‘ଓଡ଼ିଶା ଟ୍ରେନ୍ ଟ୍ରାଜେଡିର ସିବିଆଇ ତଦନ୍ତ କଥା ଶୁଣି ବିଳିବିଳାଉଛନ୍ତି ମମତା’
କୋଲକାତା : ଓଡ଼ିଶା ରେଳ ଦୁର୍ଘଟଣାକୁ ନେଇ ତେଜିବାରେ ଲାଗିଛି ରାଜନୀତି। ଏହି ଘଟଣାକୁ ନେଇ ମୁହାଁମୁହିଁ ହୋଇଛନ୍ତି ଟିଏମ୍ସି ଓ ବିଜେପି। ଓଡ଼ିଶା ବାହାନଗାରେ ହୋଇଥିବା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତ ସମ୍ପର୍କରେ ଘୋଷଣା କରାଯିବା ପରେ ଏହାକୁ ସହଜେ…
