2023

ଓଡ଼ିଶା କ୍ୟାଡର ଆଇଏଏସ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲା କେନ୍ଦ୍ର ; ଅଭିଯୋଗ ଆଣିଥିଲେ ବିଜେପି ସାଂସଦ ଓ ନେତା

ଭୁବନେଶ୍ୱର: ଓଡ଼ିଶାର ନିର୍ଦ୍ଦିଷ୍ଟ ସଚିବ ସ୍ତରର ସରକାରୀ କର୍ମଚାରୀଙ୍କୁ ନେଇ ରାଜ୍ୟ ସରକାରଙ୍କୁ ଚିଠି ଲେଖିଲେ କେନ୍ଦ୍ର ସରକାର । ଉକ୍ତ ସଚିବଙ୍କ ବିରୁଦ୍ଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର…

ମୁଁହ ଖୋଲିଲେ ପୁଟିନ୍‌, କହିଲେ- ସବୁ ପଶ୍ଚିମ ଦେଶଙ୍କ ଚାଲ୍‌

ମସ୍କୋ : ରୁଷର ମିଲିଟାରୀ ଶାସନ ଓ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ଦେଖାଦେଇଥିବା ବିଦ୍ରୋହ ଥମିବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ରାଷ୍ଟ୍ରପତି ପୁଟିନ । ଏହା ବିରୋଧୀଙ୍କ ଚାଲ୍‌ ବୋଲି ପୁଟିନ୍‌ କହିବା ସହ ଏଥିରେ…

ଆରମ୍ଭ ହୋଇଛି ଏକାମ୍ର ପ୍ରକଳ୍ପ ପାଇଁ ଭୂମିପୂଜନ

ଭୁବନେଶ୍ୱର: ଝଲସୁଛି ଏକାମ୍ର କ୍ଷେତ୍ର । ଶ୍ରୀଲିଙ୍ଗରାଜ ମନ୍ଦିର ପାରିପାର୍ଶ୍ୱିକ ଉନ୍ନତିକରଣ ଓ ଶୋଭାବୃଦ୍ଧି ପାଇଁ ପ୍ରସ୍ତାବିତ ଏକାମ୍ର କ୍ଷେତ୍ର ପ୍ରକଳ୍ପର ଶିଳାନ୍ୟାସ ମହୋତ୍ସବ ଚାଲିଛି । ବ୍ରାହ୍ମଣ ପଣ୍ଡିତଙ୍କ ମନ୍ତ୍ରପାଠ, ନାମ ସଂକୀର୍ତ୍ତନ ସାଙ୍ଗକୁ ଓମ୍‌ ନମଃ ଶିବାୟ ଧ୍ୱନିରେ…

ବିମାନ ସିଟରେ ଶୌଚ କଲେ ଯାତ୍ରୀ, ଓହ୍ଲାଇବା ପରେ ଗିରଫ କଲା ପୁଲିସ

ନୂଆଦିଲ୍ଲୀ : ବିମାନରେ ଯାତ୍ରୀମାନଙ୍କ ବିଶୃଙ୍ଖଳିତ ଆଚରଣ ମାମଲା ବଢିଚାଲିଛି । ଡିଜିସିଏର ତାଗିଦ ଓ ବିମାନ କର୍ତ୍ତୃପକ୍ଷଙ୍କ ବିଭିନ୍ନ ପଦକ୍ଷେପ ସତ୍ତ୍ବେ ଏସବୁ ମାମଲା କମୁନାହିଁ । ନିକଟରେ ଏୟାର ଇଣ୍ଡିଆର ମୁମ୍ବାଇ-ଦିଲ୍ଲୀ ବିମାନରେ ଯାତ୍ରା କରୁଥିବା ଜଣେ ବ୍ୟକ୍ତିକୁ…

ପତ୍ନୀ ହତ୍ୟା ମାମଲାରେ ଦୋଷୀ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡ

ଗୁଣୁପୁର: ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ମିଳିଛି ଆଜୀବନ କାରାଦଣ୍ଡ ।୨ ଦିନ ତଳେ ପତ୍ନୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ ଗୁଣୁପୁରର ପୂର୍ବତନ ବିଧାୟକ । ୧୯୯୫ ମସିହାରେ ପତ୍ନୀଙ୍କ ପୋଡା ମୃତଦେହ କ୍ୱାର୍ଟର୍ସରୁ ମିଳିଥିଲା ।…

ଶ୍ରୀମନ୍ଦିର ସିଂହଦ୍ୱାରରେ ରୁପା ଛାଉଣୀ କାମ ଆରମ୍ଭ

ପୁରୀ : ରୁପାରେ ଝଲସିବ ଶ୍ରୀମନ୍ଦିର ସିଂହଦ୍ୱାର। ଆରମ୍ଭ ହୋଇଛି ରୁପା ଛାଉଣୀ କାମ। ସିଂହଦ୍ୱାରରେ ଲାଗିଥିବା ନବନିର୍ମିତ କବାଟରେ ମୁମ୍ବାଇରୁ ଆସିଥିବା କାରିଗରମାନେ ବିଭିନ୍ନ ଡିଜାଇନ୍‌ରେ ପ୍ରସ୍ତୁତ ରୁପା ଲଗାଇବା କାମ ଆରମ୍ଭ କରିଛନ୍ତି। ଆଜି ରାତି ସୁଦ୍ଧା ରୁପା…

ଏସି ରୁମରେ ବସି ବିଜେପି ଦଳ ଚଳାଏନାହିଁ: ମୋଦୀ

ଭୋପାଳ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶ ଗସ୍ତରେ ଯାଇ ରାଣୀ କମଳାପତି ରେଳଷ୍ଟେସନରେ ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି | ଏହି ପାଞ୍ଚଟି ବନ୍ଦେ ଭାରତ ଟ୍ରେନ ହେଲା-ଭୋପାଳ(ରାଣୀ କମଳାପତି)-ଇନ୍ଦୋର ବନ୍ଦେ ଭାରତ ଏକ୍ସପ୍ରେସ,…

୫ଟି ସଚିବଙ୍କ ନାଁରେ କେନ୍ଦ୍ରକୁ ଫେରାଦ ହେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର: ୫ଟି ସଚିବଙ୍କ ନାଁରେ କେନ୍ଦ୍ରକୁ ଫେରାଦ ହେଲେ ବିଜୟ ପଟ୍ଟନାୟକ । କେନ୍ଦ୍ରକୁ ଚିଠି ଲେଖିଲେ ବରିଷ୍ଠ କଂଗ୍ରେସ ନେତା ବିଜୟ ପଟ୍ଟନାୟକ । କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ସଚିବଙ୍କୁ ଚିଠି ଲେଖିଲେ ବିଜୟ ପଟ୍ଟନାୟକ ।…

ମଣିପୁରରେ ବିଜେପିର ରଣନୀତି କାମ ଦେବ ନାହିଁ: ଖଡ଼ଗେ

ଇମ୍ଫାଲ: ରାଜ୍ୟ ସରକାର ଏବଂ ସେନାର ସହଯୋଗରେ ହିଂସା ପ୍ରଭାବିତ ମଣିପୁରରେ ଶାନ୍ତି ଫେରାଇ ଆଣିବା ପାଇଁ ନିରନ୍ତର ପ୍ରୟାସ କରାଯାଉଛି। ଏସବୁ ମଧ୍ୟରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ମଣିପୁରର ସଦ୍ୟତମ ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ…

“୨୦ ଲକ୍ଷ କୋଟିର ଦୁର୍ନୀତି ଗ୍ୟାରେଣ୍ଟି” ବିରୋଧୀ ଏକତା ପ୍ରତି ମୋଦୀଙ୍କ କଟାକ୍ଷ

ଭୋପାଳ : ଗତ ୨୩ ତାରିଖରେ ବିହାରର ରାଜଧାନୀ ପାଟନାରେ ଅନୁଷ୍ଠିତ ବିରୋଧୀ ଏକତା ବୈଠକକୁ ନେଇ କଟାକ୍ଷ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୋପାଳରେ ଅନୁଷ୍ଠିତ ଏକ ଜନସଭାରେ ଯୋଗ ଦେଇ ମୋଦୀ କହିଛନ୍ତି ଯେ ଏହି ମେଣ୍ଟର…