ସୋନିଆଙ୍କ ଉପରେ ଅସନ୍ତୋଷ ଝାଡ଼ିଲେ ଓୱେସି
ନିକଟରେ ବିଜେପି ଛାଡ଼ି କଂଗ୍ରେସରେ ଯୋଗ ଦେଇଥିବା କର୍ଣ୍ଣାଟକାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟାରଙ୍କ ପାଇଁ ଶନିବାର ସୋନିଆ ଗାନ୍ଧି ନିର୍ବାଚନ ପ୍ରଚାର କରିବା ପରେ ତାଙ୍କ ଉପରେ କ୍ଷୁବ୍ଧ ହୋଇଛନ୍ତି AIMIM ମୁଖ୍ୟ ଅସାଦୁଦ୍ଦିନ ଓୱେସି। ଗତକାଲି କର୍ଣ୍ଣାଟକାର ହୁବଲୀରେ…
