2023

ଝଲସିବ ଶ୍ରୀମନ୍ଦିର ସିଂହଦ୍ୱାର, ଆରମ୍ଭ ହୋଇଛି ରୁପା ଛାଉଣୀ ପ୍ରକ୍ରିୟା

ପୁରୀ: ଝଲସିବ ଶ୍ରୀମନ୍ଦିର ସିଂହଦ୍ୱାର। ଆରମ୍ଭ ହୋଇଛି ରୁପା ଛାଉଣୀ ପ୍ରକ୍ରିୟା । ମୁମ୍ବାଇରୁ ଦୁଇ ଅଭିଜ୍ଞ କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ଷ୍ଟିଲ ଫ୍ରେମ୍‌ ଆସି ପହଞ୍ଚିଛି। ୫୦୦ କେଜି ଓଜନର ଷ୍ଟିଲ ଫ୍ରେମ୍‌ ସିଂହଦ୍ୱାରରେ ଲଗାଯିବ। ଗତକାଲି ରାତିରେ ଅବିକଳ…

ମୁଣ୍ଡ ନୁଆଁଇଲେ ପାକିସ୍ତାନ ସରକାର, ବିଶ୍ବବିଦ୍ୟାଳୟରେ ନିଷିଦ୍ଧ ହେବନି ହୋଲି ପାଳନ

ଇସ୍ଲାମାବାଦ : ପାକିସ୍ତାନର ଉଚ୍ଚଶିକ୍ଷା ଆୟୋଗ (ଏଚଇସି) ଦୁଇଦିନ ତଳେ ବିଶ୍ୱବିଦ୍ୟାଳୟରେ ହୋଲି ପର୍ବ ପାଳନ ଉପରେ ପ୍ରତିବନ୍ଧକ ଲଗାଇଥିଲେ । ଏହାକୁ ନେଇ ଛାତ୍ରଛାତ୍ରୀମାନଙ୍କଠାରୁ ଆରମ୍ଭ କରି ଲୋକମାନେ ପ୍ରବଳ ବିରୋଧ କରିବାରୁ ମୁଣ୍ଡ ନୁଆଁଇଛନ୍ତି ପାକ ସରକାର ।…

ମା’ ସହ ଝଗଡା ପରେ ବିଷ ପିଇ ଜୀବନ ହାରିଲା ଝିଅ

ଭଦ୍ରକ : ପାରିବାରିକ କଳହର କରୁଣ ପରିସ୍ଥିତି। ମା ଝିଅଙ୍କ ମଧ୍ୟରେ ଝଗଡା ପରେ ବିଷ ପିଇ ଆତ୍ମହତ୍ୟା କଲା ଝିଅ। ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ନଦୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗତକାଲି ନଦୀଗାଁର ସହଦେଵ ଦାସଙ୍କ…

ଲଣ୍ଡନ ଟ୍ରିପରେ ନୀତା ଅମ୍ବାନୀ ଧରିଥିବା ବ୍ୟାଗର ମୂଲ୍ୟରେ କିଣିପାରିବେ ଦାମୀ କାର୍

ନୂଆଦିଲ୍ଲୀ: ଭାରତର ଧନୀ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ପତ୍ନୀ ନୀତା ଅମ୍ବାନୀ ସଫଳ ମହିଳାମାନଙ୍କ ମଧ୍ୟରୁ ଜଣେ। ତାଙ୍କ ଷ୍ଟାଇଲକୁ ନେଇ ସବୁବେଳେ ଚର୍ଚ୍ଚା ହୁଏ। ୫୯ ବର୍ଷ ବୟସରେ ପଦାର୍ପଣ କରିଥିବା ନୀତା ନିଜ ଜୀବନ ବଞ୍ଚିବା ଶୈଳୀ ଦ୍ବାରା…

ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ୍

ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ । ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ଆଜିଠୁ ସ୍କୁଲ ଖୋଲିଛି । ଏସବୁ ଜିଲ୍ଲାରେ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବ । ସକାଳ ୬ଟା ୩୦ରୁ ୧୦ଟା ଯାଏ…

୫ଟି ଉପକ୍ରମରେ ବାହାନଗା ହାଇସ୍କୁଲର ପୁନଃନିର୍ମାଣ ହେବ; ୨.୪୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର :ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି । ସୂଚନାଯୋଗ୍ୟ…

ପ୍ରାଥମିକତା ଭିତ୍ତିରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ଆୟୁଷ୍ମାନ ଭାରତ କାର୍ଡ ପ୍ରସ୍ତୁତ କର: ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ଅଧିକାରୀମାନଙ୍କୁ ପ୍ରାଥମିକତା ଭିତ୍ତିରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ଆୟୁଷ୍ମାନ ଭାରତ କାର୍ଡ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜେଏୱାଇ) ଅଧୀନରେ ସରକାର ପରିବାର…

କଣ୍ଠଶିଳ୍ପୀ ସୌରିନ ଭଟ୍ଟ ମାମଲା: କୋଲକାତାରୁ ଖାଲି ହାତରେ ଫେରିଲା କମିସନରେଟ୍ ପୁଲିସ

କଟକ: ଜଣାଶୁଣା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ କୋଲକାତାସ୍ଥିତ ଘରୁ ଖାଲି ହାତରେ ଫେରିଛି କମିସନରେଟ୍ ପୁଲିସ। ଗତ ବୁଧବାର ରାତିରେ ପୁଲିସ ଚଢ଼ଉ କରିଥିଲା। କିନ୍ତୁ ଘରେ ନ ଥିଲେ ସୌରିନ। ତାଙ୍କ ପରିବାର ଲୋକେ କହିଛନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ…

ବିରୋଧୀଙ୍କ ବଡ଼ ବୈଠକ ପୂର୍ବରୁ କଂଗ୍ରେସକୁ ଚରମବାଣୀ ଶୁଣାଇଲା ଆପ୍‌

ନୂଆଦିଲ୍ଲୀ : ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଦଳଗୁଡ଼ିକ ଆସନ୍ତାକାଲି ବିହାରରେ ପାଟନାରେ ବଡ଼ ବୈଠକ କରିବାକୁ ଯାଉଛନ୍ତି। ଏହି ବୈଠକ ଜରିଆରେ ବିରୋଧୀ ଦଳଗୁଡ଼ିକ ନିଜର ଶକ୍ତିପ୍ରଦର୍ଶନ କରିବାକୁ ଲକ୍ଷ୍ୟ ରଖିଛନ୍ତି। ହେଲେ ଏହା ପୂର୍ବରୁ ଦିଲ୍ଲୀ ଓ…

ବିରୋଧୀଙ୍କ ପାଟନା ବୈଠକକୁ ଯିବେନି ମୟାବତୀ, କଂଗ୍ରେସକୁ କଲେ ଟାର୍ଗେଟ

ପାଟନା : ବହୁ ପ୍ରତିକ୍ଷୀତ ବିରୋଧୀ ଦଳଗୁଡ଼ିକର ବୈଠକ ଆସନ୍ତାକାଲି ପାଟନାରେ ଅନୁଷ୍ଠିତ ହେବ। ୨୦୨୪ରେ ବିଜେପିକୁ ମାତ ଦେବା ପାଇଁ ବିରୋଧୀ ଦଳଗୁଡ଼ିକ ପାଟନାର ଶକ୍ତି ପ୍ରଦର୍ଶନ ସହ ରଣନୀତି ପ୍ରସ୍ତୁତ କରିବେ। ତେବେ ବିଏସ୍‌ପି ମୁଖିଆ ମାୟାବତୀ କିମ୍ବା…