ମଣ୍ଡିରେ ଶୀତ କାକରରେ ଖୋଲା ଆକାଶ ତଳେ ଚାଷୀ

ନୂଆପଡା : ଗୋଟେପଟେ ଜିଲ୍ଲା ପ୍ରଶାସନ ମଣ୍ଡି ମାନଙ୍କରେ ସୁଦୃଢ଼ ଭିତ୍ତିଭୂମିର ଡିଣ୍ଡିମ ପିଟୁଛି  । ହେଲେ  ବରଗାଁ ମଣ୍ଡିରେ  ଶୀତ କାକରରେ ଖୋଲା ଆକାଶ ତଳେ ଚାଷୀ ଧାନ କୁ ଜଗିରହିଥିବା ଦୃଶ୍ୟ ଦେଖିବାକୁ ମିଳିଛି । ମଣ୍ଡିରେ ସଠିକ…

ଇସ୍ରାଏଲ୍‌ ‘ଈଶ୍ବରଙ୍କ କ୍ରୋଧରୁ ନିସ୍ତାର ପାଇବ ନାହିଁ’ କହୁ କହୁ ସଂସଦରେ ଟଳିପ‌ଡ଼ିଲେ ତୁର୍କୀ ସାଂସଦ

ଅଙ୍କାରା: ମଙ୍ଗଳବାର ଦିନ ‘ଗ୍ରାଣ୍ଡ୍‌ ନ୍ୟାସ୍‌ନାଲ୍‌ ଆସେମ୍ବ୍‌ଲି’ରେ (ସଂସଦ) ଦେଉଥିବା ଭାଷଣ ଶେଷରେ ଇସ୍ରାଏଲ୍‌ ‘ଈଶ୍ବରଙ୍କ କ୍ରୋଧର ପରିଣାମ’ ଭୋଗିବ ବୋଲି କହିବା କ୍ଷଣି ସାଂସଦ ହସନ୍‌ ବିଟ୍‌ମେଜ୍‌ ଟଳିପଡ଼ିଥିବା କଥା ‘ବିବିସି’ ରିପୋର୍ଟ କରିଛି। ସଂସଦୀୟ ଅଧିବେଶନର ‘ଲାଇଭ୍‌ଷ୍ଟ୍ରିମ୍‌’ ଚାଲିଥିବାରୁ…

ରାଜ୍ୟରେ ବଢୁଛି ଶୀତ: ୧୫ ଡିଗ୍ରୀ ତଳେ ୨୬ ସହରର ତାପମାତ୍ରା

ଭୁବନେଶ୍ୱର : ଖସୁଛି ପାରଦ, ବଢ଼ୁଛି ଜାଡ। କମୁଛି ରାତି ତାପମାତ୍ରା । ୧୫ ଡିଗ୍ରୀ ତଳେ ୨୬ ସହରର ତାପମାତ୍ରା। ୯.୬ ଡିଗ୍ରୀ ସହ କେନ୍ଦୁଝର ସବୁଠୁ ଥଣ୍ଡା ସହର ପାଲଟିଛି। ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ…

ଜିନ୍ସ ଓ ଅନ୍ତଃବସ୍ତ୍ରରୁ ମିଳିଲା ଲକ୍ଷାଧିକ ଟଙ୍କାର ସୁନା

ସୁନା ଚୋରା ଚାଲାଣ କରୁଥିବା ବେଳେ ଏୟାରପୋର୍ଟରୁ ଧରାପଡ଼ିଛି ଜଣେ ଯୁବକ। କର୍ଣ୍ଣାଟକାର କୋଡାଗୁ ଅଞ୍ଚଳର ଏହି ଯୁବକ ଜଣଙ୍କ ଜିନ୍ସ ଓ ଅନ୍ତଃବସ୍ତ୍ରରେ ସୁନା (ଗୋଲ୍ଡ ପେଷ୍ଟ) ନେଇ ଯାଉଥିବା ବେଳେ ଧରାପଡ଼ିଛି। ଜବତ ସୁନାର ମୂଲ୍ୟ ୫୫ ଲକ୍ଷ ଟଙ୍କା…

ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ଅଭିଯୋଗ : ଅଭିଯୁକ୍ତ କଲେଜ ଅଧ୍ୟକ୍ଷଙ୍କୁ ଖୋଜୁଛି ପୋଲିସ

ଜୟପୁର: ଥମୁନି ଲଜ୍ଜା  । ଘରୋଇ କଲେଜ ଅଧ୍ୟକ୍ଷଙ୍କ ବିରୋଧରେ ଆସିଲା ସଙ୍ଗୀନ ଅଭିଯୋଗ  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ଜୟପୁର ସହରରେ  । ସୂଚନା ମୂତାବକ ଜୟପୁର ସହରରେ ଥିବା ଏକ ଘରୋଇ କଲେଜର ପ୍ରିନ୍ସପାଲ ହଷ୍ଟେଲରେ…

ଅନୁପ୍ରବେଶକାରୀ ଠାରୁ ଗ୍ୟାସ୍‌ ଡବା ଛଡ଼ାଇ ଫିଙ୍ଗିଥିଲେ କଂଗ୍ରେସ ସାଂସଦ

ଦୁଇ ଜଣ ଯୁବକ ଆଜି ସୁରକ୍ଷା ବଳୟକୁ ଭେଦ କରି ଲୋକସଭାରେ ପ୍ରବେଶ କରିଛନ୍ତି। ସେମାନେ ଦର୍ଶକ ଗ୍ୟାଲେରୀରୁ ସିଧା ଲୋକସଭାର ମଧ୍ୟ ଭାଗକୁ ଡେଇଁ ହଳଦିଆ ଗ୍ୟାସ ମାଡ଼ କରିଛନ୍ତି। ଗ୍ୟାସ ସ୍ପ୍ରେ ଯୋଗୁ ପୂରା ଲୋକସଭା କ’ ହଳଦିଆ…

୨୩ ଦିନ ହେଲା ଶ୍ୱଶୁର ଘର ବାରଣ୍ଡାରେ ନ୍ୟାୟ ମାଗୁଛନ୍ତି ଦୀପା

ବାସୁଦେବପୁର : ପ୍ରଥମେ ପ୍ରେମ ପରେ ବିବାହ। ଏବେ ବୋହୂର ନ୍ୟାର୍ଯ୍ୟ ଦାବି କରି କୁନି ପୁଅକୁ ଧରି ଶଶୁର ଘର ଆଗରେ ଧାରଣା ଦେଇଛନ୍ତି। ଗତ ୨୩ ଦିନ ହେଲାଣି ଶ୍ୱଶୁର ଘର ବାରଣ୍ଡାରେ ବସିଛନ୍ତି ଦୀପା । ଶୀତ କାକରରେ…

ପ୍ରଧାନମନ୍ତ୍ରୀ ଜନଧନ ଯୋଜନାରେ ଏଯାଏଁ ଖୋଲା ହେଲାଣି ୫୧ କୋଟି ଆକାଉଣ୍ଟ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଜନଧନ ଯୋଜନାରେ ଏଯାଏଁ କେତେ ଜଣ ହିତାଧିକାରୀ ଅଛନ୍ତି | କେତେ ଆକାଉଣ୍ଟ ଖୋଲାଯାଇଛି ଓ କେତେ ଟଙ୍କା ଜମା ହୋଇଛି | ଏନେଇ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଭାଗବତ କରଡ ସଂସଦକୁ ସୂଚନା ଦେଇଛନ୍ତି ଯେ ବର୍ତ୍ତମାନ…

ଭଙ୍ଗା ପୋଲ : ଆସିପାରିଲାନି ଆମ୍ବୁଲାନ୍ସ, ରୋଗୀଙ୍କୁ ବୋହିଲେ ଦେଢ କିଲୋମିଟର

ମୟୁରଭଞ୍ଜ : ପୁଣି ବାଧକ ସାଜିଲା ଭଙ୍ଗାପୋଲ  । ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ  । ବାଧ୍ୟ ହୋଇ ଚେତାଶୂନ୍ୟ ରୋଗୀକୁ ଦେଢକିଲୋମିଟର ବୋହିନେଲେ ପରିବାର ଲୋକ  । ସୂଚନା ମୂତାବକ ଉଦଳା-ବାଲେଶ୍ବର ରାସ୍ତାର କଇଁସାରୀ ଜାମୁଘାଟ  ପୋଲ ଦୀର୍ଘ ଦିନରୁ ଭାଙ୍ଗି…

ସଂସଦ ଅନୁପ୍ରବେଶକାରୀକୁ ପାସ୍‌ ଦେଇଥିଲେ ବିଜେପି ସାଂସଦ!

ସଂସଦ ସୁରକ୍ଷାରେ ସାଂଘାତିକ ତ୍ରୁଟିକୁ ନେଇ ପୂରା ଦେଶରେ ଆତଙ୍କ ଖେଳି ଯାଇଛି। ସଂସଦର ନୂଆ ଲୋକସଭା ବିଲଡିଂରେ ଅନୁପ୍ରବେଶ ଦେଖିବାକୁ ମିଳିଛି। ଲୋକସଭାର କାର୍ଯ୍ୟ ଚାଲିଥିବା ବେଳେ ଆଜି ହଠାତ୍‌ ଦୁଇ ଜଣ ଯୁବକ ଏହା ଭିତରେ ପଶି ହଙ୍ଗାମା କରିଛନ୍ତି।…