ବ୍ୟାଟ ଧରି ଶୁଭମନ ଗିଲଙ୍କୁ ପିଟିଲେ ଈଶାନ କିଷନ
ନୂଆଦିଲ୍ଲୀ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଆସନ୍ତାକାଲିଠୁ ଆରମ୍ଭ ହେବ ବିଶ୍ବ ଟେଷ୍ଟ ଚାମ୍ପିୟନସିପ। ଲଣ୍ଡନରେ ଏହା ଖେଳାଯିବାକୁ ଥିବା ବେଳେ ଏବେ ଭାରତୀୟ ଟିମ୍ ନିଜର ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଭାରତ ଲଗାତାର ଦ୍ବିତୀୟ ଥର ଏହି ଚାମ୍ପିୟନସିପ ଖେଳିବାକୁ…
