ରାଜଧାନୀରେ ଲୁଟେରାକୁ ହାତଗୋଡ଼ ବାନ୍ଧି ଉଲଗ୍ନ କରି ପିଟିଲେ
ଭୁବନେଶ୍ୱର: ରାଜଧାନୀରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ଏକଦମ୍ ହୁଗୁଳା ହୋଇପଡିଛି । ନା ଥାନାର କୌଣସି ଭୟ ଅଛି ନା ପୁଲିସକୁ କୌଣସି ପ୍ରକାର ଖାତିର । ଶେଷ ସୀମାରେ ପହଞ୍ଚିଛି ଆଇନ୍ ଶୃଙ୍ଖଳା ପରିସ୍ଥିତି । ଜଣେ ଯୁବକଙ୍କୁ ରାଜଧାନୀ…
ଭୁବନେଶ୍ୱର: ରାଜଧାନୀରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ଏକଦମ୍ ହୁଗୁଳା ହୋଇପଡିଛି । ନା ଥାନାର କୌଣସି ଭୟ ଅଛି ନା ପୁଲିସକୁ କୌଣସି ପ୍ରକାର ଖାତିର । ଶେଷ ସୀମାରେ ପହଞ୍ଚିଛି ଆଇନ୍ ଶୃଙ୍ଖଳା ପରିସ୍ଥିତି । ଜଣେ ଯୁବକଙ୍କୁ ରାଜଧାନୀ…
ଖୋର୍ଦ୍ଧା: ଟାଙ୍ଗୀ ଥାନା ଅନ୍ତର୍ଗତ ଚନ୍ଦନେଶ୍ୱର ଛକରେ ଜଣେ ଠିକାଦାରଙ୍କୁ ନିର୍ମମ ଭାବେ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ୪ ଜଣ ଦୁର୍ବୃତ୍ତଙ୍କୁ ପୁଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମନୋଜ ପରିଡ଼ା, ସନ୍ତୋଷ ପ୍ରଧାନ, ଦିଲ୍ଲୀପ କୁମାର…
ଭୁବନେଶ୍ୱର: ଜୁଲାଇ ୧ ରେ ଅନୁଷ୍ଠିତ ହେବ ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ୨୦୨୨। ଏଥିଲାଗି ରାଜ୍ୟର ବିଭିନ୍ନ ଜିଲ୍ଲା ସଦର ମହକୁମା ଏବଂ ବ୍ଲକ୍ ଆଦିରେ ୩୦୭ କେନ୍ଦ୍ର କରାଯାଇଛି। ଏଥର ଇଣ୍ଟିଗ୍ରେଟେଡ୍ ଏବଂ ଏମ୍ଏଡ୍ ଡିଗ୍ରୀଧାରୀଙ୍କୁ ପରୀକ୍ଷା…
ଭୁବନେଶ୍ବର: ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ। ତାଙ୍କ ଘରୁ ୩ କୋଟିରୁ ଅଧିକ ନଗଦ ଟଙ୍କା ଜବତ…
ମଣିପୁର: ମଣିପୁରରେ ଜାରି ରହିଥିବା ହିଂସା ସ୍ଥିତିକୁ ନେଇ ଆଜି ସର୍ବଦଳୀୟ ବୈଠକ ବସିବ । କେନ୍ଦ୍ର ଗୃହମନ୍ତ୍ରୀ ଏଥିରେ ଅଧ୍ୟକ୍ଷତା କରିବେ । ପାଖାପାଖି ଦୁଇ ମାସ ହେବ ମଣିପୁର ହିଂସାର ନିଆଁରେ ଜଳୁଥିବା ବେଳେ କୌଣସି ସ୍ଥିତିର ସମାଧାନ…
ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରୋତ୍ସାହନ ଦେବା ନିମନ୍ତେ ଭାରତକୁ ବେଆଇନ ଭାବେ ଅନ୍ତ୍ରଶସ୍ତ୍ର ଏବଂ ଡ୍ରଗ୍ସ ଚାଲାଣ କରୁଥିବା ୧୩ ପାକିସ୍ତାନ ନାଗରିକଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି NIA( ଜାତୀୟ ସୁରକ୍ଷା ଏଜେନ୍ସି ) । ସେମାନଙ୍କ ମଧ୍ୟରୁ ୧୦ ଜଣ…
ଉତ୍ତରାଖଣ୍ଡର ଗତକାଲି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ୍ ଭାରସାମ୍ୟ ହରାଇ ଏକ ଗଭୀର ଘାଇରେ ଖସି ପଡ଼ିଥିବାରୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି। ସମସ୍ତେ କେଦାରନାଥ ଦର୍ଶନ କରିବାକୁ ଯାଉଥିଲେ। ପୁଲିସ୍…
ବିବାହ ସାରି ବର କନିଆ ଘରକୁ ଫେରିଥିବା ବେଳେ ଘରେ ଥିଲା ବନ୍ଧୁବାନ୍ଧବକଙ୍କ ଭିଡ଼ । ହେଲେ ରାତି ଅଧରେ ନିଜ ଭାଇ ସାଜିଲା ରକ୍ତମୁଖା। ଭାଇ ବିବାହରେ ଭାଇ ଖେଳିଳା ରକ୍ତର ହୋଲି । ହାତରେ ମାରଣାସ୍ତ୍ର ଧରି ନିଜ…
ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ପାଇଁ ବଢ଼ିଲାଣି ଅଡ଼ୁଆ। ତାଙ୍କ ବିଶ୍ୱସ୍ତ ୟେଭ୍ଗେନି ପ୍ରିଗୋଝିନ୍ ରୁଷ ସେନା ବିରୋଧରେ ଯୁଦ୍ଧ ଡାକରା ଦେଇ ସାରିଛନ୍ତି। ଏପରିକି ସେ ନିଜ ‘ୱାଗ୍ନର୍’ ମିଲିଟାରୀ ଗ୍ରୁପକୁ ମସ୍କୋ ରାସ୍ତା ଉପରେ ଓହ୍ଲାଇ ଦେଇଛନ୍ତି। ତେଣୁ…
ବିଦେଶୀ ସିଙ୍ଗର ମ୍ୟାରି ମିଲିବେନଙ୍କ କଣ୍ଠରେ ଶୁଣିବାକୁ ମିଳିଲା ଭାରତର ଜାତୀୟ ସଙ୍ଗୀତ। ତାହା ପୁଣି ଅତି ଚମତ୍କାର କଣ୍ଠ ସ୍ୱରରେ। ଯୁକ୍ତରାଷ୍ଟ୍ର ଆମେରିକାରେ ଆୟୋଜିତ କାର୍ଯ୍ୟକ୍ରମ ଶେଷରେ ମ୍ୟାରି ମିଲିବେନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଦ ଛୁଇଁବାକୁ ଭୁଲି…