ଆସନ୍ତାକାଲିଠୁ ଦୁବାଇକୁ ସିଧା ଫ୍ଲାଇଟ୍‌

ଭୁବନେଶ୍ବର: ଆସନ୍ତାକାଲିଠୁ ଦୁବାଇକୁ ସିଧା ଫ୍ଲାଇଟ୍‌ । ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଦୁବାଇକୁ ଉଡିବ ବିମାନ । ସପ୍ତାହରେ ତିନି ଦିନ ଚଳାଚଳ କରିବ ଫ୍ଲାଇଟ୍‌ । ସୋମବାର, ବୁଧବାର, ଶୁକ୍ରବାର ଦୁବାଇକୁ ବିମାନ ଉଡ଼ିବ । ପର୍ଯ୍ୟଟକଙ୍କ…

ଆଜିଠୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା

ପୁରୀ : ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ୨୧ ଦିନ ଧରି ମହାପ୍ରଭୁଙ୍କ ଭିତର ଚନ୍ଦନ ଯାତ୍ରା । ଏହି ଅବସରରେ ଶ୍ରୀଜୀଉଙ୍କ ଆଳଟ ଲାଗି ଓ ଚନ୍ଦନ ଲାଗି ହେବ। ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଶଷ୍ଠୀ ଓ…

ବନ୍ଦ ଘରୁ ୩ ମୃତଦେହ ମିଳିବା ଘଟଣା, ସନ୍ଦିଗ୍ଧ ଯୁବକଙ୍କୁ ଖୋଜୁଛି ପୋଲିସ

ସମ୍ବଲପୁର: ଘର ଭିତରେ ତିନି ଜଣଙ୍କୁ ଗଳା କାଟି ହତ୍ୟା । ସେଥିରେ ପୁଣି ଅଛନ୍ତି ଦୁଇ ଜଣ ନିରୀହ ଶିଶୁ । ଇଏ ହେଉଛି ସମ୍ବଲପୁର ଟ୍ରିପଲ ମର୍ଡ଼ର ଘଟଣା । ସମ୍ବଲପୁର ଧନୁପାଲି ଥାନା ସୁନାପାଲି ଅଞ୍ଚଳରେ ଘଟିଛି ବିଭତ୍ସ…

ଓଡ଼ିଶାରେ ପାକିସ୍ତାନ ଲିଙ୍କ୍: ୩ ଓଡ଼ିଆ ଯୁବକ ଗିରଫ

ଭୁବନେଶ୍ବର: ଦେଶ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବନ୍ଧା ହେଲେ ୩ ଅଭିଯୁକ୍ତ। ଏମାନଙ୍କୁ ନୟାଗଡ଼ ଓ ଯାଜପୁରରୁ ଗିରଫ କରିଛି ଏସଟିଏଫ୍। ଅଭିଯୁକ୍ତମାନେ ହେଲେ ନୟାଗଡ଼ର ପଠାଣି ସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ଯାଜପୁରର ସୌମ୍ୟ ପଟ୍ଟନାୟକଙ୍କୁ ଗିରଫ…

ସମ୍ବଲପୁର ସର୍କଲ ଜେଲରେ ବିଚାରଧୀନ କଏଦୀଙ୍କ ଆତ୍ମହତ୍ୟା

ସମ୍ବଲପୁର: ସମ୍ବଲପୁର ସର୍କଲ ଜେଲରେ ବିଚାରଧୀନ କଏଦୀର ଆତ୍ମହତ୍ୟା । ମୃତକ ହେଲେ ସିନ୍ଦୁରପଙ୍କ ଅଞ୍ଚଳର ଧରଣୀଧର ମହାନନ୍ଦ । ଘରୋଇ କଳି ଓ ସ୍ତ୍ରୀକୁ ମାଡ଼ ମାରିବା ଅଭିଯୋଗରେ ଗତକାଲି ସେ ଗିରଫ ହୋଇ ଜେଲକୁ ଆସିଥିଲେ । ଆଜି…

ଯାତ୍ରା କଳାକାରଙ୍କୁ କମେଣ୍ଟ ମରାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ପିଟାପିଟି

ଆଠଗଡ଼: ରଣକ୍ଷେତ୍ର ପାଲଟିଲା ଯାତ୍ରା ପେଣ୍ଡାଲ । ସାମାନ୍ୟ ବଚସାକୁ କେନ୍ଦ୍ର କରି ଯାତ୍ରା ପେଣ୍ଡାଲରେ ପିଟାପିଟି । ଚେୟାର୍‌ ଫିଙ୍ଗା ଫୋପଡା । ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ତିଗିରିଆ ନୂଆପାଟଣା ତଳ ସାହିର । ଚନ୍ଦନ ଯାତ୍ରାରେ…

ଘର ଭିତରେ ପଶିଗଲା କାର, ଶୋଇଥିବା ଅବସ୍ଥାରେ ମହିଳା ମୃତ

ବୌଦ୍ଧ: ବୌଦ୍ଧ ରାଧାନଗର ଗାଁରେ ରାତି ଅଧରେ ଘର ଭିତରକୁ ପଶିଲା ଇନୋଭା କାର। ଘରେ ସୋଇଥିବା ମହିଳାଙ୍କ ଉପରକୁ ମାଡ଼ିଗଲା  କାର । ଘଟଣା ସ୍ଥଳରେ ମହିଳାଙ୍କ ମୃତ ହୋଇଥିବା ସୂଚନା । ମୃତ ମହିଳା ଜଣକ ହେଲେ ରାଧାନଗର…

କୋଲାବ ଡ୍ୟାମରୁ ଯୁବତୀଙ୍କ ମୃତଦେହ ମିଳିବା ଘଟଣାରେ ପ୍ରେମିକ ଗିରଫ

କୋରପୁଟ: କୋଲାବ ଡ୍ୟାମରୁ ଯୁବତୀଙ୍କ ମୃତଦେହ ମିଳିବା ଘଟଣା । ଅଭିଯୁକ୍ତ ପ୍ରେମିକକୁ ଗିରଫ କଲା ନନ୍ଦପୁର ପୋଲିସ । ଗତ ୬ ତାରିଖରେ କୋରାପୁଟ ଜିଲ୍ଲା ବୋରିଗୁମା ଥାନା ଚାରାଗାଁର ଯୁବତୀ ଗୌରୀ ହରିଜନର ମୃତଦେହ ବାଲିପଦରଗୁଡା ନିକଟ କୋଲାବ…

ଆଇପିଏଲ୍‌: ରାଜସ୍ଥାନକୁ ୧୧୨ ରନରେ ହରାଇଲା ବାଙ୍ଗାଲୋର

ଜୟପୁର: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୧୬ତମ ସଂସ୍କରଣର ୬୦ତମ ମ୍ୟାଚରେ ରବିବାର ରାଜସ୍ଥାନ ରୟାଲ୍ସକୁ ରୋୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୧୧୨ ରନରେ ପରାସ୍ତ କରିଛି। ଜୟପୁରସ୍ଥିତ ସୱାଇ ମାନସିଂହ ଷ୍ଟାଡିୟମରେ ୧୭୨ ରନ୍‌ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିବା ରାଜସ୍ଥାନ…

ବାତ୍ୟା ‘ମୋକା’ର ଭୟଙ୍କର ରୂପ: ବିମାନ ବାତିଲ, ଅନେକ ଲୋକ ସ୍ଥାନାନ୍ତର

ଢାକା : ଓଡ଼ିଶା ଠାରୁ ଦୂରେଇ ଯାଇଥିବା ବାତ୍ୟା ମୋକାର ଭୟଙ୍କର ରୂପ ଧାରଣ କରିଛି। ଅତି ଭୀଷର ବାତ୍ୟାର ରୂପ ନେଇ ମୋକା ମିଆଁମାର ଓ ବାଂଲାଦେଶ ସୀମାରେ ଲ୍ୟାଣ୍ଡଫଲ କରିବା ପ୍ରକ୍ରିୟା ଆରମ୍ଭ କରିଦେଇଛି। ଏହାର ପ୍ରଭାବରେ ବାଂଲାଦେଶର…