ମୋଦିଙ୍କ ସହ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ସମ୍ପର୍କରେ କଲେ ଅବଗତ
ମୋଦି-ନବୀନ ଆଲୋଚନା । ବାହାନଗା ଟ୍ରେନ୍ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ତ୍ତମାନର ସ୍ଥିତି ସମ୍ପର୍କରେ ସେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ବିଶେଷ କରି ଚିକିତ୍ସିତ…
