ASO ମେରିଟ୍ ଲିଷ୍ଟ ଖାରଜ ହେବା ପରେ ଓପିଏସ୍ସି ଅଫିସ ସମ୍ମୁଖରେ ମନୋନୀତ ପ୍ରାର୍ଥୀଙ୍କ ବିକ୍ଷୋଭ
କଟକ: ASO ପରୀକ୍ଷା ମେରିଟ ଲିଷ୍ଟକୁ ହାଇକୋର୍ଟ ଖାରଜ କରି ଦେବା ପରେ ଏଥିପାଇଁ ମନୋନୀତ ହୋଇଥିବା ପ୍ରାର୍ଥୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେମାନେ ଆଜି କଟକ ସ୍ଥିତ ଓଡ଼ିଶା ଲୋକସେବା ଆୟୋଗ (OPSC) ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।…
