତି ସାଂସଦ। ଏଥିପାଇଁ…