2023

ଓଡ଼ିଶା ଟ୍ରେନ ଟ୍ରାଜେଡି: ସିବିଆଇ ତଦନ୍ତରୁ କିଛି ଫାଇଦା ମିଳିବନି କହିଲେ ମମତା ବାନାର୍ଜୀ

କୋଲକାତା : ଓଡ଼ିଶା ଇତିହାସର ସବୁଠାରୁ ବଡ଼ ଓ ଭୟଙ୍କର ଟ୍ରେନ ଦୁର୍ଘଟଣାର ତଦନ୍ତ ସିବିଆଇ କରିବ। ଏନେଇ ରେଳବାଇ ବୋର୍ଡ ସୁପାରିସ କରିଛି। ବାଲେଶ୍ୱରର ବାହାନଗାରେ ଘଟିଥିବା ଟ୍ରିପଲ ଟ୍ରେନ ଟ୍ରାଜେଡିରେ ୨୭୫ ଜଣଙ୍କ ମୃତ୍ୟୁ ଘଟିଛି। ହଜାରେରୁ ଅଧିକ…

ମୁର୍ଦ୍ଦାଘରେ ପୁଅର ହାତ ହଲୁଥିବା ଦେଖିଲା ବାପା, ବଞ୍ଚିଗଲା ବିଶ୍ୱଜିତ୍‌ଙ୍କ ଜୀବନ

ଓଡ଼ିଶା ଟ୍ରେନ୍ ଦୁର୍ଘଟଣାକୁ ନେଇ ଅନେକ ଯନ୍ତ୍ରଣାଦାୟକ କାହାଣୀ ସାମ୍ନାକୁ ଆସୁଛି। କାହାର ସମ୍ପୂର୍ଣ୍ଣ ପରିବାର ଧ୍ୱଂସ ହୋଇଯାଇଛି ତ କାହାର ମୁଣ୍ଡ ଉପରୁ ମାତାପିତାଙ୍କ ଛାୟା ଉଠିଯାଇଛି। ଅନେକ ନିରୀହ ଅନାଥ ହୋଇଯାଇଛନ୍ତି। ଦୁର୍ଘଟଣାରେ ଏମିତି ବି କିଛି ଲୋକ…

ଅଲାରନାଥଙ୍କ ଅଣସର ଦର୍ଶନ ଆରମ୍ଭ

ବ୍ରହ୍ମଗିରି: ମହାବାହୁ ସ୍ନାନ ବେଦୀରେ ୧୦୮ ଗଡୁ ପାଣିରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ଅଣସର ପିଣ୍ଡିକୁ ବିଜେ କରିଛନ୍ତି। ଭକ୍ତ ଶ୍ରୀମନ୍ଦିରରେ ପଟି ଦିଅଁଙ୍କୁ ଦର୍ଶନ କରୁଛନ୍ତି। ମହାବାହୁଙ୍କ ଅଦର୍ଶନରେ ଆଜି ସକାଳୁ ବ୍ରହ୍ମଗିରିରେ ଅଲାରନାଥଙ୍କ ଅଣସର ଦର୍ଶନ…

କୋଇଲା ଦୁର୍ନୀତି: ବିମାନ ବନ୍ଦରରେ ଅଟକ ହେଲେ ଦୁବାଇ ବାହାରିଥିବା ଅଭିଷେକ ବାନାର୍ଜୀଙ୍କ ସ୍ତ୍ରୀ ରୁଜିରା

କୋଲ୍‌କାତା: ପିଲାମାନଙ୍କୁ ନେଇ ଦୁବାଇ ଯିବାକୁ ବାହାରିଥିବା ‘ତୃଣମୂଳ କଂଗ୍ରେସ’ ନେତା ଅଭିଷେକ ବାନାର୍ଜୀଙ୍କ ସ୍ତ୍ରୀ ରୁଜିରା ବାନାର୍ଜୀଙ୍କୁ ଆଜି ‘ଇମିଗ୍ରେସନ୍‌ ଅଥରିଟି’ ଦମ୍‌ଦମ୍‌ ବିମାନ ବନ୍ଦରରେ ଅଟକାଇଛନ୍ତି। ଉଲ୍ଲେଖଯୋଗ୍ୟ, ପ୍ରବର୍ତ୍ତନ ନିର୍ଦେଶାଳୟ ରୁଜିରାଙ୍କ ନାଁରେ ‘ଲୁକ୍‌-ଆଉଟ୍‌ ସର୍କ୍ୟୁଲାର୍‌’ ଜାରି କରିଥିଲା।…

ଦୁଇଦିନ ଧରି ୭ ଶବ ତଳେ ଫସି ରହିଥିବା ୧୦ ବର୍ଷର ବାଳକ ଉଦ୍ଧାର

ଓଡିଶା ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ୨୭୫ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଏହି ରେଳ ଦୁର୍ଘଟଣା ପୁରା ଦେଶକୁ ସ୍ତବ୍ଧ କରି ଦେଇଛି । ଏହି ଦୁର୍ଘଟଣାକୁ ନେଇ ଏବେ ବି…

ସିସୋଦିଆଙ୍କ ୬ ସପ୍ତାହର ଅନ୍ତରୀଣ ଜାମିନ ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅନ୍ତରୀଣ ଜାମିନ ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ।ସ୍ତ୍ରୀଙ୍କ ଅସୁସ୍ଥତା ଦର୍ଶାଇ ମନୀଷ ସିସୋଦିଆ ୬ ସପ୍ତାହ ପାଇଁ ଅନ୍ତରୀଣ ଜାମିନ ପାଇଁ ଆବେଦନ କରିଥିଲେ। କିନ୍ତୁ, ଦିଲ୍ଲୀ ହାଇକୋର୍ଟ ଏହି ଆବେଦନ…

ଏନଆଇଆରଏଫ୍ ରାଙ୍କିଙ୍ଗ୍ : ଶ୍ରେଷ୍ଠ ୨୦ ବିଶ୍ବବିଦ୍ୟାଳୟ ମଧ୍ୟରେ ଓଡ଼ିଶାର ସୋଆ, କିଟ୍

ଭୁବନେଶ୍ବର : ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନଆଇଆରଏଫ) ପକ୍ଷରୁ ୨୦୨୩ର ତାଲିକା ପ୍ରକାଶ ପାଇଛି । କେନ୍ଦ୍ର ଶିକ୍ଷା ଓ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରାଜକୁମାର ରଞ୍ଜନ ସିଂହ ସୋମବାର ଏହି ତାଲିକା ଜାରି କରିଛନ୍ତି । ଏହି ତାଲିକାରେ…

ଅବଧେଶ ରାୟ ହତ୍ୟା ମାମଲା : ଆଜୀବନ ଜେଲରେ ରହିବ ମାଫିଆ ମୁଖତାର ଅନସାରୀ

ବାରାଣାସୀ: ବାରଣାସୀର ‘ଏମପି-ଏମଏଲଏ କୋର୍ଟ’ ଅବଧେଶ ରାୟ ହତ୍ୟା ମାମଲାରେ ସୋମବାର ରାୟ ଶୁଣାଇଛନ୍ତି। ଏହି ହତ୍ୟା ମାମଲାରେ ଗ୍ୟାଙ୍ଗଷ୍ଟର ମୁଖତାର ଅନସାରୀକୁ କୋର୍ଟ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । କୋର୍ଟ ତାଙ୍କୁ ୧…

୧୨ ତାରିଖରେ ହେବାକୁ ଥିବା ବିରୋଧୀ ଦଳ ବୈଠକ ବାତିଲ

ପାଟନା : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବିରୋଧୀ ଏକତା ଅଭିଯାନକୁ ବଡ଼ ଝଟକା ଲାଗିଛି। ବିହାରରେ ଜୁନ୍ ୧୨ତାରିଖରେ ହେବାକୁ ଥିବା ବିରୋଧୀ ଦଳଗୁଡ଼ିକର ବୈଠକକୁ ବର୍ତ୍ତମାନ ପାଇଁ ବାତିଲ କରାଯାଇଛି। ଏବେ ଏହି ବୈଠକର ତାରିଖ ପରେ ସ୍ଥିର…

ରେଳ ଚାକିରିକୁ ଫେରିଯାଇ ଏଭଳି ପ୍ରତିକ୍ରିୟା ଦେଲେ ବଜରଙ୍ଗ ପୁନିଆ, ବିନେଶ ଫୋଗଟ ଓ ସାକ୍ଷୀ ମଲିକ

ନୂଆଦିଲ୍ଲୀ : ରେସଲିଂ ଫେଡେରେସନ୍ ଅଫ୍ ଇଣ୍ଡିଆର ସଭାପତିଙ୍କ ବିରୋଧରେ କୁସ୍ତିଯୋଦ୍ଧାଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି । ଏହି କ୍ରମରେ ଖବର ଆସିଛି କି ରେସଲର ବଜରଙ୍ଗ ପୁନିଆ, ବିନେଶ ଫୋଗଟ, ସାକ୍ଷୀ ମଲିକ ତାଙ୍କ ଚ‌ାକିରିକୁ ଫେରି ଯାଇଛନ୍ତି।…