ଓଡ଼ିଶାରେ ୩୧ଟି ‘ଏକକ ଉତ୍ପାଦ’ ବିକ୍ରି ଷ୍ଟେସନ୍‌

ନୂଆଦିଲ୍ଲୀ : ସ୍ଥାନୀୟ ଅଞ୍ଚଳର ସାମଗ୍ରୀକୁ ପ୍ରୋତ୍ସାହିତ କରିବା ପାଇଁ ରେଳ ମନ୍ତ୍ରାଳୟ ପକ୍ଷରୁ ୨୦୨୨ ମାର୍ଚ୍ଚ ୨୫ରେ ଆରମ୍ଭ ହୋଇଥିଲା ‘ଏକ ଷ୍ଟେସନ୍‌ ଏକ ଉତ୍ପାଦ (ଓଏସ୍‌ଓପି)’ ପାଇଲଟ ପ୍ରକଳ୍ପ। ୨୦୨୩ ମେ ପହିଲା ସୁଦ୍ଧା ଦେଶର ୨୧ଟି ରାଜ୍ୟ…

ଏସ୍‌ସିବି ମେଡିକାଲରେ ଖୋଲିବ ବୋନ୍‌ ବ୍ୟାଙ୍କ

କଟକ: କଟକ ଏସ୍‌ସିବି ମେଡିକାଲରେ ଖୋଲିବ ବୋନ୍‌ ବ୍ୟାଙ୍କ। ଏସ୍‌ସିବି ଅସ୍ଥିଶଲ୍ୟ ବିଭାଗରେ ଏହି ବୋନ ବ୍ୟାଙ୍କ ପ୍ରତିଷ୍ଠା କରାଯିବ। ଏଥିପାଇଁ ସମସ୍ତ ପ୍ରକ୍ରିୟା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ବୋନ୍‌ ଟ୍ରାନ୍ସପ୍ଲାଣ୍ଟ ପାଇଁ କ୍ରସମ୍ୟାଚିଙ୍ଗ ସହ ଆନୁସଙ୍ଗିକ ମେସିନ ଆଣିବାକୁ ଟେଣ୍ଡର…

୧୦ ଜିଲ୍ଲାରେ ହେବ ଟ୍ରକ୍ ଟର୍ମିନାଲ

ଜାତୀୟ ଓ ରାଜ୍ୟ ରାଜପଥ କଡ଼ରେ ଟ୍ରକଗୁଡ଼ିକ ବେଆଇନ ଭାବେ ପାର୍କିଂ ଯୋଗୁ ଉପୁଜୁଥିବା ଟ୍ରାଫିକ ସମସ୍ୟାକୁ ଏଡ଼ାଇବା ପାଇଁ ରାଜ୍ୟର ୧୦ଟି ଜିଲ୍ଲାରେ ଗୋଟିଏ ଲେଖାଏଁ ଟ୍ରକ ଟର୍ମିନାଲ ନିର୍ମାଣ ହେବ । ଏଥିପାଇଁ କେନ୍ଦ୍ର ସରକାର ୩୦୦କୋଟି ଟଙ୍କାର…

‘ସବୁ ରାଜ୍ୟର ଆଦିବାସୀ ସଂସ୍କୃତିକୁ ନେଇ ବିବରଣାତ୍ମକ ପୁସ୍ତକ ତିଆରି ହେଉ’

ଭୁବନେଶ୍ୱର : କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ବୋର୍ଡର ପୂର୍ବତନ ସଦସ୍ୟ ପ୍ରସନ୍ନ କୁମାର ଦାସ ଓ ତାଙ୍କ ପତ୍ନୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରି ଓଡ଼ିଶାର ସଂସ୍କୃତି ଆଧାରିତ ପୁସ୍ତକ ‘ଇମେଜିଂ ଓଡ଼ିଶା’ ପ୍ରଦାନ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି…

ବାହା ହେଲେ ପାଲଲହଡ଼ା ବିଧାୟକ

ଅନୁଗୁଳ : ପାଳଲହଡ଼ା ବିଧାୟକ ମୁକେଶ ପାଳଙ୍କ ବିବାହ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି। ଅନୁଗୁଳ ସହରର ଏକ ହୋଟେଲରେ ସେ ବଣିଆବାହାଳ ବାସିନ୍ଦା ଅଭିଲିସାଙ୍କୁ ବୈଦିକ ରୀତିରେ ବିବାହ କରିଛନ୍ତି। ଏହି ବିବାହ ଉତ୍ସବରେ ବହୁ ଜନପ୍ରତିନିଧି, ରାଜନେତା ଯୋଗ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ୩ ସାଙ୍ଗ ମୃତ

ଯାଜପୁର: କାଳିଆ ଦର୍ଶନ ପାଇଁ ବାହାରିଥିଲେ ୩ ସାଙ୍ଗ । ହେଲେ ମଝି ବାଟରେ ଘଟିଲା ଅଘଟଣ। ରାତି ଅଧରେ ଏକ ଅଜଣା ଗାଡ଼ି ଚଢ଼ି ଯିବାରୁ ରାସ୍ତା ଉପରେ ହିଁ ଜୀବନ ହାରିଲେ ୩ ସାଙ୍ଗ । ଏପରି ଏକ…

ମା ଶାରଳାଙ୍କ ପୀଠରେ ଚନ୍ଦନ ଯାତ୍ରା ଚାଲିଥିବା ବେଳେ ଅଘଟଣ, ବାଣ ବିସ୍ପୋରଣରେ ୧୦ରୁ ଅଧିକ ଆହତ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ର୍ତିତ୍ତୋଲ ଥାନା ମା ଶାରଳାଙ୍କ ପୀଠରେ ଚନ୍ଦନ ଯାତ୍ରା ଚାଲିଥିବା ବେଳେ ଅଘଟଣ। ବାଣ ବସ୍ତାରେ ନିଆଁ ପଡ଼ି ବିସ୍ପୋରଣ। ଫଳରେ ୧୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସମସ୍ତଙ୍କର ମଣିଜଙ୍ଗା ମେଡ଼ିକାଲରେ ଚିକିତ୍ସା…

ପରମବୀର ସିଂହଙ୍କ ନାଁରେ ଥିବା ସବୁ ମାମଲା ବନ୍ଦ କଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ : ମୁମ୍ବାଇର ପୂର୍ବତନ ପୁଲିସ କମିଶନର ପରମବୀର ସିଂହଙ୍କ ନାଁରେ ଥିବା ସମସ୍ତ ମାମଲାକୁ ଆଜି ମହାରାଷ୍ଟ୍ର ସରକାର ବନ୍ଦ କରିଛନ୍ତି। ଏଥିସହ ୨୦୨୧ ଡିସେମ୍ବର ମାସରେ ରାଜ୍ୟ ସରକାର ତାଙ୍କୁ ନିଲମ୍ବିତ କରିବା ପାଇଁ ଜାରି କରିଥିବା ନିର୍ଦ୍ଦେଶନାମାକୁ…

ଆଦାନି-ହିଣ୍ତେନବର୍ଗ ବିବାଦ: ତଦନ୍ତ ପାଇଁ ଆଉ ୬ ମାଗିଲା ସେବି, ୧୫ରେ ଶୁଣାଣି

ନୂଆଦିଲ୍ଲୀ : ଆଦାନି ଗ୍ରୁପ ସମ୍ପର୍କରେ ଆମେରିକୀୟ କମ୍ପାନୀ ହିଣ୍ଡେନଗବର୍ଗ ଦେଇଥିବା ରିପୋର୍ଟ ଘଟଣାର ତଦନ୍ତ ସାରିବାକୁ ଆହୁରି ୬ ମାସ ସମୟ ମାଗିଛି ସେବି। ତେବେ ସୁପ୍ରିମକୋର୍ଟ ବିବାଦର ତଦନ୍ତ ପାଇଁ ଗଠନ କରିଥିବା କମିଟି ଦେଇଥିବା ପ୍ରାଥମିକ ରିପୋର୍ଟର…

CBSE ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ, ଛାତ୍ରୀମାନେ ଆଗରେ

ନୂଆଦିଲ୍ଲୀ : ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ । ଚଳିତ ବର୍ଷ ପ୍ରାୟ ୧୭ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ପାସ୍‌ ହାର ୮୭.୩୩ % ରହିଛି। cbseresults.nic.in ଓ cbse. gov.inରେ ରେଜଲ୍ଟ ପ୍ରକାଶ…