2023

ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିବା ହେଲା କାଳ, ଗାଡ଼ି ତଳେ ଯୁବକଙ୍କୁ ଚାପିଦେଲେ ଚାଳକ

ମିର୍ଜାପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିବା ହେଲା କାଳ। ଗାଡ଼ି ତଳେ ଯୁବକଙ୍କୁ ଚାପିଦେଲେ ଚାଳକ। ମିର୍ଜାପୁରରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକଜଣକ ରାଜେଶଧର ଦୁବେ ବୋଲି ଜଣାପଡ଼ିଥିବା ବେଳେ ଘଟଣା ଘଟିବାର ୬ଘଣ୍ଟା‌ ପରେ ପୁଲିସ ଅଭିଯୁକ୍ତ…

ଆଇଏମ୍‌ଏଫର ଆକଳନ: ଚୀନ୍‌, ଯୁକ୍ତରାଷ୍ଟ୍ର ଆମେରିକାର ଜିଡିପିକୁ ପଛରେ ପକାଇପାରେ ଭାରତ

ନୂଆଦିଲ୍ଲୀ : ଚୀନ୍‌, ଯୁକ୍ତରାଷ୍ଟ୍ର ଆମେରିକା ପରି ବିକାଶଶୀଳ ଦେଶଙ୍କ ଜିଡିପି ଅଭିବୃଦ୍ଧିକୁ ପଛରେ ପକାଇପାରେ ଭାରତ। ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି(GDP) ଦେଖାଇପାରେ ଏପରି ଚମତ୍କାର। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(IMF) ଏହାର ଇକୋନୋମିକ୍‌ ଆଉଟ୍‌ଲୁକ୍‌ ରିପୋର୍ଟରେ ଏଭଳି କିଛି…

ମଣିପୁର ହିଂସା: ଶାନ୍ତି ଆଲୋଚନାକୁ ମୈତୈ ସଂପ୍ରଦାୟର ନା

ଇମ୍ଫାଲ : ଆଦିବାସୀ ଓ ଅଣ ଆଦିବାସୀ ସଂପ୍ରଦାୟ ମଧ୍ୟରେ ସଂଘର୍ଷ ଯୋଗୁ ଅଶାନ୍ତ ହୋଇ ଉଠିଥିବା ମଣିପୁରରେ ଶାନ୍ତି ଫେରିବାର ଆଶା ପୁଣି ମଉଳି ଯାଇଛି। ଶାନ୍ତି ପ୍ରତିଷ୍ଠା ପ୍ରକ୍ରିୟାକୁ ଆଗକୁ ନେବା ପାଇଁ କେନ୍ଦ୍ର ସରକାର ଗଠନ କରିଥିବା…

ଗଠନ ହେଲା କଲ୍ୟାଣ ବୋର୍ଡ : ଡ୍ରାଇଭର ଓ କର୍ମଚାରୀଙ୍କୁ ମିଳିବ ୪ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର: ଗତ ମାର୍ଚ୍ଚ ମାସରେ ଡ୍ରାଇଭରମାନେ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିଲେ | ଆଉ ଡ୍ରାଇଭରଙ୍କ ଆନ୍ଦୋଳନ ପାଇଁ ଅତ୍ୟାବଶ୍ୟକ ସମାଗ୍ରୀ ପରିବହନ ବ୍ୟବସ୍ଥା ପ୍ରଭାବିତ ହୋଇଥିଲା। ବିଶେଷ କରି ବାହାର ରାଜ୍ୟରୁ ଆସୁଥିବା ପନିପରିବା, ଫଳ ସହ…

ଶ୍ରୀମନ୍ଦିର ପରିଚାଳନା କମିଟିରେ ୨୬୨ କୋଟି ଖର୍ଚ୍ଚ ବଜେଟ ପାରିତ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ସପ୍ତାହେ ଥିବା ବେଳେ ଆଜି ନୀଳାଦ୍ରୀ ଭକ୍ତନିବାସରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ବସିଥିବା ପରିଚାଳନା କମିଟି ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ୍ ପାରିତ ହୋଇଛି। ଏଥିସହ ରଥଯାତ୍ରାକୁ…

ଜଳୁଛି ଓଡ଼ିଶା, ସମ୍ବଲପୁରରେ ରେକର୍ଡ ୪୬.୧ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା

ପ୍ରଚଣ୍ଡ ଗ୍ରୀଷ୍ମକୋପ । ଜଳୁଛି ଓଡ଼ିଶା । ପଶ୍ଚିମରୁ ଉପକୂଳ ଅସହ୍ୟ ତାତି ଓ ଗୁଳୁଗୁଳି କଲବଲ କରୁଛି । ଡ଼ହ ଡହ ଖରାରେ ସିଝୁଛି ରାଜଧାନୀ ଭୁବନେଶ୍ୱର । ଅପରାହ୍‌ଣ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱରରେ ତାପମାତ୍ରା ୪୪ ଦଶମିକ…

ମାଆ ମଙ୍ଗଳାଙ୍କ ପୀଠ କାକାଟପୁରରୁ ଶ୍ରୀକ୍ଷେତ୍ରକୁ ଗଲା ଅଣସର ଫଳ ଭାର

ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ମହାସ୍ନାନ କରିବା ପରେ ଜ୍ଵରରେ ପୀଡିତ ହୋଇଛନ୍ତି। ଏବେ ମହାପ୍ରଭୁ ଅଣସରରେ ଅଛନ୍ତି। ମାହାପ୍ରଭୁଙ୍କ ସୁସ୍ଥତା ପାଇଁ ତାଙ୍କ ଶ୍ରୀଅଙ୍ଗରେ ଫୁଲୁରି ତେଲ ଲାଗି ହେଉଛି। ଏହାରି ଭିତରେ ମହାପ୍ରଭୁଙ୍କ ଏନ୍ତୁଡିଶାଳ କୁହାଯାଉଥିବା ପୁରୀ ଜିଲ୍ଲା ପ୍ରାଚୀ…

୧୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ନୂଆପଡ଼ା: ୧୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଖରିଆର ଏନଏସିର କନିଷ୍ଠ ଯନ୍ତ୍ରୀ ଦେବ ଚନ୍ଦନ ରାଉତ। ସେ ପ୍ରଧାନମନ୍ତ୍ରୀ ଆୱାସ ଯୋଜନାରେ ଘର ତିଆରି ପରେ ସମାପ୍ତି ପ୍ରମାଣପତ୍ର ଦାଖଲ କରିବା ଏବଂ ହିତାଧିକାରୀଙ୍କୁ ଚୂଡ଼ାନ୍ତ…

ଯୁକ୍ତ ତିନିରେ ନାମ ଲେଖାଇବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ଯୁକ୍ତ ତିନିରେ ନାମ ଲେଖାଇବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି | www.samsodisha.gov.in ରେ ଜୁନ ୧୯ରୁ ଜୁଲାଇ ୪ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ | ସେହିପରି ଜୁଲାଇ ୧୪ରେ ପ୍ରଥମ ପର୍ଯ୍ୟାୟ ମେଧା…

ଏମ୍‌ସରେ ସଂରକ୍ଷିତ ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଏବେ ବି ଜାରି ରହିଛି: ଏମ୍ସ କର୍ତ୍ତୃପକ୍ଷ

ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାର ମୃତଦେହ ପରିଚାଳନା ନେଇ ଗୁରୁତ୍ବପୂର୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି | ବୈଠକ ପରେ ମୃତଦେହ ପରିଚାଳନା ନେଇ ଏମ୍ସ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି | ମୃତଦେହ ଡିସପୋଜ ନେଇ କୌଣସି ନିଷ୍ପତ୍ତି ହୋଇନାହିଁ | ଚିହ୍ନଟ…