2023

ଜନ୍ମମାଟିର ବିକାଶ ପାଇଁ କିଛି କରିନାହାନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର : ଜନ୍ମମାଟି ଢେଙ୍କାନାଳ ଓ ଅନୁଗୁଳର ବିକାଶକୁ ନେଇ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକାଧିକ ପ୍ରଶ୍ନ ପଚାରିଛି ବିଜେଡି । ନଅ ବର୍ଷର କେନ୍ଦ୍ରମନ୍ତ୍ରୀତ୍ୱ କାଳରେ ଏହି ଦୁଇ ଜିଲ୍ଲା ପାଇଁ କ’ଣ ସବୁ କରିଛ ବୋଲି ସିଧାସଳଖ…

କଂଗ୍ରେସ-ଆପ କଳି ତେଜିଲା: କେଜ୍ରିୱାଲଙ୍କୁ ଟାର୍ଗେଟ କଲେ ମାକେନ

ନୂଆଦିଲ୍ଲୀ : ୨୦୨୪ ସାଧାରଣ ନିର୍ବାଚନରେ ବିଜେପି ବିରୋଧରେ ଏକାଠି ହେବାକୁ ବିରୋଧୀ କରୁଥିବା ଯୋଜନାରେ ଭଟା ସୃଷ୍ଟି ହେବାରେ ଲାଗିଛି। ଦିଲ୍ଲୀ ଅଧ୍ୟାଦେଶ ପ୍ରସଙ୍ଗରେ ଆପ୍‌ ଓ କଂଗ୍ରେସ ମଧ୍ୟରେ ସୃଷ୍ଟି ହୋଇ ବିବାଦ ଦିନକୁ ଦିନ ତୀବ୍ର ହେଉଛି।…

ଦିଗପହଣ୍ଡି ବସ୍ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଗଞ୍ଜାମ : ଗଞ୍ଜାମ ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ…

ଆବଶ୍ୟକ ହେଲେ ସୀମା ସେପଟେ ସାମରିକ କାର୍ଯ୍ୟାନୁଷ୍ଠାନ ନେବାକୁ ପଛେଇବନି ଭାରତ : ରାଜନାଥ

ଜମ୍ମୁ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବାଧୀନ ଭାରତ ଆଉ ପୂର୍ବ ପରି ନାହିଁ । ନିଜର ସୀମାର ସୁରକ୍ଷା କରିବାକୁ ଭାରତ ସୀମା ସେପଟେ ନିର୍ଣ୍ଣାୟକ ସାମରିକ କାର୍ଯ୍ୟାନୁଷ୍ଠାନ ନେବାକୁ ପଛେଇବନି ବୋଲି କହିଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ।…

ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ସମ୍ଵଲପୁର : ସାରା ଓଡ଼ିଶାରେ ମୌସୁମୀ ପ୍ରବେଶ କରିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଓ ଇନଫ୍ଲୋ ବୃଦ୍ଧି ପାଇଛି। ରବିବାର ଜଳସ୍ତର ୬୦୦.୪୫ ଫୁଟ ଥିବାବେଳେ ତାହା ଆଜି ବୃଦ୍ଧି ପାଇ ୬୦୧.୩୯ ଫୁଟରେ ପହଞ୍ଚିଛି।…

ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା

ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହାୟତା ରାଶି ଘୋଷଣା। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍‌ ପାଣ୍ଠି ପକ୍ଷରୁ…

‘ମୋର ୧୪ଜଣ ପିଲାଙ୍କ ମଧ୍ୟରୁ ମୋଦୀଙ୍କୁ ମୁଁ ଅଧିକ ସ୍ନେହ କରେ, ତାକୁ ମୋର ୨୫ବିଘା ଜମି ଦେଇ ଦେବି’; ବୃଦ୍ଧା ମା’

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ରାଜଗଡ଼ରୁ ଏକ ଭିଡିଓ ଭାଇରାଲ ‌ହେଉଛି। ଯେଉଁଥିରେ ୧୦୦ ବର୍ଷରୁ ଅଧିକ ବୟସର ଜଣେ ବୃଦ୍ଧା ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଶଂସା କରୁଥିବା ଶୁଣିବାକୁ ମିଳୁଛି। ଏଥିସହିତ ସେ ମୋଦୀଙ୍କୁ ତାଙ୍କ ଜମି ଦାନ କରିଦେବେ ବୋଲି ବି କହିଛନ୍ତି।…

ପିଏମ୍ ଆବାସ ଦୁର୍ନୀତିର ସିବିଆଇ ତଦନ୍ତ ହେଉ: ପୃଥ୍ୱୀରାଜ

ଭୁବନେଶ୍ୱର: ପିଏମ ଆବାସ ଯୋଜନା ଦୁର୍ନୀତିରେ ସିବିଆଇ ତଦନ୍ତ ଦାବି କଲା ବିଜେପି । ପ୍ରେସମିଟ୍‌ରେ ଦାବିକଲେ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଚିଠି ଲେଖନ୍ତୁ ବୋଲି କହିଛନ୍ତି ପୃଥ୍ୱୀରାଜ ହରିଚନ୍ଦନ । ପିଏମ୍…

ଲେପ୍ଟନାଣ୍ଟ ଜେନେରାଲଙ୍କ ସମେତ ୧୫ ସେନା ଅଧିକାରୀଙ୍କୁ ବରଖାସ୍ତ କଲା ପାକିସ୍ତାନ ସେନା

ରାଓ୍ବଲପିଣ୍ଡି : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଗିରଫ ହେବା ପରେ ଗତ ମେ ୯ରେ ସାରା ପାକିସ୍ତାନରେ ହିଂସାକାଣ୍ଡ ହୋଇଥିଲା । ପାକିସ୍ତାନର କେତେକ ସେନା କାର୍ଯ୍ୟାଳୟ ଉପରେ ବି ଆକ୍ରମଣ ହୋଇଥିଲା । ଏବେ ପାକିସ୍ତାନ ସେନା…

ଦିଗପହଣ୍ଡି ବସ ଦୁର୍ଘଟଣା : ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଦିଗପହଣ୍ଡି ଭୟଙ୍କର ବସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ଦେବାକୁ ଘୋଷଣା କରିଛନ୍ତି । ଦୁର୍ଘଟଣାସ୍ଥଳକୁ ଯାଉଛି ଜଏଣ୍ଟ ଟିମ୍‌। ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ…