2023

ଆବାସ ଦୋଷୀ ଜେଲ ଯିବେ: ଗିରିରାଜ

ଭୁବନେଶ୍ୱର: ଅବାସ ଦୁର୍ନୀତି ତଦନ୍ତ ହେବ କହିଲେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ । ତଦନ୍ତ କରାଯାଇ ଯିଏ ଦୋଷୀ,ଜେଲ ପଠାଯିବ ବୋଲି କହିଲେ ଗିରିରାଜ । ଆବାସ ଦୁର୍ନୀତ୍ତିରେ ହେରଫେରକୁ ରୋକିବାକୁ ଚେଷ୍ଟା କରାଯିବ । ଆବାସ ସହ ମନରେଗା କାର୍ଯ୍ୟ…

ହୋଟେଲ ରୁମ୍‌ରୁ ମିଳିଲା ବ୍ୟାଙ୍କ ମ୍ୟାନେଜରଙ୍କ ଝୁଲନ୍ତା ମୃତଦେହ

ଦେବଗଡ଼ ସହରରେ ଥିବା ଏକ ହୋଟେଲ ରୁମରୁ ମିଳିଲା ଏସବିଆଇ ସିଏସି ମ୍ୟାନେଜରଙ୍କ ଝୁଲନ୍ତା ମୃତଦେହ। ତାଙ୍କ ନାଁ ସୁବାସ ଅଗ୍ରୱାଲ। ତାଙ୍କ ଘର ସମ୍ବଲପୁରର ଅଇଁଠାପାଲିରେ। ଗତ ୪ ଦିନ ହେଲା ସୁବାସ ଅଗ୍ରୱାଲ ଦେବଗଡ଼ ଏସ୍‌ବିଆଇରେ ସିଏସି ମ୍ୟାନେଜର…

ଆପଣ ବାହା ହୁଅନ୍ତୁ ଆମେ ବରଯାତ୍ରୀ ଯିବୁ – ରାହୁଲଙ୍କୁ କହିଲେ ଲାଲୁ

ପାଟନା : ନିଜର ମଜାଳିଆ ଅନ୍ଦାଜ ପାଇଁ ଜଣାଶୁଣା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଆଜି ବିରୋଧୀଙ୍କ ମହା ବୈଠକରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି। ପାଟନାରେ ବିରୋଧୀ ଦଳଗୁଡ଼ିକର ମହା ବୈଠକ ପରେ ସାମ୍ବାଦିକ…

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ, ନଗଦ ୩ କୋଟି ଟଙ୍କା ଜବତ

ଭିଜିଲାନ୍ସ ଜାଲରେ କୋଟିପତି ବାବୁ। ଜବତ ହୋଇଛି କୋଟି କୋଟି ଟଙ୍କା, ସୁନା, ରୁପା ଅଳଙ୍କାର ଓ ସୁନା ବିସ୍କୁଟ । ଏହି କୋଟିପତି ବାବୁ ହେଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ । ଏତେ ପରିମାଣର ଟଙ୍କା…

୩ ଜଟିଳ ମାଂସପେଶୀ ରୋଗୀଙ୍କ ଚିକିତ୍ସା ପାଇଁ ୩୦ ଲକ୍ଷ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର : ବାଲେଶ୍ୱରର ତିନି ରୋଗୀଙ୍କ ପାଇଁ ୩୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ। ଜଟିଳ ମାଂସପେଶୀ ରୋଗର ଚିକିତ୍ସା ପାଇଁ ଟଙ୍କା ମଞ୍ଜୁର କରିଛନ୍ତି। ବାଲେଶ୍ୱର ଜିଲ୍ଲାର ତିନିଜଣ ରୋଗୀ ତଥା ଖନ୍ତାପଡ଼ାର କିରଣ କୁମାର ମଲ୍ଲିକ, ଖନ୍ତାପଡ଼ାର…

ଜୁନ ୨୮ ଯାଏ ଗିରଫ ହୋଇ ପାରିବେନି ସମୀର ୱାଙ୍ଖେଡେ

ମୁମ୍ବାଇ : ସିବିଆଇ ରୁଜୁ କରିଥିବା ଲାଞ୍ଚ ଓ ଦୁର୍ନୀତି ମାମାଲରେ ଏନସିବିର ପୂର୍ବତନ ମୁମ୍ବାଇ ମୁଖ୍ୟ ସମୀର ୱାଙ୍ଖେଡେଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କୁ ଆସନ୍ତା ୨୮ ତାରିଖ ଯାଏ ସିବିଆଇ ଗିରଫ କରିପାରିବ ନାହିଁ କିମ୍ବା ତାଙ୍କ ବିରୋଧରେ…

ବିଜୁଳି ସେବା ନାଁରେ ଶୋଷଣ କରୁଥିବା ଟାଟା ପାୱାର ସହ ଚୁକ୍ତିବାତିଲ କରୁ ରାଜ୍ୟ ସରକାର: ମନୋଜ ମହାପାତ୍ର

ଭୁବନେଶ୍ୱର : ଓଡ଼ିଶାର ଏକ ନମ୍ବର ମୁଖ୍ୟମନ୍ତ୍ରୀ ବୋଲି ସର୍ବଦା ବାଃ ବାଃ ନେଉଥିବାବେଳେ ବିଜୁଳି ସମସ୍ୟା ତାଙ୍କର ଅସଲ ମୁଖାକୁ ପଦାରେ ପକାଇଛି । ଓଡ଼ିଶାରେ ସର୍ବଦା ଅଘୋଷିତ ବିଦ୍ୟୁତ କାଟ ହେଉଥିବାରୁ ସାଧାରଣ ଉପଭୋକ୍ତା ଯମ ଯନ୍ତ୍ରଣା ଅନୁଭବ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାରେ ହିତାଧିକାରୀଙ୍କୁ ଘର ମିଳୁନି: ଜେ ପି ନଡ୍ଡା

ଭବାନୀପାଟଣା: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ଏକ ନୂଆ ଦିଶା ଦେଇଛନ୍ତି। ଏଥିଲାଗି ତାଙ୍କୁ ସାରା ବିଶ୍ବରେ ପ୍ରଶଂସା କରାଯାଉଛି। ‘ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱକୁ ସାରା ବିଶ୍ୱ ମାନୁଛି, ନୋବେଲ ବିଜେତା ପଲ୍ ରୋମର ବି ମୋଦୀଙ୍କ ପ୍ରଶଂସାରେ…

୨୦୨୪ରେ ପୁଣି ମୋଦୀ ହିଁ ପ୍ରଧାନମନ୍ତ୍ରୀ ହେବେ : ଶାହା

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିହାରର ପାଟନାରେ ବିରୋଧୀ ଦଳର ବୈଠକ ମଧ୍ୟରେ ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ୨୦୨୪ ମସିହାରେ ମୋଦୀ ପୁଣି ଥରେ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ଜମ୍ମୁରେ ଅନେକ ପ୍ରକଳ୍ପର ଶିଳାନ୍ୟାସ ଅବସରରେ ଅମିତ…

ମୁକେଶ ନୀତାଙ୍କ ସହ ହ୍ବାଇଟ୍ ହାଉସରେ ସୁନ୍ଦର-ଅଞ୍ଜଳି, ସଫଳ ଭାରତୀୟଙ୍କୁ ଆପ୍ୟାୟିତ କଲେ ବାଇଡେନ୍

ୱାସିଂଟନ୍‌: ଗୁରୁବାର ରାତିରେ ହ୍ବାଇଟ୍‌ ହାଉସ୍‌ରେ ଆୟୋଜିତ ‘ଷ୍ଟେଟ୍‌ ଡିନର୍‌’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ରାତ୍ରି ଭୋଜନ କରିଥିଲେ। ଏହି ଅବସରରେ, ସମବେତ ୪୦୦ ମାନ୍ୟଗଣ୍ୟ ଅତିଥି ଯୋଗ ଦେଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀଙ୍କ ସମେତ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ…