ଟ୍ରେନ୍ ଧକ୍କା ଦେବାରୁ ଯୁବକଙ୍କ ମୃତ୍ୟୁ
ବେତନଟୀ ସଦର: ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବାମଡ଼ା ଉପକଣ୍ଠ ଭଗବାନପୁର ଗ୍ରାମ ରେଳ ଲାଇନ ନିକଟରେ ଟ୍ରେନ ଧକ୍କାରେ ଜଣେ ବାଇକ ଆରୋହୀ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତକ ହେଲେ ଭଗବାନପୁର ଗ୍ରାମର ସର୍ବେଶ୍ୱର ଦେହୁରୀଙ୍କ ପୁଅ…
ବେତନଟୀ ସଦର: ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବାମଡ଼ା ଉପକଣ୍ଠ ଭଗବାନପୁର ଗ୍ରାମ ରେଳ ଲାଇନ ନିକଟରେ ଟ୍ରେନ ଧକ୍କାରେ ଜଣେ ବାଇକ ଆରୋହୀ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତକ ହେଲେ ଭଗବାନପୁର ଗ୍ରାମର ସର୍ବେଶ୍ୱର ଦେହୁରୀଙ୍କ ପୁଅ…
କଟକ: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶଚନ୍ଦ୍ର ଭୂୟାଁଙ୍କୁ ଗିରଫ କରିଛି ଭିଜିଲାନ୍ସ। ସେ ତାଙ୍କ ଆୟ ଠାରୁ ୧୮୩% ଅଧିକ ସଂପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଭିଜିଲାନ୍ସ ପକ୍ଷରୁ…
ରାଉଲକେଲା: ବସ୍-ଟ୍ରକ୍ ଧକ୍କା, ୧୦ରୁ ଉର୍ଦ୍ଧ୍ୱ ଆହତ । ଝାରସୁଗୁଡା ଜିଲ୍ଲା ବୀରମିତ୍ରପୁର ରାଣୀ ସତିମନ୍ଦିର ନିକଟରେ ଦୁର୍ଘଟଣା ଘଟିଛି । ଝାଡଖଣ୍ଡ ଆରାରୁ ବୀରମିତ୍ରପୁରରୁ ଝାରସୁଗୁଡା ଯାଉଥିଲା ଯାତ୍ରୀବାହୀ ବସ୍ । ରାଣୀ ସତିମନ୍ଦିର ନିକଟରେ ଓଭରଟେକ୍ କରୁଥିବାବେଳେ ମାଲ୍ବାହୀ…
ଘଟଗାଁ: ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ଗୁଳିମାଡ଼। କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ସିଂଘବିଲା ନିକଟରେ ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ଗୁଳିମାଡ଼ ହୋଇଛି । ଗୁରୁତର ଯୁବକ ହେଲେ ପୂର୍ଣ୍ଣଚନ୍ଦ୍ର ଦାସ । ପୂର୍ଣ୍ଣଚନ୍ଦ୍ରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି…
କଟକ: ବାଲେଶ୍ଵର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କର ଆଜି ମୃତ୍ୟୁ ଘଟିଛି। ମୃତକ ହେଲେ ବିଜୟ ପାଶଓ୍ବାନ। ତାଙ୍କ ଘର ବିହାରରେ ବୋଲି ଜଣାଯାଇଛି।ଦୁର୍ଘଟଣା ଦିନ ତାଙ୍କୁ ଗୁରୁତର…
ପଟ୍ଟାମୁଣ୍ଡାଇ: ସକାଳୁ ସକାଳୁ ସାନଭାଇ ସନାତନ ବେହେରା ନିଜର ନୂଆ ଘର ତିଆରି କରିବା ଲାଗି ନିଅଁ ଖୋଳୁଥଲା। ହେଲେ ଏହାକୁ ବିରୋଧ କରିଥିଲା ବଡ଼ଭାଇ ଅନୁପମ ବେହେରା (୩୬)। ଏହାକୁ ନେଇ ଉଭୟଙ୍କ ଭିତରେ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ଏହାପରେ…
ରାଉଲକେଲା: ଘର ଉପରକୁ ଗୁଳିମାଡ଼ । ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଥାନା ଅଞ୍ଚଳର ଭିକି ସିଂଙ୍କ ଘର ଉପରକୁ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ । ଭିକି ସିଂଙ୍କ ଉପରକୁ ଦୁଇରୁ ତିନି ରାଉଣ୍ଡ ଗୁଳିମାଡ ହୋଇଛି । ଏଥିରେ କାହାର କୌଣସି…
ନୂଆଦିଲ୍ଲୀ : ପୁଣିଥରେ ଦୁଇ ଜଣ ପାଇଲଟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଏୟାର ଇଣ୍ଡିଆ। ଏହି ଦୁଇ ପାଇଲଟ ବିମାନ ଚଳାଇବା ବେଳେ ନିଜର ମହିଳା ବନ୍ଧୁଙ୍କୁ ବେଆଇନ ଭାବେ କକପିଟ୍ରେ ପ୍ରବେଶ କରିବାକୁ ଅନୁମତି ଦେଇଥିଲେ। ଦିଲ୍ଲୀରୁ ଲେହ…
ପାଟନା : ବିହାର ରାଜନୀତିରେ ସବୁ କିଛି ଠିକ ନାହିଁ। ଶାସକ ମେଣ୍ଟରେ ଫାଟ ସୃଷ୍ଟି ହେବାର ସଙ୍କେତ ମିଳିଛି। ଜେଡିୟୁ ଓ ଆରଜେଡି ସହ ହାତ ମିଳାଇଥିବା ଛୋଟ ଛୋଟ ଦଳ ଗୁଡ଼ିକ ଆଉ ନିଜର ଅସ୍ଥିତ୍ୱ ନେଇ ସୁରକ୍ଷିତ…
ମୁମ୍ବାଇ : ମହାରାଷ୍ଟ୍ରର ଏକନାଥ ସିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ମଙ୍ଗଳବାର ବିଭିନ୍ନ ଖବରକାଗଜରେ ବିଜ୍ଞାପନ ଜାରି କରିଛି। ଏହି ବିଜ୍ଞାପନରେ ‘ଭାରତ ପାଇଁ ମୋଦୀ, ମହାରାଷ୍ଟ୍ର ପାଇଁ ସିନ୍ଦେ’ ଶୀର୍ଷକ ଉଲ୍ଲେଖ କରାଯାଇଛି, ଯେଉଁଥିରେ ବିଜେପିର ଦେବେନ୍ଦ୍ର ଫଡନାଭିସଙ୍କ ଅପେକ୍ଷା ଏକନାଥ…