‘୨୨ ନୁହେଁ, ୨୩ରେ କଳାହାଣ୍ଡି ଆସିବେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା’
ଭୁବନେଶ୍ବର : ଆସନ୍ତା ୨୨ ନୁହେଁ, ୨୩ ତାରିଖରେ କଳାହାଣ୍ଡି ଆସିବେ BJP ଅଧ୍ୟକ୍ଷ ଜେପି ନଡ୍ଡା। ଅନିବାର୍ଯ୍ୟ କାରଣବଶତଃ ନଡ୍ଡାଙ୍କ ଗସ୍ତ ଦିନଟିଏ ଘୁଞ୍ଚାଇ ଦିଆଯାଇଛି। ଏନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା। ଶ୍ରୀ ପଣ୍ଡା କହିଛନ୍ତି,…
