ସୋନିଆ ଗାନ୍ଧିଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ ପାଖକୁ ଗଲା ବିଜେପି

ନୂଆଦିଲ୍ଲୀ : କର୍ଣ୍ଣାଟକା ବିଧାନସଭା ନିର୍ବାଚନ ପାଇଁ ଆଜି ହେଉଛି ପ୍ରଚାରର ଶେଷ ଦିନ। ସବୁ ଦଳ ଶେଷ ଦିନରେ ଭୋଟରଙ୍କୁ ଆକୃଷ୍ଟ କରିବାରେ ଲାଗି ପଡ଼ିଛନ୍ତି। କିନ୍ତୁ ଏସବୁ ଭିତରେ କଂଗ୍ରେସ ସାଂସଦ ତଥା ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧିଙ୍କ…

ମନୀଷ ସିସୋଦିଆଙ୍କୁ ମେ’ ୨୩ ଯାଏ ବିଚାର ବିଭାଗୀୟ ହାଜତକୁ ପଠାଇଲେ କୋର୍ଟ

ନୂଆଦିଲ୍ଲୀ : ତଥାକଥିତ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଗିରଫ ହୋଇଥିବା ବରିଷ୍ଠ ଆପ୍‌ ନେତାଙ୍କୁ ମିଳିନି କୌଣସି ପ୍ରକାରର ଆଶ୍ୱସ୍ତି। ଆଜି ତାଙ୍କୁ ମେ’ ୨୩ ତାରିଖ ଯାଏ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି ଦିଲ୍ଲୀର ରୋଜ…

ଫାଇନାନ୍ସ କର୍ମଚାରୀଙ୍କ ଆଖିରେ ଲଙ୍କାଗୁଣ୍ଡ ପକାଇ ୬୩ ଲକ୍ଷ ଲୁଟ୍‌ ଅଭିଯୋଗ

ବନ୍ତ: ଭଦ୍ରକ ଜିଲ୍ଲା ବନ୍ତ ଥାନା ଅନ୍ତର୍ଗତ ନିମପଲ୍ଲୀ ନିକଟରୁ ଗତ ରବିବାର ରାତିରେ ଏଲ୍‌ଆଣ୍ଡଟି ଫାଇନାନ୍ସ କମ୍ପାନିର ଦୁଇଜଣ କର୍ମଚାରୀଙ୍କ ଆଖିରେ ଲଙ୍କାଗୁଣ୍ଡ ପକାଇ ତିନି ଜଣ ଦୁର୍ବୃତ୍ତମାନେ ଏକଲକ୍ଷ ତେଷଠି ହଜାର ଟଙ୍କା ଲୁଟି ନେଇଥିବା ବନ୍ତ ଥାନାରେ…

ପଶ୍ଚିମବଙ୍ଗରେ ବ୍ୟାନ ହେଲା କେରଳ ଷ୍ଟୋରି

କୋଲକାତା : ପଶ୍ଚିମବଙ୍ଗରେ ବ୍ୟାନ ହେଲା ବିବାଦୀୟ ଫିଲ୍ମ ‘The Kerala Story’। ଆଜି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ଘୋଷଣା କରିଛନ୍ତି। ବଲିଉଡ୍ ଫିଲ୍ମ ‘Kashmir Files’ ଭଳି ପଶ୍ଚିମବଙ୍ଗକୁ ପୃଷ୍ଠଭୂମି କରି ଏକ ଫିଲ୍ମ ନିର୍ମାଣ କରିବାକୁ…

ଲେଡିଜ୍‌ ହଷ୍ଟେଲରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଘଟଣା: ବନ୍ଧା ହେଲେ ୩ ଅଭିଯୁକ୍ତ

ଭୁବନେଶ୍ୱର: ଭୁବନେଶ୍ୱର ନୟାପଲ୍ଲୀରେ ଲେଡିଜ୍‌ ହଷ୍ଟେଲରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଘଟଣାରେ ବନ୍ଧା ହେଲେ ତିନି ଅଭିଯୁକ୍ତ। ଗିରଫ ଅଭିଯୁକ୍ତ ସୋନୁ ଓରଫ ସନିଆ ଦାସ, ପିଙ୍କୁ ଓରଫ ଶଶିକାନ୍ତ ଭୋଇ ଓ ସଞ୍ଜୟ ବେହେରା। ୫ ତାରିଖ ସଂଧ୍ୟାରେ ହଷ୍ଟେଲର କିଛି ଯୁବତୀ…

ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନୀ ପ୍ରଚାର ଦେଖି ଆଶ୍ଚର୍ଯ୍ୟ ହେଲେ ଶରଦ ପାୱାର

ମୁମ୍ବାଇ : କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିଥିବା ପ୍ରଚାରକୁ ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏନସିପି ସଭାପତି ଶରଦ ପାୱାର। ପ୍ରଚାର ବେଳେ ପ୍ରଧାନମନ୍ତ୍ରୀ ମୋଦି ଧାର୍ମିକ ସ୍ଲୋଗାନ ଦେଇଥିବାରୁ ଶରଦ ପାୱାର ଏପରି କହିଛନ୍ତି। ନିର୍ବାଚନ…

ଓଡ଼ିଶା ପ୍ରତି ବାତ୍ୟା ବିପଦ ନାହିଁ : ଆଇଏମଡି

ଭୁବନେଶ୍ବର : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାରଦିନ ଏହାର ଗତିପଥ ସଂପର୍କରେ ପୂର୍ବାନୁମାନ କରାଯାଇଛି । ବିଭାଗର ମହାନିର୍ଦ୍ଦେଶକ ଡ.ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ଏହି ଲଘୁଚାପ ଆହୁରି ଘନୀଭୂତ ହୋଇ…

ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ

କୁଚିଣ୍ଡା: ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ । ସମ୍ବଲପୁର ଜିଲ୍ଲା ଜମନକିରା ଥାନା ବଡ଼ମାଲ ପଞ୍ଚାୟତ ନୂଆଁଡିହି ଗାଁରେ ଅଭାବନୀୟ ଘଟଣା ଘଟିଛି। ରୋଷେଇ କରିବାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ସ୍ୱାମୀକୁ ଅଟକ…

ମା’କୁ ଧକ୍କା ମାରି ନାବାଳିକା ଝିଅର ତଣ୍ଟି କାଟିଦେଲା ଦୁର୍ବୃତ୍ତ

ଅନୁଗୋଳ: ଘରେ ପଶି ନାବାଳିକାର ତଣ୍ଟିକାଟି ଜଣେ ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ଅନୁଗୁଳ ସହର ଉପକଣ୍ଠ କୁଇଓ ଗ୍ରାମରେ। ଡାକ୍ତର ନାବାଳିକାକୁ ମୃତ ଘୋଷଣା କରିଛନ୍ତି। ମୃତ ନାବାଳିକା ଜଣଙ୍କ ହେଲେ ଭାଗିରଥି ସାହୁଙ୍କ ଝିଅ ଖୁସି ସାହୁ।…

ପୋଲିସ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ

ମାଲକାନଗିରି: ଏନକାଉଣ୍ଟରରେ ଟଳିପଡିଲେ ୨ ନକ୍ସଲ। ଛତିଶଗଡ଼ ସୁକମା ଜିଲ୍ଲା ଭେଜି ଜଙ୍ଗଲରେ ଯବାନ-ମାଓବାଦୀ ମୁହାଁମୁହିଁ। ପୋଲିସ୍ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଦୁଇ ଜଣଙ୍କ ନାଁରେ ୧୩ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। LOS କମାଣ୍ଡର ମଡକମ…