କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମେୟା ଓ ଉପମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ

ବେଙ୍ଗାଲୁରୁ: ଦ୍ବିତୀୟ ଥର ପାଇଁ ଆଜି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ବିଶିଷ୍ଟ କଂଗ୍ରେସ ନେତା ସିଦ୍ଦରମେୟା ଶପଥ ଗ୍ରହଣ କରିଥିବା ସମ୍ବାଦ ସରବରାହ ସଂସ୍ଥାନ ‘ଏଏନ୍‌ଆଇ’ ରିପୋର୍ଟ କରିଛି। ବେଙ୍ଗାଲୁରୁସ୍ଥିତ ଶ୍ରୀ କାନ୍ତୀରବ ଷ୍ଟାଡିୟମ୍‌ରେ ଆୟୋଜିତ ଏହି ଭବ୍ୟ ଶପଥ ଗ୍ରହଣ…

ବନ୍ଦ ଘରୁ ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିବା ଘଟଣା, ମୁଖ୍ୟ ଅଭିଯୁକ୍ତ ସାନ ଭାଇ ଗିରଫ

ବଲାଙ୍ଗୀର: ବଲାଙ୍ଗୀରର ସାଲେପାଲିପଡ଼ାରେ ବୀଭତ୍ସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ସାନ ଭାଇ ଗିରଫ ହୋଇଛି। ମୁଖ୍ୟ ଅଭିଯୁକ୍ତ ସାନ ଭାଇ ପାରିବାରିକ କଳହରୁ ବଡ଼ ଭାଇକୁ ହାଣି ୮ ଖଣ୍ଡ କରିଥିଲା। ଦୁଇଦିନ ତଳେ ପଲିଥିନରେ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର…

କର୍ଣ୍ଣାଟକର କଂଗ୍ରେସ ସରକାର : ନିର୍ବାଚନୀ ପ୍ରତିଶ୍ରୁତି ପୂରଣ ପାଇଁ ୫ ନୂଆ ଯୋଜନା, ଖର୍ଚ୍ଚ ହେବ ୬୨,୦୦୦ କୋଟି

ନୂଆଦିଲ୍ଲୀ: ମତଦାନ ପରେ ବିପୁଳ ଭୋଟ ପାଇ ଜିତିଥିଲା କଂଗ୍ରେସ। ମାଟି କାମୁଡ଼ି ପଡ଼ିଥିବା କଂଗ୍ରେସ ପାଇଁ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ଏକ ନୂଆ ଆଶା ନେଇ ଆସିଛି। ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ବେଳେ ଏବେ କଂଗ୍ରେସ…

ଘରକୁ ଆସିଥିବା ପୁଲିସ କନେଷ୍ଟବଳଙ୍କ ଆତ୍ମହତ୍ୟା

ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ୍ ଅନ୍ତର୍ଗତ ହାତିନୋଟା ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ଗତକାଲି ରାତିରେ ଗାଁର ପ୍ରେମାନନ୍ଦ ନାଏକ ତାଙ୍କ ଘର ପାଖରେ ଥିବା ସଜୁନା ଗଛରେ ବେକରେ ଚୁନି ବାନ୍ଧି ଆତ୍ମହତ୍ୟା କରିଛନ୍ତି। ପ୍ରେମାନନ୍ଦ ପେୁଲିସ୍…

ବାୟୁସେନା ମିଗ୍‌-୨୧ର ଉଡ଼ାଣକୁ ସ୍ଥଗିତ ରଖିଲା

ନୂଆଦିଲ୍ଲୀ: ରାଜସ୍ଥାନରେ ବାୟୁସେନାର ଲଢ଼ୁଆ ମିଗ୍‌-୨୧ ବିମାନ ଦୁର୍ଘଟଣାଗ୍ରସ୍ତ ହେବାର ଦୁଇ ସପ୍ତାହ ପରେ ଭାରତୀୟ ବାୟୁସେନା ସୋଭିଏତ ରୁଷିଆ ଦ୍ୱାରା ନିର୍ମିତ ଏହି ବିମାନର ପୁରୁଣା ଫ୍ଲିଟ୍‌କୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ମେ’ ୮ରେ ହୋଇଥିବା ଦୁର୍ଘଟଣାର ତଦନ୍ତ…

ରାଜଧାନୀରେ ଆରମ୍ଭ ହେଲା ଡ୍ରୋନ ପାଟ୍ରୋଲିଙ୍ଗ

ଭୁବନେଶ୍ୱର : ରାଜଧାନୀକୁ ଆକାଶ ମାର୍ଗରୁ ନଜର ରଖିବ ଡ୍ରୋନ । ବିଶୃଙ୍ଖଳା ସୃଷ୍ଟି କରୁଥିବା ଯୁବକ ବା ବ୍ୟକ୍ତିଙ୍କୁ ଜଗିବ ପୋଲିସ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ସ୍ୱତନ୍ତ୍ର ଅଭିଯାନ । ଭୁବନେଶ୍ବର ଇଉପିଡ଼ିକୁ ଏସପିଜି ପକ୍ଷରୁ…

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ନେଇ ଜମ୍ମୁକଶ୍ମୀରର ୧୫ଟି ସ୍ଥାନରେ ଏନଆଇଏର ଚଢ଼ାଉ

ଶ୍ରୀନଗର: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣକୁ ନେଇ ଆଜି ଏନଆଇଏ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି | ଆଜି ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଜମ୍ମୁକଶ୍ମୀରର ସାତୋଟି ଜିଲ୍ଲାର ୧୫ଟି ସ୍ଥାନରେ ଚଢ଼ାଉ କରିଛି। ନିଷିଦ୍ଧ ସଂଗଠନ ଜମାତ-ଏ-ଇସଲାମୀର ଆତଙ୍କବାଦୀ କାର୍ଯ୍ୟକଳାପ ସଂପର୍କରେ…

କାଳବୈଶାଖୀ ପ୍ରଭାବରେ ୧୧ ଯବାନ ଗୁରୁତର

ମାଲକାନଗିରି: କାଳବୈଶାଖୀ ପ୍ରଭାବରେ ୧୧ ଯବାନ ଗୁରୁତର । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବସ୍ତର ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା CRPF ଯବାନଙ୍କ ୩ଟି ବ୍ୟାରେକ । ପ୍ରବଳ ବର୍ଷା ପବନ ଯୋଗୁଁ ବ୍ୟାରେକର ଛାତ ଉଡ଼ାଇ ନେବା ସହ ଭାଙ୍ଗିରୁଜି…

ଯୁଦ୍ଧ ଆରମ୍ଭ ହେବା ପରେ ପ୍ରଥମଥର ୟୁକ୍ରେନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି

ଟୋକିଓ : ରୁଷ ସହ ଯୁଦ୍ଧ କରୁଥିବା ୟୁକ୍ରେନ ରାଷ୍ଟ୍ରପତି ଭ୍ଲୋଡମିର ଜେଲେନସ୍କି ପ୍ରଥମଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଉଭୟ ପରସ୍ପର ସହ ହାତ ମିଳାଇବା ସହ ଫଟୋ ପାଇଁ ପୋଜ ଦେଇଛନ୍ତି। ଏହାବାଦ ଉଭୟ ବେଶ…

କଶ୍ମୀରରେ ଜି-୨୦ ବୈଠକକୁ ଚାଇନାର ବିରୋଧ, ଜବାବ ଦେଲା ଭାରତ

ନୂଆଦିଲ୍ଲୀ : ପାକିସ୍ତାନର ପରମ ମିତ୍ର ଚାଇନା କଶ୍ମୀରରେ ହେବାକୁ ଥିବା ଜି-୨୦ ବୈଠକକୁ ବିରୋଧ କରିଛି। ସେହିପରି ତୁର୍କୀ ଓ ସାଉଦି ଆରବ ଶ୍ରୀନଗରରେ ହେବାକୁ ଥିବା ବୈଠକ ପାଇଁ ଏଯାଏ ପଞ୍ଜିକରଣ କରି ନାହାନ୍ତି। ଶୁକ୍ରବାର ଚାଇନା ବୈଦେକ…