2023

ସରକାରୀ କର୍ମଚାରୀଙ୍କ ବଦଳି ନେଇ ଜିଲ୍ଲାପାଳ ଓ ନିର୍ବାଚନ ଅଧିକାରୀଙ୍କୁ ଚିଠି ଲେଖିଲା ରାଜସ୍ବ ବିଭାଗ

ଭୁବନେଶ୍ବର: ୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି ଏବେ ଠାରୁ ଆରମ୍ଭ ହୋଇଯାଇଛି। ସରକାରୀ କର୍ମଚାରୀଙ୍କ ବଦଳି ଓ ନିଯୁକ୍ତି ଶେଷ କରିବାକୁ ନିର୍ଦ୍ଦେଶ ହୋଇଛି। ସବୁ ଜିଲ୍ଲାପାଳ ଓ ନିର୍ବାଚନ ଅଧିକାରୀମାନଙ୍କୁ ଚିଠି ଲେଖି ରାଜସ୍ୱ ଓ ବିପର୍ଯ୍ୟ ପରିଚାଳନା ବିଭାଗ…

ମଣିପୁରରେ ପୁଲିସର ବଡ଼ ଅପରେସନ : ୪୦ ବିଚ୍ଛିନ୍ନତାବାଦୀ ମୃତ

ଇମ୍ଫାଲ : ଉତ୍ତରପୂର୍ବ ରାଜ୍ୟ ମଣିପୁରର ବିଭିନ୍ନ ସ୍ଥାନରେ ପୁଲିସ କମାଣ୍ଡୋ ଓ ସଶସ୍ତ୍ର ବିଚ୍ଛିନ୍ନତାବାଦୀଙ୍କ ମଧ୍ୟରେ ଗତ ୮ ଘଣ୍ଟା ଧରି ଗୁଳି ବିନିମୟ ଜାରି ରହିଛି । ଏହି ଅପରେସନରେ ପ୍ରାୟ ୪୦ ବିଚ୍ଛିନ୍ନତାବାଦୀ ମୃତ୍ୟୁବରଣ କରିଥିବା ମୁଖ୍ୟମନ୍ତ୍ରୀ…

ପରକିୟା ପ୍ରୀତି ସନ୍ଦେହରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ୪ଦିନ ପରେ ସ୍ୱାମୀ ଗିରଫ

ନୂଆପଡା : ପରକିୟା ପ୍ରୀତି ସନ୍ଦେହରେ ପତ୍ନୀକୁ ହତ୍ୟା। ଜଙ୍ଗଲ ମଧ୍ୟରେ ପିଟିପିଟି ହତ୍ୟା ପରେ ଫେରାର ସ୍ୱାମୀ ଫେରାର। ୪ଦିନ ପରେ ମୃତଦେହ ଉଦ୍ଧାର ସହ ଗିରଫ ହେଲା ସ୍ୱାମୀ। ନୂଆପଡା ଜିଲା କୋମନା ଥାନା ଅଞ୍ଚଳରେ ଘଟିଛି ଏଭଳି…

ମୋଦୀ ଉନ୍ମୋଚନ କଲେ ୭୫ ଟଙ୍କିଆ କଏନ, ୫୦% ରୁପା ଓ ୪୦% ତମ୍ବାରେ ତିଆରି

ନୂଆଦିଲ୍ଲୀ : ନୂଆ ସଂସଦ ଭବନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଏକ ସ୍ୱତନ୍ତ୍ର ସ୍ମାରକୀ ଡାକ ଟିକଟ ଏବଂ ୭୫ ଟଙ୍କିଆ ମୁଦ୍ରା ଉନ୍ମୋଚନ କରିଛନ୍ତି। ନୂତନ ସଂସଦ ଭବନର ଲୋକସଭା କକ୍ଷରେ ଆୟୋଜିତ ଉଦ୍ଘାଟନୀ ସମାରୋହରେ…

ଜଙ୍ଗଲରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନବରଙ୍ଗପୁର ଜିଲ୍ଲା ଉମରକୋଟ ବୈପାରିଭଟା ଜଙ୍ଗଲରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଯୁବକଙ୍କ ନାମ ମନଭତ ଭତରା ଓ ଯୁବତୀଙ୍କ ନାମ ପୁନେଇଁ ଭତରା ବୋଲି ଜଣା ପଡିଛି। ଉଭୟ ବୋକଦା ପଞ୍ଚାୟତର ତାରାଗାଁ ଗୋଟିଗୁଡ଼ା ଗ୍ରାମର। ଗତ କାଲି…

ସମ୍ବଲପୁରର ନୂତନ ଏସପି ଭାବେ ଯୋଗ ଦେଲେ ମୁକେଶ କୁମାର ଭାମୁ

ସମ୍ବଲପୁର: ସମ୍ବଲପୁରର ନୂତନ ଏସପି ଭାବେ ଯୋଗ ଦେଲେ ମୁକେଶ କୁମାର ଭାମୁ। ମୁକେଶ ଭାମୁ ୨୦୧୩ ମସିହା ବ୍ଯାଚର IPS ଅଧିକାରୀ। ଏହା ପୂର୍ବରୁ ସେ IPS ଭାବେ ବରଗଡ ଓ ରାଉଲକେଲା ଏସପି ଭାବେ ଦକ୍ଷତାର ସହ କାର୍ଯ୍ଯ…

ସଂସଦରେ ଯାହା ହେଲା ଭଲ ହେଲାନି : ଶରଦ ପାଓ୍ବାର

ନୂଆଦିଲ୍ଲୀ : ନୂଆ ସଂସଦ ଭବନ ଉଦଘାଟନକୁ ନେଇ ବିରୋଧୀଙ୍କ ପକ୍ଷରୁ ତୀବ୍ର ଓ ତୀବ୍ର ବୟାନ ସାମ୍ନାକୁ ଆସୁଛି । ଏନସିପି ସୁପ୍ରିମୋ ଶରଦ ପାୱାର ଟ୍ୱିଟ୍ କରି କହିଛନ୍ତି ଯେ ଏହା ଭଲ ହେଲା ଯେ ସେ ସଂସଦର…

ବିବାହର ୩ ମାସ ନପୁରୁଣୁ ସଡ଼କ ଦୁର୍ଘଟଣାରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଭୁବନେଶ୍ୱର: ବିବାହର ୩ ମାସ ନପୁରୁଣୁ ଚାଲିଗଲା ଡାକ୍ତରଙ୍କ ଜୀବନ। ବିବାହର ୩ ମାସିକ ପୂର୍ତ୍ତି ପାଳନ କରିବାକୁ ଯାଉଥିବା ବେଳେ ଜଗି ବସିଥିଲା ମୃତ୍ୟୁ। ଏବେ ପରିବାରରେ ଶୋକର ଲହରି ଖେଳି ଯାଇଛି। ରାଜଧାନୀ ଭୁବନେଶ୍ବରରେ ଏଭଳି ଏକ ଅଭାବନୀୟ…

ଦୁର୍ଘଟଣା ଗ୍ରସ୍ତ ଟ୍ରକକୁ ପଛରୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ ଜଣେ ମୃତ

ଯାଜପୁର : ଟ୍ରକ ପଛ ପଟୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ। ଘଟଣାସ୍ଥଳରେ ଜଣେ ମୃତ। ଆଜି ସକାଳୁ ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥର କୁଆଖିଆ ଛକ ନିକଟରେ। ସୂଚନା ମୁତାବକ ଗତକାଲି ରାତିରୁ…

ନୂଆ ସଂସଦ ଭବନ ଡିଜାଇନ୍‌କୁ ‘କଫିନ୍‌’ ସହିତ ତୁଳନା କଲା ‘ଆର୍‌ଜେଡି’

ନୂଆଦିଲ୍ଲୀ: ନୂଆ ସଂସଦ ଭବନ ଉଦ୍‌ଘାନକୁ ନେଇ ବିବାଦ ଚାଲିଥିବା ବେଳେ ଏହାର ‘ଡିଜାଇନ୍‌’ ବା ଆକୃତିକୁ ‘ରାଷ୍ଟ୍ରୀୟ ଜନତା ଦଳ’ (ଆର୍‌ଜେଡି) ଗୋଟାଏ ‘କଫିନ୍‌’ (ଶବାଧାର) ସହିତ ତୁଳନା କରିଛି। ଆଜି ‘ଆର୍‌ଜେଡି’ ଗ‌ୋଟିଏ ପାଖରେ ‘କଫିନ୍‌’ ଓ ‌ଅନ୍ୟ…