୪୧ ଲକ୍ଷ ରୁ ଉର୍ଦ୍ଧ୍ବ ଟଙ୍କା ହଡପ କରିଥିବା ଅଭିଯୋଗରେ ଆକାଉଣ୍ଟାଣ୍ଟ ଗିରଫ
କୋରାପୁଟ: ଠିକା କର୍ମଚାରୀଙ୍କ ବଡ କାରନାମା । ସରକାରୀ ଟଙ୍କା ହଡପ କରି କରୁଥିଲେ ଅୟସ । ବିଳମ୍ବ ହେଲେ ମଧ୍ୟ ଧରାପଡିଛି କଳା କାରନାମା । ୪୧ ଲକ୍ଷ ୪୫ ହଜାରରୁ ଉର୍ଦ୍ଧ୍ବ ଟଙ୍କା ହଡପ କରିଥିବା ଅଭିଯୋଗରେ କୋରାପୁଟ ଜିଲ୍ଲା…
କୋରାପୁଟ: ଠିକା କର୍ମଚାରୀଙ୍କ ବଡ କାରନାମା । ସରକାରୀ ଟଙ୍କା ହଡପ କରି କରୁଥିଲେ ଅୟସ । ବିଳମ୍ବ ହେଲେ ମଧ୍ୟ ଧରାପଡିଛି କଳା କାରନାମା । ୪୧ ଲକ୍ଷ ୪୫ ହଜାରରୁ ଉର୍ଦ୍ଧ୍ବ ଟଙ୍କା ହଡପ କରିଥିବା ଅଭିଯୋଗରେ କୋରାପୁଟ ଜିଲ୍ଲା…
ପୁରୀ: ପୁରୀ ଗସ୍ତରେ ଫାଇଭ୍ ଟି ସଚିବ ଭିକେ ପାଣ୍ଡିଆନ । ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି । ଏହାସହ ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ଚାଲିଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଶ୍ରୀମନ୍ଦିର ଚାରିପାଖ ବୁଲି ପରିକ୍ରମା…
ଭୁବନେଶ୍ୱର : ରାଜଧାନୀରେ ରୋଡ୍ ରୋମିଓଙ୍କ ଉତ୍ପାତ । ନୟାପଲ୍ଲୀରେ ଲେଡିଜ୍ ହଷ୍ଟେଲରେ ପଶି ମାରପିଟ୍ ସହ ଗାଡ଼ି ଭଙ୍ଗାରୁଜା କରିଛନ୍ତି । କମେଣ୍ଟ ମରାକୁ କେନ୍ଦ୍ର କରି ଏଭଳି କାଣ୍ଡ ଭିଆଇଛନ୍ତି ଦୁର୍ବୃତ୍ତ । କମେଣ୍ଟ ମରାର ପ୍ରତିବାଦ କରିବାରୁ ହଷ୍ଟେଲ…
ଜେନିଭା: ଗତ ତିନିବର୍ଷ ହେଲା ସମଗ୍ର ବିଶ୍ବରେ ଆତଙ୍କ ଖେଳାଇଥିବା କୋଭିଡ୍ ମହାମାରୀ ଆଉ ବିଶ୍ବ ପାଇଁ ସ୍ବାସ୍ଥ୍ୟ ସଂକଟ ହୋଇ ରହିନାହିଁ । ବିଶ୍ବ ସ୍ବାସ୍ଥ୍ୟ ସଂଗଠନ (ହୁ) ଘୋଷଣା କରିଛି ଯେ କୋଭିଡ୍ ଆଉ ‘ଗ୍ଲୋବାଲ ହେଲଥ୍ ଏମର୍ଜେନ୍ସି’…
ତିନି ଦିନ ତଳେ ଏନ୍ସିପି ସଭାପତି ପଦରୁ ହଠାତ୍ ଇସ୍ତଫା ଦେଇ ସମସ୍ତଙ୍କୁ ଚକିତ କରି ଦେଇଥିବା ଶରଦ ପାୱାର ଶୁକ୍ରବାର ଏହାକୁ ପ୍ରତ୍ୟାହାର କରି ନେଇଛନ୍ତି। ଦଳୀୟ କର୍ମୀଙ୍କ ଜୋରଦାର ବିରୋଧକୁ ଦୃଷ୍ଟିରେ ରଖି ବରିଷ୍ଠ ନେତାଙ୍କୁ ନେଇ ଗଠିତ…
କର୍ଣ୍ଣାଟକା ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କଂଗ୍ରେସ ଉପରେ ଜୋରଦାର ହମଲା କରିଛନ୍ତି। କଂଗ୍ରେସ ଭୋଟ ବ୍ୟାଙ୍କ ପାଇଁ ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇ ଦେଇଛି ବୋଲି ସେ ଅଭିଯୋଗ କରିଛନ୍ତି। ଏଥିସହ କର୍ଣ୍ଣାଟକାର…
ଦୀର୍ଘ ବର୍ଷ ଧରି ରହିଥିବା ପୁଞ୍ଜିଭୂତ ଅସନ୍ତୋଷ ଭୟଙ୍କର ରୂପ ନେଇଛି। ବିରୋଧୀ ଗୋଷ୍ଠୀର ଗୁଳିମାଡ଼ରେ ଗୋଟିଏ ପରିବାରର ୩ ଜଣ ମହିଳାଙ୍କ ସମେତ ୬ ଜଣ ପ୍ରାଣ ହରାଇଛନ୍ତି। ସେହିପରି ଅନ୍ୟ ଦୁଇ ଜଣ ବ୍ୟକ୍ତି ଗୁଳିମାଡ଼ରେ ଆହତ ହୋଇ…
ସିବିଆଇ ଟିମ୍ ଖାଇଲା ଧୋକା। ଚକମା ଦେଲେ ଜିଏସ୍ଟି ଅଧିକାରୀ। ସିବିଆଇ ଟିମ୍ ଆଖି ଆଗରୁ ଲାଞ୍ଚ ଟଙ୍କା ଭର୍ତ୍ତି ବ୍ୟାଗ ଧରି ଚମ୍ପଟ ମାରିଲେ ଜିଏସ୍ଟି ଅଧିକାରୀ। ପ୍ରାୟ ୧୫ ଦିନ ହେଲା ଖୋଜି ଖୋଜି ଏହି ତଦନ୍ତକାରୀ ସଂସ୍ଥାର…
ଇମ୍ପାଲ : ମଣିପୁରରେ ଚାଲିଥିବା ଆଦିବାସୀ-ଅଣଆଦିବାସୀ ହିଂସାକୁ ଦମନ କରିବାକୁ ସରକାର ଏପର୍ଯ୍ୟନ୍ତ ୧୪ କମ୍ପାନୀ ଅର୍ଦ୍ଧସାମରିକ ବାହିନୀ (ଆରଏଏଫ୍, ସିଆରପିଏଫ୍, ବିଏସ୍ଏଫ୍) ବହୁ ସଂଖ୍ୟାରେ ମୁତୟନ କରିଛନ୍ତି । ଏହା ସହିତ ଆହୁରି ଅଧିକ ଅର୍ଦ୍ଧସାମରିକ ବାହିନୀ ପଠାଯିବାକୁ ନିର୍ଦ୍ଦେଶ…
ଜମ୍ମୁ-କଶ୍ମୀରର ରଜୌରୀରେ ଶୁକ୍ରବାର ସକାଳେ ସେନା ପକ୍ଷରୁ କରାଯାଇଥିବା ସର୍ଚ୍ଚ ଅପରେସନ ବେଳେ ଗୁଳି ମାଡ଼ ସହ ବିସ୍ଫୋରଣ କରିଛନ୍ତି ଆତଙ୍କବାଦୀ। ଏହାର ଜବାବ ମଧ୍ୟ ସେନା ପକ୍ଷରୁ ଦିଆଯାଇଛି। ହେଲେ ଏହି ଗୁଳି ବିନିମୟ ଓ ବିସ୍ଫୋରଣରେ ୫ ଜଣ ଯବାନ ସହିଦ ହୋଇଥିବା ବେଳେ…