ପଦ ଛାଡ଼ିବାକୁ ୫ ଜିଲ୍ଲା ବିଜେଡି ସଭାପତିଙ୍କୁ ନିର୍ଦ୍ଦେଶ, ୭ ଜିଲ୍ଲାରେ ନୂଆ ସଭାପତି ଖୁବଶୀଘ୍ର
ଭୁବନେଶ୍ବର : ସାଧାରଣ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଥିବା ବିଜେଡି ନିଜର ୫ଜଣ ଜିଲ୍ଲା ସଭାପତିଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛି । ଚଳିତମାସ ଶେଷ ସପ୍ତାହ ସୁଦ୍ଧା ପ୍ରାୟ ୭ଟି ସାଂଗଠନିକ ଜିଲ୍ଲାରେ ନୂଆ ଜିଲ୍ଲା ସଭାପତିଙ୍କୁ ଥଇଥାନ…
