ପାକ୍ ବୈଦେଶିକ ମନ୍ତ୍ରୀଙ୍କୁ ସ୍ୱାଗତ କଲେ, ଆତଙ୍କବାଦ ପ୍ରସଙ୍ଗରେ ପ୍ରବଳ ବର୍ଷିଲେ ଜୟଶଙ୍କର
ଭାରତର ଗୋଆରେ ଆୟୋଜିତ ଏସ୍ସିଓ ବୈଦେଶିକ ମନ୍ତ୍ରୀସ୍ତରୀୟ ବୈଠରେ ଯୋଗଦେଇଛନ୍ତି ପାକିସ୍ତାନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋ ଜର୍ଦାରି। ଆଜି ତାଙ୍କୁ ଏହି ବୈଠକକୁ ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ପ୍ରୋଟକଲ ଅନୁଯାୟୀ ହାତ ଯୋଡ଼ି ସ୍ୱାଗତ କରିଥିଲେ। ତେବେ…
